-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   (25-Jun-2026)       ||      କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର    (25-Jun-2026)       ||      ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ରେ ଅଦିନିଆ ବର୍ଷା ରେ ବିପୁଳ ପରିମାଣ ରେ ଡାଲି ଜାତୀୟ ଫସଲ ନଷ୍ଟ

12-Apr-2024



ଆଗଲପୁର, (ବିନୋଦ କୁମାର ଦୀପ) ବିଗତ କିଛି ଦିନ ଧରି ଲାଗି ରହିଥିବା ଅଦିନିଆ ବର୍ଷା ରେ ବହୁ ପରିମାଣ ରେ ଡାଲି ଜାତୀୟ ଫସଲ ନଷ୍ଟ ହୋଇ ଥିବାର ଦେଖିବାକୁ ମିଳିଛି। ଅଦିନିଆ ଝିପି ଝିପି ବର୍ଷା ସହିତ ପବନ ବହିବା ଯୋଗୁଁ ବହୁ ଫସଲ ନଷ୍ଟ ହୋଇ ଯାଇଛି l ଅଦିନିଆ ବର୍ଷା ହେବା ଫଳରେ ଚାଷୀ ମୁଣ୍ଡରେ ଚଡ଼କ ପଡ଼ିଯାଇଛି l ମୁଣ୍ଡରେ ହାତ ଦେଇ ହତାଶ ହୋଇଯାଇଛି ଚାଷୀ। ଏ ସବୁ ହେବାସତ୍ତ୍ବେ ମଧ୍ୟ ବ୍ଲକ୍ କୃଷି ବିଭାଗ ହାତ ବାନ୍ଧି ବସି ଥିବାର ଦେଖିବାକୁ ମିଳିଛି l ସରକାରଙ୍କ ଦ୍ଵାରା ଯୋଗାଇ ଦିଆ ଯାଉଥିବା ସାର, କୀଟନାଶକ ଔଷଧ ମଧ୍ୟ ଚାଷୀ ଙ୍କୁ ମିଲୁ ନଥିବା ଚାଷୀମାନେ ଅଭିଯୋଗ କରିଛନ୍ତି l ଚାଷୀ ମାନଙ୍କର ଆଉ ଏକ ସାଙ୍ଘାତିକ ଅଭିଯୋଗ ହେଉଛି ଯେଉଁମାନେ ପ୍ରକୃତ ମୁଗବିରି ଚାଷ କରି ନାହାନ୍ତି ସେମାନଙ୍କୁ ସାହାଯ୍ୟ ମିଳୁଥିବା ବେଳେ ଯେଉଁମାନେ ଚାଷ କରିଛନ୍ତି ସେମାନଙ୍କୁ ପ୍ରକୃତ ସହାୟତା ମିଳୁନାହିଁ ବୋଲି ଚାଷୀମାନେ ଅଭିଯୋଗ କରିଛନ୍ତି l ଏ ବିଷୟରେ ଆମ୍ଭେ ବ୍ଲକ କୃଷି ଅଧିକାରୀ ଙ୍କୁ ଭେଟି ପ୍ରତିକ୍ରିୟା ଦେବାକୁ କହିଥିଲୁ ହେଲେ ସେ ପ୍ରତିକ୍ରିୟା ଦେବାକୁ ମନା କଲେ l ଆଉ କହିଥିଲେ ଯେ ଯେଉଁମାନେ ମୁଗବିରୀ ଚାଷ ପାଇଁ ଵୀମା କରିଛନ୍ତି ସେମାନେ ସାହାଯ୍ୟ ପାଇ ପାରିବେ ବୋଲି ସଫେଇ ଦେଇଥିଲେ। ଅଭିଯୋଗ ସମ୍ପର୍କରେ ପଚାରିବାରୁ ମୋ ପାଖକୁ କୌଣସି ଅଭିଯୋଗ ଆସିନାହିଁ ଯଦି ଏଭଳି କିଛି ହୋଇଛି ତା ହେଲେ ଏହା ଉପରେ ତଦନ୍ତ କରାଯାଇ ଉଚିତ୍ ପଦକ୍ଷେପ ନେବାକୁ କହିଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ପାୟୋନିଅର ୧୯ ବର୍ଷରୁ କମ୍ ଲିଗ୍ ଓ ନକଆଉଟ କ୍ରିକେଟ ଉଦଯାପିତ   25-Jun-2026
  ଜିଲ୍ଲା  
କଣ୍ଟାବାଞ୍ଜିରେ ବିଜେଡି ର ପ୍ରଶିକ୍ଷଣ ଶିବିର   25-Jun-2026
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026

You Might Also Like