-+91-9937148622 |

prerana_bgr@rediffmail.com |

  Wednesday 17th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (17-Jun-2026)       ||      ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   (17-Jun-2026)       ||      ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   (17-Jun-2026)       ||      ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   (17-Jun-2026)       ||      *ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (17-Jun-2026)       ||      *ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   (17-Jun-2026)       ||      *କେରଣ୍ଡି ଗାଁରେ କାଳବୈଶାଖୀ ତାଣ୍ଡବ.... ଉପଡିଲା ଗଛ ଭାଙ୍ଗିଲା ଘର ଗୁଡିକର ଛପର*   (17-Jun-2026)       ||      ମହାରାଣା ପ୍ରତାପ: ବୀରତ୍ୱ ,ସ୍ୱାଭିମାନ ଏବଂ ଦେଶପ୍ରେମର ଏକ ଅମର ପ୍ରତୀକ।ତ୍ୟାଗ, ସାହସ ଏବଂ ସ୍ୱାଧୀନତାର ଏକ ଅନନ୍ୟା ଗାଥା। (ମହାରାଣା ପ୍ରତାପ ଙ୍କ ଜୟନ୍ତୀ ଅବସରରେ) -ସ୍ଵାମୀ ବିଜୟାନନ୍ଦଜୀ।   (17-Jun-2026)       ||      ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   (17-Jun-2026)       ||      ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   (17-Jun-2026)       ||      କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍    (17-Jun-2026)       ||      +୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   (17-Jun-2026)       ||      ଦୀର୍ଘଦିନ ଧରି ୱାଟକୋ ପାଣି ପାଇପ୍ ଫାଟି କଟକ-ପାରାଦୀପ ରାସ୍ତା ଭାସୁଛି।ମାସେହେଲାଣି ଅଭିଯୋଗ ।ପଚାରିଲେ କୁହନ୍ତି କେଉଁଠି ପାଣି ବାହାରୁଛି ଆମେ ଜାଣିପାରୁନୁ।   (17-Jun-2026)       ||      ବକଟି ପଂଚାୟତ ରେ ପଂଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (16-Jun-2026)       ||      ଶିଶୁ ଶ୍ରମିକ ନିରାକରଣ ସଚେତନତା ପଦଯାତ୍ରା ଅନୁଷ୍ଠିତ   (16-Jun-2026)       ||      ବରପାଲି ଶିବବିବାହତ୍ସବରେ କନ୍ୟା ଆନ୍ବେଷଣ ପର୍ବ ପତର ପେଣ୍ଡୀ ସମାପନ   (16-Jun-2026)       ||      *ଆନ୍ତର୍ଜାତୀୟ ଶିଶୁ ଶ୍ରମ ନିରୋଧ ଦିବସ ଅବସରରେ ସଚେତନତା ରଥ ଉଦଘାଟିତ*   (16-Jun-2026)       ||      ଜାତୀୟ ସ୍ତରରେ ନିଷ୍ପା ପରିବାର ସମ୍ବର୍ଦ୍ଧିତ, ରକ୍ତ ସଞ୍ଚାର ସେବା ଯୋଗୁଁ ଅହମଦାବାଦ ରେ ସମ୍ବର୍ଦ୍ଧିତ    (16-Jun-2026)       ||      ଶୀତଳଷଷ୍ଠୀ ଯାତ୍ରା ପାଇଁ କୋଷାଗାର ରୁ ବାହାରିଲେ ୧୦୮ ତୋଳା ର ସୁନା ନାଗ ମୁର୍ତ୍ତୀ   (16-Jun-2026)       ||      ଏସ୍.ଏନ.କ୍ଲାସେସ ର ବର୍ଣ୍ଣାଢ଼୍ୟ ଉତ୍ସବ ପାଳିତ    (16-Jun-2026)       ||     

HOME   ଜିଲ୍ଲା

ସ୍ବଚ୍ଛ ଭାରତ ସଙ୍ଗଠନ ପକ୍ଷରୁ ପଣା ସରବତ ବଣ୍ଟନ କାର୍ଯ୍ୟକ୍ରମ

14-Apr-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ ) ପବିତ୍ର ମହା ବିଷୁବ ପଣା ସଂକ୍ରାନ୍ତି ଅବସର ରେ ସ୍ବଚ୍ଛ ଭାରତ ସଙ୍ଗଠନ ସୋନପୁର ମନମୁଣ୍ଡl ପକ୍ଷରୁ ସ୍ଥାନୀୟ ପ୍ରଭାସ ଲଜ ସମ୍ଭୁଖ ରେ ସହର ର ଜନ ସାଧାରଣ ଙ୍କୁ ବେଲ ପଣା ଦହି ପଣା ସରବତ ବଣ୍ଟନ କରଯାଇଥିଲା l ଉପ ସଭାନେତ୍ରୀ ଇନ୍ଦୁ ମତି ପୁରୋହିତ, ମନୋରଞ୍ଜନ ତ୍ରୀପାଠୀ, ପ୍ରମୋଦ କୁମାର ସାହୁ, ରବୀନ୍ଦ୍ର ଜେନା, ମନୋଜ ପଣ୍ଡା ଙ୍କ ସଂଯୋଜନl ରେ ଅନୁଷ୍ଟିତ ଏହି କାର୍ଯ୍ୟକ୍ରମ ରେ ଜୟନ୍ତ ବେହେରା, ତ୍ରିଲୋଚନ ତରିଆ, ପ୍ରଫୁଲ୍ଲ ନାଏକ, ସଂଗୀତl ନାଏକ,  କଳା କାହୁଁ ଦାଶ, ପ୍ରଦୀପ ପୁରୋହିତ ପ୍ରମୁଖ ସମସ୍ତ ସ୍ବେଚ୍ଛାସେବୀ ପଣା ବଣ୍ଟନ କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l ସ୍ଵଚ୍ଛ ଭାରତ ର ପ୍ରତିଷ୍ଠାତା ସଭ୍ୟ ପଦ୍ମା ବତୀ ମେହେର, ଓ ସୋନପୁର ବାଳିକା ହାଇସ୍କୁଲ ର ଅବସପ୍ରାପ୍ତ ପ୍ରଧାନ ଶିକ୍ଷୟତ୍ରୀ ମିନତୀ ବହିଦାର ଙ୍କ ସମେତ ସଙ୍ଗଠନ ର ସମସ୍ତ ସଭ୍ୟ ଆର୍ଥିକ ସହାୟତା କରିଥିଲେ l ଥଣ୍ଡା ଓ ସୁ ସ୍ଵlଦୁ ପଣା ପିଇବାକୁ ହଜାର ସଂଖ୍ୟାରେ ଲୋକେ ଭିଡ ଜମାଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   17-Jun-2026
  ଜିଲ୍ଲା  
ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   17-Jun-2026
  ଜିଲ୍ଲା  
ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   17-Jun-2026
  ଜିଲ୍ଲା  
ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   17-Jun-2026
  ଜିଲ୍ଲା  
*ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   17-Jun-2026
  ଜିଲ୍ଲା  
*ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   17-Jun-2026
  ଜିଲ୍ଲା  
*କେରଣ୍ଡି ଗାଁରେ କାଳବୈଶାଖୀ ତାଣ୍ଡବ.... ଉପଡିଲା ଗଛ ଭାଙ୍ଗିଲା ଘର ଗୁଡିକର ଛପର*   17-Jun-2026
  ରାଜ୍ୟ  
ମହାରାଣା ପ୍ରତାପ: ବୀରତ୍ୱ ,ସ୍ୱାଭିମାନ ଏବଂ ଦେଶପ୍ରେମର ଏକ ଅମର ପ୍ରତୀକ।ତ୍ୟାଗ, ସାହସ ଏବଂ ସ୍ୱାଧୀନତାର ଏକ ଅନନ୍ୟା ଗାଥା। (ମହାରାଣା ପ୍ରତାପ ଙ୍କ ଜୟନ୍ତୀ ଅବସରରେ) -ସ୍ଵାମୀ ବିଜୟାନନ୍ଦଜୀ।   17-Jun-2026
  ଜିଲ୍ଲା  
ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   17-Jun-2026
  ଜିଲ୍ଲା  
ବରପାଲି ପ୍ରସିଦ୍ଧ ୧୪୯ ତମ ଶୀତଲ ଷଷ୍ଠୀ ଯାତ୍ରା ଉପଲକ୍ଷେ ପୋଲିସ ତରଫରୁ ଫ୍ଲାଗମାର୍ଚ   17-Jun-2026
  ଜିଲ୍ଲା  
କେନ୍ଦ୍ର ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବଲାଙ୍ଗୀର ର ଝିଅ କଳ୍ପନା ଙ୍କୁ ଜୁନିୟର ଫେଲୋସିପ୍   17-Jun-2026
  ଜିଲ୍ଲା  
+୨ପରୀକ୍ଷାରେ ୫ଠଠରୁ ଅଧିକ ନମ୍ବର ରଖିଥିବା ଛାତ୍ରଛାତ୍ରୀ ମାନଙ୍କୁ ସମ୍ବର୍ଦ୍ଧିତ କଲା  ଡିଏନ୍‌ଏ ହାୟର ସେକେଣ୍ଡେରୀ ସ୍କୁଲ   17-Jun-2026

You Might Also Like