-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ଜିଲ୍ଲା

ତରଭା ମେଣ୍ଡା ରେ ସଂଘଠିତ ଚୋରି ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ସହ ଚୋରି ସାମଗ୍ରୀ ଉଦ୍ଧାର

14-Apr-2024



- ସୋନପୁର( ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଜିଲ୍ଲା ତରଭା ଥାନା ଅନ୍ତର୍ଗତ ମେଣ୍ଡା ଗ୍ରାମରେ ହୋଇଥିବା ଏକ ବଡ ଧରଣର ଚୋରି ଘଟଣାର ପର୍ଦ୍ଦାଫାସ କରିଛି ତରଭା ପୋଲିସ ଓ ଚୋର ମାନଙ୍କୁ ଧରିବା ରେ ଚୋରି ସାମଗ୍ରୀ ଉଦ୍ଧାର କରିବା ରେ ସଫଳ ହୋଇଛି l ଏ ସମ୍ବନ୍ଧରେ ତରଭା ଥାନାରେ ଗତ କାଲି ସନ୍ଧ୍ୟା ରେ  ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀରେ ସୋନପୁର ଏସଡିପିଓ ପ୍ରତାପ ଚନ୍ଦ୍ର ତ୍ରିପାଠୀ ସମସ୍ତ ସୂଚନା ଦେଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ଚଳିତ ମାସ ୫ ତାରିଖ ମୋନାଲିସା କର ମେଣ୍ଡା ଥାନାରେ ଅଭିଯୋଗ କରିଥିଲେ ଯେ ତାଙ୍କ ବାପାଙ୍କ ଚିକିତ୍ସା ପାଇଁ ସେ ଓ ତାଙ୍କ ପରିବାର ଗତ ବର୍ଷ ଅକ୍ଟୋବର ମାସ ରୁ ଭୁବନେଶ୍ୱରରେ ରହିଥିବାରୁ ଏହି ସମୟରେ ତାଙ୍କ ମେଣ୍ଡା ସ୍ଥିତ ଘରଟି ସମ୍ପୂର୍ଣ୍ଣ ବନ୍ଦ ରହିଥିଲା। ଏହାର ସୁଯୋଗ ନେଇ ଦୁର୍ବୃତ୍ତ ମାନେ ତାଙ୍କ ଘରର ସମସ୍ତ ସୁନା, ରୂପା ଅଳଙ୍କାର, ପିତ୍ତଳ ସାମଗ୍ରୀ ତଥା ବିଭିନ୍ନ ସାମଗ୍ରୀ ଚୋରି ନେଇଯାଇଛନ୍ତି। ଚଳିତ ମାସ ୪ ତାରିଖ ଘରକୁ ଫେରିବା ପରେ ସେ ଘରର ବିଭିନ୍ନ ସାମଗ୍ରୀ ନ ପାଇ ତରଭା ପୋଲିସ କୁ ଖବର ଦେଇଥିଲେ। ଏହି ଅଭିଯୋଗକୁ ଭିତ୍ତି କରି ପୋଲିସ କେଶ ନମ୍ବର ୧୩୧ରେ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ସୋନପୁର ଏସପି ୟସପ୍ରତାପ ଶ୍ରୀମାଲଙ୍କ ନିର୍ଦ୍ଦେଶରେ ଏସଡ଼ିପିଓ ପ୍ରତାପଚନ୍ଦ୍ର ତ୍ରିପାଠୀ,ଇନ୍ସପେକ୍ଟର ରମେଶ ମାହାଣା,ତରଭା ଆଇଆଇସି ଅନିତା କିଡୋ,ମେଣ୍ଡା ଫାଣ୍ଡି ଅଧିକାରୀ ରବୀନ୍ଦ୍ର ସାହୁଙ୍କୁ ନେଇ ଗଠିତ ଟିମ ତଦନ୍ତ ଆରମ୍ଭ କରି ୭ ତାରିଖ ଏହି ଘଟଣାରେ ପ୍ରଥମେ ମେଣ୍ଡା ଗ୍ରାମର ଦୁଇ ଭାଇ ଅଶୋକ ଫାରିକର (୪୯) ଓ ଶଙ୍କର ଲାଲ ଫାରିକର (୫୨) ଙ୍କୁ ଗିରଫ କରି ପୋଲିସ କୋର୍ଟ ଚାଲାଣ କରିଥିଲା। ଏହି ଘଟଣାରେ ଶନିବାର ଆଉ ଦୁଇଜଣ ଅଭିଯୁକ୍ତ ବରୁଣ ପଧାନ (୨୬) ଓ ସୋନୁ ମେହେର (୨୯) ଙ୍କୁ ପୋଲିସ ଗିରଫ କରିଛି। ଏହା ସହ ସାଗରପାଲି ଗ୍ରାମର ଯୋଗେଶ ସାଥୁଆ(୩୦), ମେଣ୍ଡା ଗ୍ରାମର ବଶିଷ୍ଠ ମେହେର(୫୦), ରଞ୍ଜିତ ଦାସ(୪୩), ଭୋଲା ଫରିକର(୫୫) ଙ୍କୁ ଚୋରି ସାମଗ୍ରୀ ରଖିଥିବା ଓ କିଣିଥିବା ଅଭିଯୋଗରେ ଗିରଫ କରିଛି। ଶନିବାର ସମସ୍ତ ୬ ଜଣ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏହା ସହ ଚୋରି ହୋଇଥିବା ପ୍ରାୟ ୫ ଭରି ସୁନା ଅଳଙ୍କାର, ରୂପା ଅଳଙ୍କାର, ଅନେକ ପିତ୍ତଳ ସାମଗ୍ରୀ ସହ ୩୭ ହଜାର ଟଙ୍କା ପୋଲିସ୍ ଉଦ୍ଧାର କରିଛି l ଏକ ପୁରୁଣା ଚୋରି ଘଟଣାର ପର୍ଦ୍ଦାଫାସ ସହ ଚୋର ମାନେ ଧରା ପଡ଼ିଥିବାରୁ ଅଞ୍ଚଳବାସୀ ଆଶ୍ୱସ୍ତି ଲାଭ କରିଛନ୍ତି।ଏହି ଅବସରରେ ଗତ ଜାନୁୟାରୀ ମାସରେ ପୁଆ-ଦେଉଳପଦର ପୋଲରୁ ମିଳିଥିବା ଅଜଣା ମହିଳାଙ୍କ ଶବ ବିଷୟରେ ସାମ୍ବାଦିକ ମାନେ ଏସଡିପିଓଙ୍କୁ ପଚାରିବାରୁ ବର୍ତ୍ତମାନ ସୁଦ୍ଧା ହତ୍ୟାର ଶିକାର ହୋଇଥିବା ମହିଳାଙ୍କ ପରିଚୟ ମିଳିନାହିଁ ବୋଲି କହିଥିଲେ।ହେଲେ ପୋଲିସ ଏହି କେଶ କୁ ବନ୍ଦ କରିନାହିଁ ତଦନ୍ତ ଚାଲିଛି ମହିଳାଙ୍କ ପରିଚୟ ଓ ହତ୍ୟାକାରୀ ଧରା ପଡିବେ ବୋଲି କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like