-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   (05-Oct-2026)       ||      ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   (05-Oct-2026)       ||      *ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   (05-Oct-2026)       ||      ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||     

HOME   ଜିଲ୍ଲା

ଭୂର୍ଟିଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଚାଉଳ ହଡ଼ପ ଅଭିଯୋଗ , ଥାନାର ଦ୍ଵାରସ୍ତ ହେଲେ ଗ୍ରାମ ବାସି

14-Apr-2024



ଲାଞ୍ଜିଗଡ (ଅଜିତ ମାଝୀ ) ସରକାର ଛାତ୍ର ଛାତ୍ରୀ ମାନଙ୍କ  ମଧ୍ୟାହ୍ନ ଭୋଜନ ପାଇଁ ପ୍ରତ୍ୟେକ ସ୍କୁଲରେ ବ୍ୟବସ୍ଥା କରିଛନ୍ତ ହେଲେ ଏଠି ବାଡ଼ ଯଦି ଫସଲ ଖାଏ ତାହାହେଲେ କହିବା କାହାକୁ l ଏଠି ଖୁଦ୍ ସ୍କୁଲ ପ୍ରଧାନ ଶିକ୍ଷକଙ୍କ ବିନି ଭୋଗଦରେ ଚାଲିଛି ମଧ୍ୟାହ୍ନ ଭୋଜନ ଚାଉଳ ହେରଫେର  l ଏହି ଭଲି ଚହଳ ପଡିଛି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ ଭୁର୍ଟିଗଡ଼ ପଞ୍ଚାୟତ ସ୍ଥିତ ଭୁର୍ଟି ଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟରେ l ପ୍ରଧାନ ଶିକ୍ଷକ ବାରମ୍ବାର ଏହି ଭଲି ଚାଉଳ ହେରଫେର କୁ ନେଇ ଗ୍ରାମ ବାସି ଅନେକ ଥର ଶିକ୍ଷକଙ୍କୁ ଦେଖିଥିଲେ ଓ ସନ୍ଦେହ ପ୍ରକଟ କରି ଚାତକ ପକ୍ଷୀ ଭଲି ଅନେଇ ରହିଥିଲେ ଓ ନିଜଗାଡ଼ିରେ ଚାଉଳ ଲୋଡ଼ କରୁଥିବା ଦେଖି ପିଛାକରୀଥିଲେ ଶିକ୍ଷକଙ୍କୁ l ଶିକ୍ଷକ ନିଜ ଘରକୁ ନେଇ ଚାଉଳ ଓଲ୍ଲାଇବା ଦେଖି ଗ୍ରାମ ବାସି ଶିକ୍ଷକଙ୍କୁ ପଚାରିବାରୁ ଶିକ୍ଷକ ସନ୍ତୋଷ ଜନକ ଉତ୍ତର ଦେଇନଥିବା ଯୋଗୁଁ  ଶିକ୍ଷକ ଚାଉଳ ବିକ୍ରି କରଛନ୍ତି ବୋଲି ଅଭିଯୋଗ ଆଣିଥିଲେ l ସୂଚନା ଅନୁସାରେ ଆଗରୁ ମଧ୍ୟ୍ୟ ୧୦ବସ୍ତା ଚାଉଳ ପୁଣି ପରବର୍ତ୍ତୀ ସମୟରେ ସ୍କୁଲରୁ ୮ ବସ୍ତା ଚାଉଳ ନେଉଥିଲେ ବୋଲି ସ୍କୁଲ କମିଟି କହୁ ଥିବା ବେଳେ କିଛି ରାଜନେତା ଓ ମୁଷ୍ଟିମୟ ବ୍ୟକ୍ତି ହେରଫେର ଘଟଣାକୁ ଚାପି ଦେବା ଉଦ୍ୟମ କରୁଥିବା ନେଇ  ନର୍ଲା ଥାନାର ଦ୍ୱାରସ୍ତ ହୋଇଛନ୍ତି ଅବିଭାବକ ଓ ଗ୍ରାମବାସୀ l

ଗ୍ରାମ ବାସୀଙ୍କ ଅଭିଯୋଗ ଆଧାରରେ ନର୍ଲା ପୋଲିସ ପକ୍ଷରୁ  ଆଇପି ଆକ୍ଟ ୧୮୬୦/୩୭୯/୩୪ ସେକସନ ଅଧାରରେ ଏକ ମାମଲା ରୁଜୁ କରି ତଦନ୍ତ କରୁଥିବା ନର୍ଲା ପୋଲିସ ପକ୍ଷରୁ ସୂଚନା ମିଳିଛି l ସେପଟେ ପାଚିକା ମାନେ ମଧ୍ୟ ସ୍କୁଲରେ ରୋଷେଇ କରୁଥିବା ସମୟରେ ଆଖିଆଗରେ ବସ୍ତା ବସ୍ତା ଚାଉଳ ନେଉଥିବା ଦେଖି ପଚାରିବାରୁ ତାଙ୍କୁ ମଧ୍ୟ ସନ୍ତୋଷଜନକ ଉତ୍ତର ନ'ଦେଇ ତମେ ଜାଣିଲେ କଣ କରିବ ମୋ କାମ ମୁଁ କରୁଛି. ଏମିତି ଏଆଡ଼ୁ ସେଆଡ଼ୁ କଥା କହି ଚାଉଳ ନେଉଥିଲେ ବୋଲି ଗଣମାଧ୍ୟମ ସମ୍ମୁଖରେ ପ୍ରକାଶ କରିଛନ୍ତି ପାଚିକା ଓ ତାଙ୍କ ସହଯୋଗୀ l ତେବେ ନର୍ଲା ପୋଲିସ ତଦନ୍ତ କଲାପରେ ଘଟଣା କେଉଁ ମୋଡ଼ ନେଉଛି ତାହା ଦେଖିବାକୁ ବାକି ରହିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
କୁମ୍ଭାରୀରେ ମା’ କରମସାନି ପୂଜା ମହୋତ୍ସବ ଧୂମଧାମରେ ପାଳିତ,   05-Oct-2026
  ଜିଲ୍ଲା  
ସୋନପୁର ବ୍ଲକରେ ଯୁଗ୍ମ ଅଭିଯୋଗ ଶୁଣାଣି: ୫୯ଟି ଦରଖାସ୍ତ ଗ୍ରହଣ   05-Oct-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଯୋଗ ଦେଲେ ନୂତନ ଜିଲ୍ଲାପାଳ*- *ମୌଳିକ ସମସ୍ୟା ର ସମାଧାନ ପାଇଁ ଦେଲେ ଦୃଢ଼ ପ୍ରତିଶୁତି*   05-Oct-2026
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026

You Might Also Like