-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||     

HOME   ଜିଲ୍ଲା

ସୋନପୁର ପୌର ପରିଷଦ ପକ୍ଷରୁ ୱାର୍ଡ କମିଟି ବୈଠକ । ବିଧାୟକ ପ୍ରାର୍ଥୀ ନିରଞ୍ଜନ ପୂଜାରୀ ଯୋଗ ଦେଇ ଭୋଟ ଭିକ୍ଷା କଲେ

12-Apr-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ ) ସୁବର୍ଣ୍ଣପୁର ବିଜୁ ଜନତା ଦଳ ଦ୍ବାରା ଆୟୋଜିତ  ସୋନପୁର ପୌର ପରିଷଦ ପକ୍ଷରୁ ୱାର୍ଡ କମିଟି ବୈଠକ ଅନୁଷ୍ଟିତ ହୋଇ ଯାଇଛି l ଏଥିରେ ସୋନପୁର ନିର୍ବାଚନ ମଣ୍ଡଳୀ ର ବିଧାୟକ ପ୍ରାର୍ଥୀ ଶ୍ରୀ ନିରଞ୍ଜନ ପୂଜାରୀ ଯୋଗ  ଦେଈ ସହର ର ସମସ୍ତ ୧୫  ଗୋଟି ୱାର୍ଡ ର ୱାର୍ଡ ସକ୍ରିୟ ସଦସ୍ୟ ମାନଙ୍କୁ  ଶୁଭେଚ୍ଛା ଜଣାଇଥିଲେ l ରାଜ୍ୟ ସରକାର ଙ୍କ ଦ୍ଵାରା ବିଭିନ୍ନ ଯୋଜନା  ସବୁ ରେ ଲାଭବାନ ହୋଇଥିବା ସମସ୍ତ ବିକାଶ କାର୍ଯ୍ଯ ସବୁକୁ ପ୍ରତି ପରିବାର ରେ ପହଞ୍ଚାଇବାକୁ ଏବଂ ବିଜୁ ଜନତା ଦଳ କୁ ବିପୁଳ ବିଜୟ କରାଇ ଓଡ଼ିଶା ର ପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ଷଷ୍ଠ ଥର ଲାଗି  କ୍ଷମତା ସିନ କରାଇ ଭାରତ ରେ ଇତିହାସ ସୃଷ୍ଟି କରିବାକୁ ୱାର୍ଡ କାଉନସିଲର ଓ କମିଟି ସଦସ୍ୟ ଙ୍କ ଜରିଆରେ ସହର ବାସୀ ଙ୍କୁ ନିବେଦନ କରିଥିଲେ l ସୋନପୁର ପୌର ପରିଷଦ ଅଧ୍ୟକ୍ଷା ତାମସ୍ମିତା ନାୟକ, ଉପାଧ୍ୟକ୍ଷl ମଲ୍ଲିକା ଦାନୀ, ପ୍ରାକ୍ତନ ଅଧ୍ୟକ୍ଷ କଇରୁ ସ୍ବାଇଁ, ସୋନପୁର ବ୍ଲକ୍ ଅଧ୍ୟକ୍ଷ ପ୍ରହଲ୍ଲାଦ ନାୟକ , ଦଳ ଉପଦେଷ୍ଟl ନିଳାମ୍ବର ଶତପଥି, ପ୍ରାକ୍ତନ ନିଗମ ଅଧ୍ୟକ୍ଷ ଅଭିମନ୍ୟୁ କୁଶଳ, ଯୁବ ନେତା ସୋମନାଥ ସାହୁ ମଞ୍ଚlସିନ ଥିଲେ l    ଟାଉନ ସଭାପତି ଜନ୍ମଜୟ ପାତ୍ର ସଭା ସଂଯୋଜନl କରିଥିବା ବେଳେ ଛାତ୍ର ଜନତା ସଭାପତି ଶାଶ୍ଵତ ମିଶ୍ର  ଧନ୍ୟବାଦ୍ ଅର୍ପଣ କରିଥିଲେ l ସମସ୍ତ ୱାର୍ଡ ରୁ ଶହ ଶହ ମହିଳା ଓ ସକ୍ରୀୟ ସଦସ୍ୟ ଯୋଗ ଦେଈ ପ୍ରତି ୱାର୍ଡ କୁ ଶୀଘ୍ର ପହଞ୍ଚି ଲୋକ ଙ୍କ ସମସ୍ୟା ବୁଝିବା କୁ ଶ୍ରୀ ପୂଜାରି ଙ୍କୁ ଆମନ୍ତ୍ରଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like