-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   (05-Oct-2026)       ||      ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   (05-Oct-2026)       ||      ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ    (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   (05-Oct-2026)       ||      ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ    (05-Oct-2026)       ||      ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ    (05-Oct-2026)       ||      ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||     

HOME   ଜିଲ୍ଲା

ବାବାସାହେବ ଆମ୍ବେଦକରଙ୍କ ୧୩୩ତମ ଜୟନ୍ତୀ ଉପଲକ୍ଷେ ବିଶାଳଶୋଭାଯାତ୍ରା

14-Apr-2024



ବାଲାଙ୍ଗୀର(ପ୍ରେରଣା ଖବର ): ବଲାଙ୍ଗୀର ଜିଲ୍ଲା ଦଳିତସମାଜ ପକ୍ଷରୁ ଆଜି ବାବାସାହେବ ଭୀମରାଓ ଆମ୍ବେଦକରଙ୍କ ୧୩୩ତମ ଜୟନ୍ତି ପାଳିତ ହୋଇଯାଇଛି । ଏଥିପାଇଁ ବଲାଙ୍ଗୀର ସହରରେ ଏକ ବିଶାଳ ରାଲି ଅନୁଷ୍ଠିତ ହୋଇଯାଇଛି । ଜୟ ଭୀମ ନାରାରେ ବଲାଙ୍ଗୀର ସହର ଉଛୁଳି ପଡିଛି । ସକାଳ ୧୧ଟାରୁ ସ୍ଥାନୀୟ କୋସଳ କଳାମଣ୍ଡଳ ପଡିଆଠାରେୁ ଏହି ଶୋଭାଯାତ୍ରା ବାହାରି ପିପିଏକାଡେମୀଛକ,ବିକ୍ରମଛକ,ଦୈନିକବଜାର,ସମଲେଶ୍ୱରୀମନ୍ଦିରଛକ ,ପାଟଣାଛକରୁ ମୁଖ୍ୟବଜାର ରାସ୍ତାଦେଇ କଚେରୀଛକରେ ପହଞ୍ଚିଥିଲା । କଚେରୀଛକରେ ଥିବା ବାବା ସାହେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଦଳିତସମାଜର ସଭାପତି ବିଜୟ ବାରିକ,ଦଳିତନେତା ଦ୍ରୋଣ କୁମ୍ଭାର,କୁନା ବାଗ,ଶମ୍ଭୁ ନାଗ,ଅଜୟ ନାଗ,ଯୁବଯାଦବ ନେତା ସନ୍ଦୀପ

ବାଗ,ଆଦିବାସୀନେତା ମୀନକେତନ ମାଝୀ,ସଦରବ୍ଲକର ପୂର୍ବତନ ଅଧ୍ୟକ୍ଷା ଲଳିତା ଦୀପ,କଂଗ୍ରେସର ଯୁବନେତା ମହମ୍ମଦ ଆକବର ଖାନ ପ୍ରମୁଖଙ୍କ ନେତୃତ୍ୱରେ ହଜାର ସଂଖ୍ୟାରେ ପୁରୁଷ/ମହିଳା ଏହି ଶୋଭାଯାତ୍ରାରେ ସାମିଲ ହୋଇଥିଲେ । ବାବାସାହେବଙ୍କ ଜୟନ୍ତି ଉପଲକ୍ଷେ ଆଜି ରାଜନେତାମାନେ ମଧ୍ୟ ଶୁଭେଚ୍ଛା ଜଣାଇ ହୋଡିଂଗୁଡିକ ଲଗାଇଥିବା ଦେଖାଯାଇଥିଲା । ବିଜେଡିର ବିଧାୟକପ୍ରାର୍ଥି ତଥା ରାଜ୍ୟ ହାଉସିଂବୋର୍ଡର ଅଧ୍ୟକ୍ଷ କଳିକେଶନାରାୟଣ ସିଂଦେଓ ଓ କଂଗ୍ରେସର ବିଧାୟକ ପ୍ରାର୍ଥି ସମରେନ୍ଦ୍ର ମିଶ୍ର ତାଙ୍କ ସମର୍ଥକଙ୍କ ସହିତ ଆସି ଶୋଭାଯାତ୍ରାରେ ସାମିଲ ହେବା ସହିତ କଚେରୀଛକଠାରେ ବାବାସାହେବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଜେପିର ସେବା ସଂକଳ୍ପ ଅଭିଯାନ ,ଜାରିଂ ରେ ବିଜେପି ପକ୍ଷରୁ ରକ୍ତଦାନ ଓ ବୃକ୍ଷରୋପଣ   05-Oct-2026
  ଜିଲ୍ଲା  
ବିଜେପୁର ନିର୍ବାଚନମଣ୍ଡଳୀର ଚାଷୀଙ୍କ ପାଇଁ ଖୁସିର ଖବର ଓଏଲଆଇସି ପକ୍ଷରୁ ୩୨ଟି ଉଠା ଜଳସେଚନ ପ୍ରକଳ୍ପକୁ ମଞ୍ଜୁରୀ   05-Oct-2026
  ଜିଲ୍ଲା  
ଆଗଲପୁର ଥାନା ରେ ନୂତନ ଥାନାଧିକାରୀ ଙ୍କ ଯୋଗଦାନ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ଜିଲ୍ଲା  
ସାଙ୍ଘାତିକ ଦୁର୍ନୀତି ଆୟବହିର୍ଭୂତ ସମ୍ପତ୍ତି ଅଭିଯୋଗରେ R&B ବିଭାଗର ଏଇଇଙ୍କ ୧୦ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ   05-Oct-2026
  ରାଜ୍ୟ  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଇଣ୍ଡୋ-ନେପାଳ ଓପନ୍ ଇଣ୍ଟରନ୍ୟାସନାଲ କରାଟେ ଚାମ୍ପିୟନଶିପ୍‌ରେ ଟିଟିଲାଗଡ ଓମ ଭ୍ୟାଲି ସ୍କୁଲର ଅଥର୍ବ ପଟ୍ଟନାୟକଙ୍କ ଚମତ୍କାର ସଫଳତା   05-Oct-2026
  ଜିଲ୍ଲା  
ଜାତୀୟସ୍ତରୀୟ ପଞ୍ଚାୟତ ରତ୍ନ–୨୦୨୬ ସମ୍ମାନରେ ସମ୍ମାନିତ ହେଲେ ସିହିନୀ ସରପଞ୍ଚ ବୀରବର ସାହୁ   05-Oct-2026
  ଜିଲ୍ଲା  
ଗୁଡ଼ିଆ ସମାଜର ପୁସ୍ତକ ଉନ୍ମୋଚିତ   05-Oct-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026

You Might Also Like