-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ    (25-Jun-2026)       ||      ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||     

HOME   ଜିଲ୍ଲା

ଧରଣୀମାଳରେ ଷୋହଳ ପ୍ରହର ନାମଯଜ୍ଞ

12-Apr-2024



ନୂଆପଡ଼ା  (ଡୋଲେଶ୍ଵର ବାଗ )
ନୂଆପଡା ଜିଲ୍ଲା ବୋଡେ଼ନ ବ୍ଲକ ଧରଣୀମାଳ ଗ୍ରାମରେ ଷୋହଳ ପ୍ରହାର ନାମ ଯଜ୍ଞ  ଗ୍ରାମବାସୀଙ୍କ ଆନୁକୁଲ୍ୟରେ ଅନୁଷ୍ଠିତ ହୋଇଯାଇଛି ।ଗୁରୁବାର ଗ୍ରାମର ଶତାଧିକ ମହିଳା କଳସ ଶୋଭାଯାତ୍ରାରେ ବାହାରି ସ୍ଥାନୀୟ ପୋଖରୀରେ ପୂଜାର୍ଚ୍ଚନା କରି କଳସ ରେ ପାଣି ଉଠାଇ ସଙ୍କୀର୍ତ୍ତନ ଦଳ ଓ  ଘୁମୁରା ଦଳ ସହଯୋଗରେ ଗ୍ରାମ ପରିକ୍ରମା ପୂର୍ବକ ସେଠାରୁ ପ୍ରହରୀ ମଣ୍ଡପରେ ପହଂଚି କଳସ ସ୍ଥାପନା କରିଥିଲେ  ।ଏହି ନାମ ଯଜ୍ଞରେ ସାତୋଟୀ ସଂକିର୍ତ୍ତନ ଦଳ ଅଂଶ ଗ୍ରହଣ କରିଥିବାବେଳେ କର୍ତ୍ତା ରୂପନାରାୟଣ କଟାଙ୍କ ସହ ତାଙ୍କ ଧର୍ମ ପତ୍ନୀ ରଙ୍ଗବତୀ କଟା , ମୁଖ୍ୟ ପୂଜକ ଶ୍ରୀ ଯୁକ୍ତ ଦାମୋଦର ହୋତା ଓ ତାଙ୍କ ସହ ଯୋଗୀ ଉପସ୍ଥିତ ରହି ଯଜ୍ଞ କର୍ମ ଯଥା ଵିଧିରେ ପରି ଚାଳନା କରିଥିଲେ ।ଏହି ନାମ ଯଜ୍ଞର ପୂର୍ଣ୍ଣାହୁତି ଆସନ୍ତା ରବିବାର  ହେବ ବୋଲି କମିଟି ତରଫରୁ ପ୍ରକାଶ କରିଛନ୍ତି । ଉକ୍ତ କମିଟିର ସଭାପତି ଶ୍ରୀ ଯୁକ୍ତ ମନୋରଞ୍ଜନ ବେହେରା, ଉପ ସଭାପତି ଶ୍ରୀ ଯୁକ୍ତ ମହେନ୍ଦ୍ର ଭୋଇ, କୋଷାଧ୍ୟକ୍ଷ  ହରି ସିଂ କଟା, ସମ୍ପାଦକ ଶ୍ରୀ ଯୁକ୍ତ ଲିଙ୍ଗରାଜ କଟା  ତଥା କମିଟି ସଭ୍ୟ ଓ ଗ୍ରାମବାସିଙ୍କ ସହଯୋଗରେ ବିଭିନ୍ନ ଦାୟୀତ୍ୱ ବହନ କରି ସୁନ୍ଦର ଭାବେ ଶାନ୍ତି ଶୃଙ୍ଖଳା ସହ ପ୍ରଭୁଙ୍କ ନାମ ରସ ପାନ କରି ଲୋକଙ୍କୁ ଭକ୍ତି ମାର୍ଗରେ ଆଗେଇ ନେବାରେ ସଫଳ ହେବାର ଉଦାହରଣ ସାଜିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରତାଖଣ୍ଡି ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   25-Jun-2026
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like