-+91-9937148622 |

prerana_bgr@rediffmail.com |

  Wednesday 7th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   (06-Oct-2026)       ||      ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   (06-Oct-2026)       ||      ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   (06-Oct-2026)       ||      ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   (06-Oct-2026)       ||      ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   (06-Oct-2026)       ||      ୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   (06-Oct-2026)       ||      ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   (06-Oct-2026)       ||      ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (06-Oct-2026)       ||      *ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   (06-Oct-2026)       ||      ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   (06-Oct-2026)       ||      ୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   (06-Oct-2026)       ||      ସେବା ସେତୁ କାର୍ଯ୍ୟକ୍ରମ   (06-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (06-Oct-2026)       ||      ଅନ୍ୟଜାତିରେ ବିବାହ କରିଥିଲେ, ଶବ ସତ୍କାର ପାଇଁ ଆସିଲେନି ପରିବାର ସଂକଳ୍ପ ପରିବାର ଦ୍ଵାରା ଶବ ସତ୍କାର   (06-Oct-2026)       ||      ବ୍ରହ୍ମପୁର ଯଜ୍ଞ ପାଇଁ ବିରିଶଳା ମଠରୁ ସାଧୁ-ଭକ୍ତଙ୍କ ପଦଯାତ୍ରା*   (06-Oct-2026)       ||      ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||     

HOME   ଜିଲ୍ଲା

ମୁଣ୍ଡପଦର ପଞ୍ଚାୟତ ସାଗୁନଭାଡ଼ି ଠାରେ ଆଜି କଂଗ୍ରେସ କର୍ମୀ ସମ୍ମିଳନୀ ସହ ମିଶ୍ରଣ ପର୍ବ ଅନୁଷ୍ଠିତ

12-Apr-2024



ସିନ୍ଧେକେଲା(ଦୀନେଶ ଜୈନ ):  ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀ ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ମୁଣ୍ଡପଦର ପଞ୍ଚାୟତ ସାଗୁନଭାଡ଼ି ଠାରେ ଆଜି କଂଗ୍ରେସ କର୍ମୀ ସମ୍ମିଳନୀ ସହ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି ।

ଏହି କଂଗ୍ରେସ କର୍ମୀ ସମ୍ମିଳନୀରେ ବଙ୍ଗୋମୁଣ୍ଡା ବ୍ଲକ କଂଗ୍ରେସ କମିଟିର ସଭାପତି ତଥା ପୂର୍ବତନ ବ୍ଲକ ଅଧ୍ୟକ୍ଷ ଗୁରୁଚରଣ ବେହେରାଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ସନ୍ତୋଷ ସିଂହ ସାଲୁଜା, ସମ୍ମାନୀୟ ଅତିଥି ଭାବରେ ବଙ୍ଗୋମୁଣ୍ଡା ବ୍ଲକ ଉପାଧ୍ୟକ୍ଷ କେଶବ ନାରାୟଣ ଜୈନ ,
ସିନ୍ଧେକେଲା ସମିତି ସଭ୍ୟ ଭୋଳାନାଥ ବେହେରା, ବଙ୍ଗୋମୁଣ୍ଡା ଜୋନର ଜିଲ୍ଲା ପରିଷଦ ସଦସ୍ୟ ଓମ୍‌ ପ୍ରକାଶ କୁମ୍ଭାର ପ୍ରମୁଖଙ୍କ ସହ ବିଭିନ୍ନ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟସଭ୍ୟାମାନେ ପ୍ରମୁଖ ଅତିଥି ଭାବେ ଯୋଗ ଦେଇଥିଲେ । 
ନୂତନ କର୍ମୀମାନଙ୍କୁ କଂଗ୍ରେସ ପାର୍ଟିର ଉତ୍ତରୀୟ ଦେଇ

ସମ୍ବର୍ଦ୍ଧିତ କରାଯାଇଛି । ଉକ୍ତ କାର୍ଯ୍ୟକ୍ରମରେ କୁଣ୍ଡାବୁଟୁଲା, ଚୁଲିଫୁଙ୍କା, କଁସିଲ ଓ ମୁଣ୍ଡପଦର ଗ୍ରାମ ପଞ୍ଚାୟତ ଅଞ୍ଚଳର ଶତାଧିକ ବିଜେଡି, ବିଜେପି ପାର୍ଟିର କର୍ମୀମାନେ ଆଜି କଂଗ୍ରେସ ଦଳରେ ବିଧିବଦ୍ଧ ଭାବେ ଯୋଗଦାନ କରିଛନ୍ତି । ଏଥିରେ ବହୁ ସଂଖ୍ୟା ରେ ମହିଳା ଓ ପୁରୁଷ କଂଗ୍ରେସ କର୍ମୀମାନେ ଉପସ୍ଥିତ ଥିଲେ । ଏଥିରେ ବିଭିନ୍ନ ପଞ୍ଚାୟତର ଜନପ୍ରତିନିଧି ଓ କଂଗ୍ରେସର ବରିଷ୍ଠ ନେତାମାନେ ସାମିଲ ହୋଇଥିଲେ । ଆଗାମୀ ୨୦୨୪ ନିର୍ବାଚନରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ସନ୍ତୋଷ ସିଂ ସାଲୁଜାଙ୍କୁ ବହୁ ଭୋଟ୍‌ରେ ବିଜୟୀ କରିବା ପାଇଁ ଅତିଥିମାନେ ଆହ୍ଵାନ ଦେଇଥିଲେ


News Comment




Photo in News

Advertisment
Lastest News
ବଦଳି ପରେ ବି ପୁରୁଣା ଅଫିସରେ ‘ବିଲ୍ ଖେଳ’! ନୂଆ ସ୍ଥାନରେ ଯୋଗଦାନ ପରେ ପୁଣି ପୁରୁଣା ଚେୟାରର ମୋହ; ବ୍ୟାକ୍‌ ଡେଟ୍‌ରେ ବିଲ୍‌ ଦସ୍ତଖତ କରି ‘ପିସି’ ଆଦାୟ ଅଭିଯୋଗ ରିଲିଭ୍‌ ଓ ଜଏନିଂ ତାରିଖ ସହ MB-ବିଲ୍‌ ରେକର୍ଡ ମେଳ କରିବାକୁ ଦାବି; ତଦନ୍ତ ହେଲେ ଖୋଲିପାରେ ଗୁମର   06-Oct-2026
  ଜିଲ୍ଲା  
ବିକାଶ ନାମରେ ଆଦିବାସୀ, କୃଷକ, ଦଳିତ ଓ ଗରିବଙ୍କ ଅଧିକାର ବଳିଦାନ ହେବା ଉଚିତ୍ ନୁହେଁ— ନିରଞ୍ଜନ ବିଶି   06-Oct-2026
ବଦଳି ପରେ ବି ପୁରୁଣା ଅଫିସର ବିଲ୍‌ରେ ଦସ୍ତଖତ!କଟକ ପୂର୍ତ୍ତ ବିଭାଗରେ ଅନିୟମିତତା ଅଭିଯୋଗ, ବ୍ୟାକ୍‌ ଡେଟ୍‌ରେ ବିଲ୍‌ ପାସ୍‌ କରି ‘ପିସି’ ଆଦାୟ ନେଇ ଚର୍ଚ୍ଚା   06-Oct-2026
  ରାଜ୍ୟ  
ହାଇଦ୍ରାବାଦ୍ ରେ ଓସାକା ତରଫରୁ ପାରମ୍ପରିକ ଶୈଳୀରେ ନୂଆଁଖାଇ ଭେଟଘାଟ ଆୟୋଜିତ   06-Oct-2026
  ଜିଲ୍ଲା  
ସେବା ସଂକଳ୍ପ ଅଭିଯାନ ଅବସରରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଜିଲ୍ଲାସ୍ତରୀୟ ପଥପ୍ରାନ୍ତ ନାଟକ   06-Oct-2026
  ଜିଲ୍ଲା  
୫୦.ବର୍ଷ ପରେ ଗ୍ରୀଣ୍ଡୋଲା ଗ୍ରାମର ଗରିବ ଲୋକମାନେ ପାଇଲେ ସିଲିଂ ଜମିର ପଟ୍ଟା   06-Oct-2026
  ଜିଲ୍ଲା  
ଭାରତୀୟ ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏବଂ ଏସବିଆଇ.ପକ୍ଷରୁ ସିଦ୍ଧାର୍ଥ ଜୁନିଅର କଲେଜରେ ଆର୍ଥିକ ସାକ୍ଷରତା ଶିବିର   06-Oct-2026
  ଜିଲ୍ଲା  
ଭିକ୍ଷାବୃତ୍ତି କରୁଥିବା ୧୦ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   06-Oct-2026
  ଜିଲ୍ଲା  
*ଝରୀଗାଁରେ ନକଲି ଡାକ୍ତର କ୍ଲିନିକରେ ଚାଲିଛି ରୋଗିଦେଖା, ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ପାଖେ ଖବର ନାହିଁ*   06-Oct-2026
  ଜିଲ୍ଲା  
ଭରସୂଜା ପଞ୍ଚାୟତ ରେ ଜନ ଶୁଣାଣି ଶିବିର   06-Oct-2026
  ଜିଲ୍ଲା  
୩୨ ଦିନର ଶିଶୁ ପାଇଁ ଟିଟିଲାଗଡ଼ରୁ ବରଗଡ଼ ଆସି ରକ୍ତଦାନ, ମାନବିକତାର ଉଦାହରଣ ସୃଷ୍ଟି କଲେ ସୁଦୀପ ତ୍ରିପାଠୀ   06-Oct-2026
  ଜିଲ୍ଲା  
ସେବା ସେତୁ କାର୍ଯ୍ୟକ୍ରମ   06-Oct-2026

You Might Also Like