-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   (05-Oct-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   (05-Oct-2026)       ||      ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||     

HOME   ଜିଲ୍ଲା

କାଉଡୋଲା ଠାରେ ବାବାସାହେବଆମ୍ବେଦକର ଙ୍କ ୧୩୩ ତମ ଜନ୍ମଜୟନ୍ତୀ ପାଳିତ

15-Apr-2024



କଳାହାଣ୍ଡ,କୋକସରା 
(ତ୍ରିନାଥ ବେଶ୍ରା ) କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଲା ଗ୍ରାମ ଠାରେ ବ୍ଳକ ସ୍ତରୀୟ ଡଃ ବାବାସାହେବ ଆମ୍ବେଦକର ଙ୍କ ୧୩୩ ତମ ଜନ୍ମଜୟନ୍ତୀ ରବିବାର ବହୁ ଆଡମ୍ବର ସହକାରେ ଧୂମଧାମରେ ପାଲିତ ହୋଇଯାଇଛି । ବରିଷ୍ଠ ସମାଜସେବୀ ତଥା ଅବସରପ୍ରାପ୍ତ ଶିକ୍ଷକ ଶ୍ରୀଯୁକ୍ତ ବାଲେଶ୍ୱର ବେଶ୍ରାଙ୍କ ସଭାପତିତ୍ବ ରେ  ଆୟୋଜିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ବରିଷ୍ଠ ସମାଜସେବୀ ଶ୍ରୀଯୁକ୍ତ ଧବଳେଶ୍ୱର ନାଗ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଥିଲେ । ପ୍ରଥମେ ବାବାସାହେବ ଡଃ ଆମ୍ବେଦକରଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଏବଂ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ । ଶ୍ରୀଯୁକ୍ତ ନାଗ ଆମ୍ବେଦକରଙ୍କ ଜୀବନି ଓ ତାଙ୍କ ନିତି ଆଦର୍ଶ କୁ ଅନୁପ୍ରାଣିତ କରି ଚାଲିବା ପାଇଁ ପ୍ରାଞ୍ଜଳ ଭାବରେ ବୁଝାଇଥିଲେ । ଏଥିରେ ସମ୍ମାନିତ ଅତିଥି ଭାବେ ଆଇନଜୀବୀ ଉଗ୍ରସେନ ବାଗ,ପଞ୍ଚାନନ ବେଶ୍ରା,
ରସିକରାଜ ଦୁର୍ଗା, ଜୟରାମ ମହାନନ୍ଦ, ପୁରୁଷୋତ୍ତମ ମହାନନ୍ଦ,
ଚିନିଲାଲ ବାଗ, ଗୋକୁଳ ଚନ୍ଦ୍ର ଖମାରୀ, ଡମ୍ବରୁଧର ଦୁର୍ଗା, ହୃଷିକେଶ ବେଶ୍ରା, ଗଜେନ୍ଦ୍ର ବେଶ୍ରା,କାମଦେବ ବେଶ୍ରା,ବିରଞ୍ଚି ଖମାରୀ, ଜଗନ୍ନାଥ ବେଶ୍ରା,ମନୋଜ ଦୁର୍ଗା,
ଗିରିଜା ଭୂଷଣ କବି, ପ୍ରମୁଖ ଯୋଗଦେଇ ଆମ୍ବେଦକରଙ୍କ ଜୀବନି ବିଷୟରେ ନିଜ ନିଜ ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମ କୁ ଯୁବ ସମାଜ ସେବୀ ତଥା ଗଣମାଧ୍ୟମ ପ୍ରତିନିଧି ବଂଶୀଧର ବେଶ୍ରା ପରିଚାଳନା କରିଥିବାବେଳେ, ଏହି କାର୍ଯ୍ୟକ୍ରମ ରେ ଚକ୍ରଧର ବେଶ୍ରା, ତ୍ରିନାଥ ବେଶ୍ରା, ତ୍ରିଲୋକ୍ୟ ବେଶ୍ରା, ବିନୋଦ ବେଶ୍ରା, ଭିକାରୀ ଚରଣ ବେଶ୍ରା, ମଳୟ ବେଶ୍ରା ,ରାଜ ବେଶ୍ରା, ସଂଜିତ ବେଶ୍ରା, କୁଳମଣି ବେଶ୍ରା, ମନୋଜ ବେଶ୍ରା,ଜଗିନ୍ଦ୍ର ବେଶ୍ରା, ଶୁଶାନ୍ତ ବେଶ୍ରା, ଙ୍କ ସମେତ  ଅନେକ ଆମ୍ବେଦକର ପ୍ରେମୀ ଉପସ୍ଥିତ ରହି କାର୍ଯ୍ୟକ୍ରମ କୁ ପୁର୍ଣ୍ଣ ସହଯୋଗ କରିଥିଲେ । ଗଣମାଧ୍ୟମ ପ୍ରତିନିଧି ଶ୍ରୀଯୁକ୍ତ ତ୍ରିନାଥ ବେଶ୍ରା ଧନ୍ୟବାଦ ପୁର୍ବକ ସଭାସାଙ୍ଗ କରିଥିଲେ । କାର୍ଯ୍ୟକ୍ରମ ରେ ଶତାଧିକ ଆମ୍ବେଦକର ପ୍ରେମୀ ସାମିଲ ହୋଇଥିବା ଦେଖିବାକୁ ମିଳିଥିଲା । କୋକସରା ବ୍ଳକ ର
ସଦର ମହକୁମା, ଲଡୁଗାଁ, ବଡପୋଡାଗୁଡା, କନ୍ଦା ବୁଟୁରା , ଭଳି ବହୁ ସ୍ଥାନ ମାନଙ୍କରେ ବାବା ସାହେବଙ୍କ ଏହି ଜନ୍ମଜୟନ୍ତୀ ପାଳିତ ହୋଇଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରଗଡ଼ ଜିଲ୍ଲା ଲେଖିକା ପରିଷଦ ପକ୍ଷରୁ ଗଙ୍ଗାଧର ଜୟନ୍ତୀ ଓ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ♦️ବରିଷ୍ଠ ସାମ୍ବାଦିକଙ୍କୁ ସମ୍ମାନିତ   05-Oct-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସମସ୍ୟା ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଆଲୋଚନା   05-Oct-2026
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026

You Might Also Like