-+91-9937148622 |

prerana_bgr@rediffmail.com |

  Monday 22nd June 2026 |

| | | |

R.N.I. Regd No. ODIODI/2010/46693

Breaking News

.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   (22-Jun-2026)       ||      ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   (22-Jun-2026)       ||      ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   (22-Jun-2026)       ||      *ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   (21-Jun-2026)       ||      ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   (21-Jun-2026)       ||      ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ    (21-Jun-2026)       ||      ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   (21-Jun-2026)       ||      ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   (21-Jun-2026)       ||      ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ    (21-Jun-2026)       ||      ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ    (21-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ ହୋଇଥିଲା   (21-Jun-2026)       ||      ଗଣ୍ତାବାହାଲିଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      *ସୁବର୍ଣ୍ଣପୁର ଠାରେ ବିଶ୍ଵ ଯୋଗ ଦିବସ ପାଳନ*- *ମଣିଷ ର ପ୍ରକୃତ ବନ୍ଧୁ ହେଉଛି ଶରୀର*- *ମୁଖ୍ୟ ଅତିଥି*-   (21-Jun-2026)       ||      ଦହ୍ୟା ଜୀବନ ବିକାଶ ଡିଗ୍ରୀ କଲେଜ ରେ ବିଶ୍ୱ ଯୋଗ ଦିବସ ପାଳନ -   (21-Jun-2026)       ||      ପ୍ରଶାସନ ର ଦୃଷ୍ଟି ପଡ଼ୁ   (21-Jun-2026)       ||      ପୁରୁଣାପାଣି ଶୀତଳ ଷଷ୍ଠୀ ଜଳନ୍ଧର ଦରବାର ଉଦ୍‌ଯାପିତ♦️ ଉତ୍ସବ ମାଧ୍ୟମରେ ଶାନ୍ତି, ମୈତ୍ରୀ ଓ ପ୍ରଗତି ର ବାର୍ତ୍ତାର ହେବ ପ୍ରସାର- ନରସିଂହ   (21-Jun-2026)       ||      ପାଳସାହି ରେ ଅlନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (21-Jun-2026)       ||      ସତ୍ୟ ସାଇ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ♦️୩୭ ୟୁନିଟ ରକ୍ତ ସଂଗୃହୀତ    (21-Jun-2026)       ||     

HOME   ଜିଲ୍ଲା

ତରଭା ବ୍ଲକ ର ବିଭିନ୍ନ ଗାଁ ରେ ପରିବାର ସମ୍ପର୍କ ଅଭିଯାନ ରେ ସାମିଲ୍ ହେଲେ ନିରଞ୍ଜନ ପୂଜାରୀ

14-Apr-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
ତରଭା ଶିବତୁଲା ପଂଚାୟତ  ଆଡକଣ୍ଟା ଗାଁ ଓ ତରଭା ଅଞ୍ଚଳ ର ବିଭିନ୍ନ ଗାଁ ନlମଯଜ୍ଞ କାର୍ଯ୍ୟକ୍ରମ ରେ ଯୋଗ ଦେଇ ପ୍ରଭୂ କୃପା ଲାଭ କଲେ ବିଜେଡ଼ିର ବିଧାୟକ ପ୍ରାର୍ଥୀ ଶ୍ରୀ ନିରଞ୍ଜନ ପୂଜାରୀ l ଆଡକଣ୍ଟା ଠାରେ ଭାଗବତ ମନ୍ଦୀର ପ୍ରତିଷ୍ଠା ଉତ୍ସବ , ଲକ୍ଷ୍ମୀମୁଣ୍ଡା ୨୪ ପ୍ରହରୀ ନାମ ଯଜ୍ଞ, ନକଟିକନା ମହିମା ଯଜ୍ଞ, ସୂର୍ୟlର୍ମୁଣ୍ଡା  ୧୬ ପ୍ରହରୀ ନlମଯଜ୍ଞ  କାର୍ଯ୍ୟକ୍ରମ ରେ ଯୋଗ ଦେଈ  ସାଧାରଣ ଜନତା ଙ୍କ ସହିତ ଏ ଅଞ୍ଚଳ ବିକାଶ ଉପରେ ଆଲୋଚନା କରିଥିଲେ l ଓ ଗାଁ ମାନଙ୍କ ଙ୍କ ର ବିଭନ୍ନ ସମସ୍ୟା ଉପରେ ଆଲୋଚନା କରି ଏହାର ତୁରନ୍ତ ସମାଧାନ ଲାଗି ଦୃଢ଼ ପ୍ରତିଶୁତି ଦେଇଥିଲେ l ପରେ ପରେ ତରଭା ବ୍ଲକ ର ଏକ ସ୍ଵତନ୍ତ୍ର ବୈଠକ ରେ ପ୍ରତି ପଞ୍ଚାୟତ ର ପର୍ଯ୍ୟବେକ୍ଷକ ଓ ସକ୍ରିୟ ସଭ୍ୟ ଙ୍କୁ ସମ୍ବୋଧିତ କରି  ରାଜ୍ୟ ସରକାରଙ୍କ ସମସ୍ତ ଯୋଜନା ର ବିକାଶ କଥା ପ୍ରତି ଘରେ ଘରେ ପହଁଚାଇବl କୁ , ପରିବାର ସଂପର୍କ ଓ ଘରେ ଘରେ ଶଙ୍ଖ ଅଭିଯାନ ପହଞ୍ଚାଇବାକୁ କର୍ମୀ ଙ୍କୁ ଶ୍ରୀ ପୂଜାରୀ ଆହ୍ଵାନ କରିଥିଲେ l  ବିଜୁ ଜନତା ଦଳ ର ଜିଲ୍ଲା ସଭାପତି ସରୋଜ କମ୍ପ,  ବିଜେଡି ନେତା ଶତ୍ରୁଘ୍ନ ପୃଷ୍ଟି, ସୁଭାଷ ସେଠି   ସମେତ ବହୂ ନେତା କର୍ମୀ ଙ୍କ ସହିତ ପରିବାର ସମ୍ପର୍କ ଅଭିଯାନ ରେ ସାମିଲ ଥିଲେ l ଏବଂ ପ୍ରତି ପଞ୍ଚାୟତ ରେ ବିଜୁ ଜନତା ଦଳ କୁ ବିପୁଳ ବିଜୟ କରାଇ ରାଜ୍ୟ ସରକାର ନବୀନ ପଟ୍ଟନାୟକ ଙ୍କୁ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଆସନ ରେ ବସାଇ ସାରା ଭାରତ ବର୍ଷ ରେ ରେକର୍ଡ ସୃଷ୍ଟି କରିବା ପାଇଁ ସମସ୍ତ ଙ୍କୁ ଶ୍ରୀ ପୂଜାରୀ ବିନମ୍ର ନିବେଦନ କରିଛନ୍ତି l ମାନଭଞ୍ଜନ ମିଶ୍ର ସଭା ସଂଯୋଜନl  କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
.*ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ସହାରଞ୍ଚଳ ଆୟୁଷ୍ମାନ ସ୍ୱାସ୍ଥ୍ୟ ଓ ଆରୋଗ୍ୟ ମନ୍ଦିର ସୁବର୍ଣ୍ଣପୁର ଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ* -   22-Jun-2026
  ଜିଲ୍ଲା  
ବରପାଲି ଥାନା ଅଞ୍ଚଳରେ ମହିଳାଙ୍କ ମୃତଦେହ ଉଦ୍ଧାର , ତଦନ୍ତ ଜାରି   22-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ପରିସରରେ 12ତମ ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ   22-Jun-2026
  ଜିଲ୍ଲା  
*ଭୀମ ଭୋଇ ସମାଧି ପୀଠ ରେ ବିଶ୍ୱ ଯୋଗ ଦିବସ ପାଳନ*   21-Jun-2026
  ଜିଲ୍ଲା  
ଶହୀଦ ଶ୍ରୂତି ବିଶ୍ୱାଳଙ୍କ ୧୬୮ତମ ବଳିଦାନ ଦିବସ ପାଳନ ଶହୀଦ ପୀଠର ମାନ୍ୟତା ପାଇଁ ସ୍ମୃତି କମିଟିର ଦାବୀ   21-Jun-2026
  ଜିଲ୍ଲା  
ଧନୁପାଲି ଗୋପାଳ ଜୀ ମନ୍ଦିର ରଥଯାତ୍ରା ମନ୍ଦିର ଟ୍ରଷ୍ଟ ଆନୁକୂଲ୍ୟରେ କମିଟି ଗଠିତ ହୋଇଯାଛି। ରଥଯାତ୍ରା କମିଟି ଗଠିତ   21-Jun-2026
  ଜିଲ୍ଲା  
ଦିବ୍ୟ ଜ୍ୟୋତି ଜାଗୃତି ଯୋଗ ସଂଗଠନ ପକ୍ଷରୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଗୁରୁଗ୍ରାମରେ ମହା ସମାରୋହରେ ରଜ ମହୋତ୍ସବ ଆୟୋଜନ   21-Jun-2026
  ଜିଲ୍ଲା  
ବରାହ ସାମଲଙ୍କର ୮୦ତମ ଜନ୍ମଜୟନ୍ତୀ ପାଳନ   21-Jun-2026
  ଜିଲ୍ଲା  
ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ଅଟଗାଁ ପରିସରରେ 12ତମ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   21-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ ରେ 12 ତମ ବିଶ୍ୱ ଯୋଗ ଦିବସ ମହା ସମରୋହରେ ପାଳିତ   21-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ରେ ଜନ କଲ୍ୟାଣ ଶିବିର ଅନୁଷ୍ଠିତ   21-Jun-2026

You Might Also Like