-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ପ୍ରଭାକର ରଥ ଜନ୍ମ ଶତ ବାର୍ଷିକ ସମିତିର ବୈଠକ- ପ୍ରଭାକର ରଥ ସ୍ମୃତି ସମ୍ମାନ ପାଇବେ ପ୍ରଦୀପ ପଶାୟତ

24-Dec-2020



ବଲାଙ୍ଗିର,- ଆଜି ସନ୍ଧ୍ୟାରେ ଟିକ୍ରାପଡା ଶ୍ରୀ ଜଗନ୍ନାଥ ମନ୍ଦିରରେ ହୃଷିକେଶ ପୁରୋହିତ ପୁରୋହିତଙ୍କ ସଭାପତିତ୍ୱରେ ପ୍ରଭାକର ରଥ ସ୍ମୃତି ସମିତିର ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ଚଳିତ ବର୍ଷ ସେବା ସମର୍ପିତ କାର୍ଯ୍ୟ ପାଇଁ ସ୍ୱେଚ୍ଛାସେବୀ ପ୍ରଦୀପ ପଶାୟତଙ୍କୁ ମର୍ଯ୍ୟାଦା ପ୍ରଭାକର ରଥ ସ୍ମୃତି ସେବା ସମ୍ମାନ ଦେବା ପାଇଁ ସ୍ଥିର ହୋଇଥିଲା । କରୋନା ପାଇଁ ସ୍ମୃତି ସମିତିର ସମସ୍ତ କାର୍ଯ୍ୟ ହୋଇ ପାରି ନ ଥିଲା । ଏଣୁ କାର୍ଯ୍ୟର କାର୍ଯ୍ୟକାଳ ତାରିଖ ୧.୧.୨୦୨୧ ପରିବର୍ତ୍ତେ ୧.୧.୨୦୨୨ କୁ ବୃଦ୍ଧି କରିବା ପାଇଁ ସ୍ଥିର କରାଯାଇଥିଲା । ଏହି ବୈଠକରେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ଜୟରାମ ମିଶ୍ର, ରତ୍ନମୟ ତ୍ରିପାଠୀ, କପିଳ ପତି, ବଳିଷ୍ଠ ପଧାନ, ମଧୁ ସାହୁ, ଧୃବ ଚରଣ ସାହୁ, ଚୁଡେନ୍ଦ୍ର କୁମାର ବେହେରା, ପ୍ରଦୀପ ପଶାୟତ, ଅରୁଣ ଖୁଆସ, ଦୁର୍ଗା ଚରଣ ସାହୁ ଓ ମଦନ ମୋହନ ରଥ ଉପସ୍ଥିତ ଥିଲେ । ଶେଷରେ ସୁନାଧର ବନଛୋର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like