-+91-9937148622 |

prerana_bgr@rediffmail.com |

  Tuesday 6th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ    (05-Oct-2026)       ||      ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   (05-Oct-2026)       ||      ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   (05-Oct-2026)       ||      ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ    (05-Oct-2026)       ||      କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||     

HOME   ଜିଲ୍ଲା

କଣ୍ଟାମାଳ ରାମଚରିତ ମାନସ, ପାରାୟଣ ଓ ପ୍ରବଚନ ଉଦଯାପିତ ପ୍ରଭୁ ଶ୍ରରାମଙ୍କ ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ ଓ ରାଜ୍ୟାଭିଷେକ

13-Apr-2024



କଣ୍ଟାମାଳ (ଜୟ କୁମାର ମହାରଣା )
କଣ୍ଟାମାଳ ଶ୍ରୀରାମ ଚରିତ ମାନସ ପlରାୟଣ ଭକ୍ତ ବୃନ୍ଦ ଙ୍କ ଆନୁକୂଲ୍ୟରେ କଣ୍ଟାମାଳ ବ୍ଲକଛକ ସ୍ଥିତ ଶ୍ରୀରାମ ମନ୍ଦିର ଠାରେ ନଅ ଦିନ ବ୍ୟାପି ଚାଲିଥିବା ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନକାର୍ଯ୍ୟକ୍ରମ ସମଗ୍ର କଣ୍ଟାମାଳରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି କରି ଶନିବାର ରାତିରେ ଭକ୍ତ ଓ ଶ୍ରଦ୍ଧାଳୁ ଙ୍କ ହୃଦୟରେ ଶ୍ରୀରାମପ୍ରେମ ଜାଗ୍ରତ କରି ଉଦଯାପିତ ହୋଇଯାଇଛି   l  ଶେଷ ଦିବସରେ  ପ୍ରଭୁ ଶ୍ରୀରାମ ଙ୍କ  ରାବଣ ବଦ୍ଧ ଓ ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ ଏବଂ ରାଜ୍ୟାଭିଷେକ ର ଅମୃତମୟ କଥା ଶ୍ରବଣ କରିବାପାଇଁ ବହୁ ସଂଖ୍ୟାରେ ରାମ ପିପାସୁ ଭକ୍ତ ତଥା ସଜ୍ଜନ ମଣ୍ଡଳୀ ଯୋଗଦେଇଥିଲେ   l  ସକାଳେ ସୁବର୍ଣ୍ଣପୁର ଜିଲ୍ଲା ତେଲେଣ୍ଡା ଗ୍ରାମର ପlରାୟଣ ବ୍ୟାସ ଶ୍ରୀ ଗୋବର୍ଦ୍ଧନ ମିଶ୍ର ଓ ସନ୍ଧ୍ୟାରେ ଘଟିକିଆ ଭୁବନେଶ୍ୱର ରୁ ଆଗତ ଶ୍ରୀରାମ କଥା ବାଚକ ଶ୍ରୀଯୁକ୍ତ ବୈଦ୍ୟନାଥ ଦାଶ ପ୍ରବଚନ ବ୍ୟାସ ଭାବେ ଯୋଗଦେଇ ପ୍ରଭୁ ଶ୍ରୀରାମ ଙ୍କ ବନବାସ ଠାରୁ ଆରମ୍ଭ କରି ପର୍ଯ୍ୟାୟକ୍ରମେ ବଣରେ ରାବଣ ଦ୍ୱାରା ସୀତା ଚୋରି, କୈବଟ ପ୍ରସଙ୍ଗ,ଅହଲ୍ୟା ଉଦ୍ଧାର, ଶବରୀ ଅଇଁଠା କୋଳି, ବାଳି ସୁଗ୍ରୀବ ଯୁଦ୍ଧ, ହନୁମାନଙ୍କ ଲଙ୍କା ଗମନ ଓ ମାତା ସୀତା ଠାବ,ଶୁମ୍ଭ, ନିଶୁମ୍ଭ, କୁମ୍ଭକର୍ଣ୍ଣ ବଦ୍ଧ ସହ ରାବଣ ବଦ୍ଧ ପରେ ପ୍ରଭୁ ଶ୍ରୀରାମ ଙ୍କ ଅଯୋଧ୍ୟା ପ୍ରତ୍ୟାବର୍ତ୍ତନ ଓ ରାଜ୍ୟାଭିଷେକ  ସମ୍ପର୍କରେ ଦୀର୍ଘ ନଅ ଦିନ ବ୍ୟାପି ବିସ୍ତୃତ ଭାବେ ବର୍ଣ୍ଣନା କରି ଶ୍ରୋତା ମାନଙ୍କୁ ଶୁଣାଇଥିଲେ   l   ସେହିପରି ପ୍ରତି ସନ୍ଧ୍ୟାରେ ଘଟିକିଆ ଭୁବନେଶ୍ୱର ରୁ ଆଗତ ଶ୍ରୀରାମ କଥା ବାଚକ ଶ୍ରୀଯୁକ୍ତ ବୈଦ୍ୟନାଥ ଦାଶ ପ୍ରବଚନ ବ୍ୟାସ ଭାବେ ଯୋଗଦେଇ ପ୍ରଭୁ ଶ୍ରୀରାମ ଙ୍କ ଅମୃତମୟ କଥା ଶ୍ରୋତା ମାନଙ୍କୁ ଖୁବ ସୁନ୍ଦର ଭାବେ ବର୍ଣନା କରି ବୁଝାଇଥିଲେ  l କଣ୍ଟାମାଳ ବ୍ଲକଛକ ଶ୍ରୀରାମ ଚରିତ ମାନସ ଆୟୋଜନ କମିଟି ସଭାପତି ସନ୍ତୋଷ କୁମାର ବିଶି, ସମ୍ପାଦକ ଦାମୋଦର ସ୍ୱାଇଁ,ସନତ କୁମାର ମିଶ୍ର,ନୀଳାଞ୍ଚଳ ଗୁରୁ, ରବୀନ୍ଦ୍ର କୁମାର ମହାପାତ୍ର,ହରିବନ୍ଧୁ ପୁରୋହିତ,ରାଜ କିଶୋର ମିଶ୍ର,ମନୋଜ କୁମାର ରାଜହଂସ, ଜୟ କୁମାର ମହାରଣା,ପୂର୍ଣ୍ଣ ଚରଣ ସାହୁ,ଗୌରାଙ୍ଗ ବଗର୍ତ୍ତୀ, ଅପର୍ତ୍ତି ପ୍ରଧାନ,ପ୍ରଦୀପ ପ୍ରଧାନ ସମେତ ବହୁ ସଂଖ୍ୟାରେ ମହିଳା ଭକ୍ତ ଯୋଗଦେଇଥିଲେ   l


News Comment




Photo in News

Advertisment
Lastest News
  ଜିଲ୍ଲା  
ଉପଖଣ୍ଡ ସ୍ତରୀୟ କରାଟେ ଚାମ୍ପିଅନସିପ୍‌ ଅନୁଷ୍ଠିତ - ଟିଟିଲାଗଡ଼ ଚାମ୍ପିଅନ ଏବଂ କଳାହାଣ୍ଡି ହେଲା ରନର୍ସ-ଅପ   05-Oct-2026
  ରାଜ୍ୟ  
ଗ୍ରାମସଭାରେ କିଶୋର-କିଶୋରୀଙ୍କ ଦାବିପତ୍ର ଉପସ୍ଥାପନ♦️ ସ୍ୱାସ୍ଥ୍ୟ, ପୋଷଣ, ଶିକ୍ଷା ଓ ଶିଶୁ ସୁରକ୍ଷାକୁ ଜିପିଡିପି ରେ ସାମିଲ କରିବାକୁ ଦାବି   05-Oct-2026
  ରାଜ୍ୟ  
ଜିଲ୍ଲାସ୍ତରୀୟ ସେବା ଜ୍ୟୋତି ଯାତ୍ରାକୁ ସଫଳ କରିବା ପାଇଁ ପ୍ରସ୍ତୁତି ବୈଠକ   05-Oct-2026
  ରାଜ୍ୟ  
ଅନ୍ତର୍ଜାତୀୟ ଗୁରୁ ଦିବସ ପାଳିତ   05-Oct-2026
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026

You Might Also Like