-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଉଲିଗୁଞ୍ଜେର ଠାରୁ ନର୍ଲା କୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ ନିମ୍ନମାନର ଅଭିଯୋଗ,

15-Apr-2024



ଲାଞ୍ଜିଗଡ (ଅଜିତ ମାଝି )
 କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକ କମର୍ଦ୍ଧା ଗ୍ରାମ ପଂଚାୟତ ଉଲିଗୁଞ୍ଜେର ଠାରୁ ନର୍ଲା କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା କାମ ନିମ୍ନମାନର ହୋଇଥିବା ନେଇ ସ୍ଥାନୀୟ ଲୋକ ଅଭିଯୋଗ ଆଣିଛନ୍ତି,ଏହି କାର୍ଯ୍ୟରେ ସୂଚନା ଫଳକ ନଥିବାରୁ ଗଣମାଧ୍ୟମ ପ୍ରତିନିଧି ମାନେ କାର୍ଯ୍ୟ ତଦାରଖ କରୁଥିବା ମୁନଷି କୁ ପଚାରିବାରୁ ଡେଢ଼ କୋଟି ବୋଲି କହୁଥିବା ବେଳେ ମୁଖ୍ୟ ଠିକାଦାର କହୁଛନ୍ତି ଏକ କୋଟି, ଏ ଠାରେ ତାଳମେଳ ହେଉନଥିବାରୁ ଗ୍ରାମ ବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି,ସ୍ଥାନୀୟ ଲୋକ ଅଭିଯୋଗ ଉଠାଇଲେ ମଧ୍ୟ ଠିକାଦାର କର୍ଣ୍ଣପାତ କରୁନାହାନ୍ତି, ପିଚୁ କାମରେ ମଧ୍ୟ ଏଷ୍ଟିମେଣ୍ଟ ଅନୁସାରେ କାମ ହେଉନଥିବାରୁ ଉଲିଗୁଞ୍ଜେର ଗ୍ରାମ ବାସୀ କାମ ବନ୍ଦ କରିବା ପାଇଁ କହିଲେ ଗ୍ରାମ ବାସୀଙ୍କୁ ନାଳୀ ଆଖି ଦେଖଉଥିବା ଅଭିଯୋଗ ହେଉଛି,ପିଚୁ ରାସ୍ତା କାମରେ ମେଟାଲ କମ ଦେଇ ପଥର ଗୁଣ୍ଡ ବେଶୀ ଦିଆଯାଉଥିବା ଗ୍ରାମ ବାସୀ ପ୍ରକାଶ କରିଛନ୍ତି,ଅନ୍ୟ ପକ୍ଷେ ନିମ୍ନ ମାନର ରାସ୍ତା କୁ ନେଇ ଠିକା ସଂସ୍ଥା ମାଲିକ ନାଳୀ ଆଖି ଦେଖାଉ ଜୋର ଜବରଦସ୍ତ ପିଚୁ କାମ କରୁଥିବା ଅଂଚଳ ବାସୀ କହିଛନ୍ତି, ଏହି ରାସ୍ତା ଟି ଗ୍ରାମାଞ୍ଚଳ ଥିବାରୁ ପ୍ରଶାସନ ର ନଜର ନ ଥିବା ବିଭାଗୀୟ ଅଧିକାରୀ ମାନେ ମଧ୍ୟ ନିୟମିତ ତଦନ୍ତ କରି ଆସୁନଥିବା  ଶୁଣିବାକୁ ମିଳୁଛି, ଫଳରେ ଠିକା ସଂସ୍ଥା ନିଜ ମନ ମୁତାବକ କର୍ଯ୍ୟ କରୁଛି,ଜିଲ୍ଲା ପ୍ରଶାସନ ତଥା ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷ ଏ ଦିଗରେ ତୁରନ୍ତ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ଉଲିଗୁଞ୍ଜେର ଗ୍ରାମ ବାସୀ ଦାବି କରିଛନ୍ତି,


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like