-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲା ଖଡିଆଳ ନିର୍ବାଚନ ମଣ୍ଡଳୀ ବିଜେପି ଦଳୀୟ ପ୍ରାର୍ଥୀ ହିତେଶ କୁମାର ବଗର୍ତ୍ତି ଙ୍କ ନିର୍ବାଚନୀ ସଭା, ମାରାଥନ ପ୍ରଚାର, କର୍ମୀ ସମ୍ମିଳନୀ

13-Apr-2024



(ଡୋଲେଶ୍ଵର ବାଗ )
ନୂଆପଡ଼ା ଜିଲ୍ଲା ଖଡିଆଳ ନିର୍ବାଚନ ମଣ୍ଡଳୀ ବିଜେପି ଦଳୀୟ ପ୍ରାର୍ଥୀ ହିତେଶ କୁମାର ବଗର୍ତ୍ତି ଙ୍କ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିବା ବେଳେ ମହିଳା ମାନେ ସ୍ବାଗତ ଜଣାଇଥିଲି। ନିର୍ବାଚନ ପାଖେଇ ଆସିଥିବା ବେଳେ ମାରାଥନ ପ୍ରଚାର ଜୋର ଧରିଛି। କର୍ମୀ ମାନେ ଉତ୍ସାହିତ ହୋଇ ଦଳୀୟ ଚିହ୍ନ ଏବଂ ଦଳୀୟ ପ୍ରାର୍ଥୀଙ୍କୁ ବିଜୟୀ ନେଇ ଲୋକଙ୍କୁ ବୁଝାଇଛନ୍ତି। ଖାଡ଼ିଆଳ ନିର୍ବାଚନ ମଣ୍ଡଳୀ ସିନାପାଲି ବ୍ଲକ ଅନ୍ତର୍ଗତ ଘଣ୍ଟିଗୁଡ଼ା ଗ୍ରାମପଞ୍ଚାୟତ ବାବା ମଠ ନିକଟସ୍ଥ ବିଜେପି ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭା ରେ ଦଳୀୟ ପ୍ରାର୍ଥୀ ହିତେଶ କୁମାର ବଗର୍ତ୍ତି, କେନ୍ଦ୍ର ସରକାରଙ୍କ ଜନ କଲ୍ୟାଣ ଯୋଜନା ନେଇ ଲୋକଙ୍କ ପାଖକୁ ଯାଉଥିବା ବେଳେ ଉଭୟ ରାଜ୍ୟ ଏବଂ କେନ୍ଦ୍ର ରେ ବିଜେପି ସରକାର ଗଠନ କରିବ ବୋଲି ମତବ୍ୟକ୍ତ କରିଛନ୍ତି। ଏହି ସଭା ରେ ଜିଲ୍ଲା ସଭାପତି ସୁବ୍ରତ ଠାକୁର, ମାର୍କଣ୍ଡ ଗହିର, ପୁସ୍ତମ୍ ମଶ୍ରା, ଅମିତ ଜେନ, ରିଖିରାଜ ନାଏକ, ନୀଳାମ୍ବର କଶ୍ୟପ,ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ପ୍ରିୟ ରଂଜନ ମେହେର, ପ୍ରମୁଖ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like