-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   (22-Jun-2026)       ||      *ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   (22-Jun-2026)       ||      .*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||     

HOME   ଜିଲ୍ଲା

ସ୍କୁଲ ପାଚେରୀ ଓ ଗେଟ କାମକୁ ନେଇ ବିଡ଼ିଓ ଙ୍କ ଦ୍ୱାରସ୍ତ ହେଲେ ସ୍କୁଲ କମିଟି ସଭାପତି, ଲୋଇସିଂହା ବନବିଭାଗ ଦ୍ୱାରା ସିଜ କରାଗଲା କଟା ଯାଇଥିବା ମୂଲ୍ୟବାନ ବୃକ୍ଷ

13-Apr-2024



ଲୋଇସିଂହା, (ବିନୋଦ କୁମାର ଦୀପ) ଲୋଇସିଂହା ବ୍ଲକ ଅନ୍ତର୍ଗତ କେଉଁଟିପାଲୀ ଆଦିବାସୀ ହରିଜନ ଉଚ୍ଚ ବିଦ୍ୟାଳୟ ର ପାଚେରୀ ଓ ଗେଟ ନିର୍ମାଣ କୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ କନ୍ଦଳ ଦେଖିବାକୁ ମିଳିଛି l ସୂଚନା ରୁ ପ୍ରକାଶ ଯେ ଉକ୍ତ 5 ଟି ବିଦ୍ୟାଳୟ ର ପାଚେରୀ ଓ ଗେଟ ନିର୍ମାଣ ପାଇଁ ପଶ୍ଚିମ ଓଡିଶା ବିକାଶ ପରିଷଦ ପକ୍ଷରୁ 10 ଲକ୍ଷ ଟଙ୍କା ଅନୁଦାନ ମଞ୍ଜୁରୀ ହୋଇଛି l ଏଣୁ ଏହିକାମ ସ୍କୁଲ ପରିଚାଳନା କମିଟି କରିବା ପାଇଁ ବିଡ଼ିଓ ଙ୍କ ଦ୍ୱାରସ୍ତ ହୋଇଛନ୍ତି କମିଟି ର ସଭାପତି ଶ୍ରୀ ବହାଦୁର ନନ୍ଦ l ଯଦି ଏହି କାମ ସ୍କୁଲ କମିଟି ଦ୍ୱାରା ହେବ ତାହେଲେ ଉନ୍ନତ ମାନର ହେବବୋଲି ସଭାପତି ଶ୍ରୀ ନନ୍ଦ ପ୍ରକାଶ କରିଛନ୍ତି l ହେଲେ ଅନୁଦାନ ଆସିଲା ପରେ ସ୍କୁଲ କର୍ତ୍ତୃପକ୍ଷ ଓ ସ୍କୁଲ ପରିଚାଳନା କମିଟି ର ଅଜାଣତରେ ଜୈନେକ ବ୍ୟକ୍ତି ପାଚେରୀ ନିର୍ମାଣ ପାଇଁ ନିହ ଖୋଲିଛନ୍ତି ଓ ଏହି ସମୟରେ କେତେ ଗୁଡ଼ାଏ ମୂଲ୍ୟବାନ ଗଛ କଟି ଯାଇଛି l ଅଭିଯୋଗ ପାଇବା ପରେ ଲୋଇସିଂହା ବିଡ଼ିଓ ଅକ୍ଷୟ ପାଣି ଉଡୁ ବିଭାଗୀୟ ଯନ୍ତ୍ରୀ ଙ୍କୁ କାମ ସ୍ଥଗିତ ରଖିବା ନିର୍ଦେଶ ଦେଇଛନ୍ତି l ଗଛ କଟା ଯିବାର ଖବରପାଇ ଲୋଇସିଂହା ବନାଞ୍ଚଳ ଅଧିକାରୀ ଶ୍ରୀ ପାଉଲ ହରପାଲ ଙ୍କ ନିର୍ଦେଶକ୍ରମେ ଗଛ ଗୁଡିକୁ ସିଜ କରାଯିବା ସହ ଏହା ଉପରେ ତଦନ୍ତ ଜାରି ରଖିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟରେ ସାହିତ୍ୟିକ ଦୟାନିଧି ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକ ରେ ଛଡା ଦରରେ ସାର ବିକ୍ରି ଘଟଣାକୁ କେନ୍ଦ୍ର କରି ତଦନ୍ତ ଆରମ୍ବ କଲା କୃଷି ବିଭାଗ*   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା ପଂଚାୟତ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ   22-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ପାଟୁଆପାଲି ପଂଚାୟତ ରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ   22-Jun-2026
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026

You Might Also Like