-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ଦଳିତ ବିକାଶ ମଞ୍ଚ, ବଲାଙ୍ଗୀର ଦ୍ୱାରା ଆମ୍ବେଦକର ଜୟନ୍ତୀ ପାଳିତ

15-Apr-2024



ବଲାଙ୍ଗୀର, (ପ୍ରେରଣା ଖବର) ବିଶ୍ୱ ରତ୍ନ ବୋଧି ସତ୍ତ୍ୱ ବାବାସାହେବ ଆମ୍ବେଦକର ଙ୍କ 133ତମ ଜୟନ୍ତୀ ସ୍ଥାନୀୟ ଯାଦବ ଭବନ ରେ ମହାସମାରୋହରେ ପାଳିତ ହୋଇଯାଇଛି l ଅନୁଷ୍ଠାନର ସଭାପତି ଧୀମାନ ନାଟରାଜ ନାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବିଶିଷ୍ଟ ଆମ୍ବେଦକରବାଦୀ ଧୀମାନ ଘନଶ୍ୟାମ ମହାନନ୍ଦ, ଗୋପବନ୍ଧୁ ଜଗଦଳା, ଲୋକନାଥ ସୁନା (କ ), ଦଣ୍ଡୁଆ କୁମ୍ଭାର ପ୍ରମୁଖ ମଂଚାସୀନ ଥିଲେ. ମାନସିକତା ଓ ପ୍ରକୃତିର ପରିବର୍ତ୍ତନ ବିନା ସମାଜରେ ସମାନତା ଆସିବ ନାହିଁ ବୋଲି ଯୁବବକ୍ତା ଅଧ୍ୟାପକ ପ୍ରିୟବ୍ରତ ନାଗ ମତ ପୋଷଣ କରିଥିଲେ. କୁନି ବକ୍ତା ଅରବିନ୍ ମୋଜେସ ତାଣ୍ଡି ଇଂରାଜୀରେ ବକ୍ତବ୍ୟ ଦେଇ ସମସ୍ତଙ୍କୁ ବିମୋହିତ କରିଥିଲେ.ସମ୍ପାଦକ ଧୀମାନ ଭୁବନ ନାଗ ଅନୁଷ୍ଠାନର ପ୍ରଗତି ଉପରେ ଆଲୋକପାତ କରି ଅତୀତରେ ଅନୁଷ୍ଠାନ ତରଫରୁ ଆୟୋଜିତ ବୃକ୍ଷ ରୋପଣ ଓ ଆମ୍ବେଦକର ଭବନ ନିର୍ମାଣ ପାଇଁ ହୋଇଥିବା ଭିତ୍ତି ସ୍ଥାପନ ଉପରେ ବିବରଣୀ ଉପସ୍ଥାପନା କରିଥିଲେ.ସୁଶ୍ରୀ ପ୍ରିୟାଂଶି ମହାନନ୍ଦ ସ୍ୱାଗତ ଗୀତ ଗାଇଥିଲେ. ଦ୍ଵିତୀୟ ପର୍ଯ୍ୟାୟରେ ଅନୁଷ୍ଠିତ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମରେ ସନ୍ତୋଷିନୀ ବାରିକ, ପ୍ରିୟଙ୍କା, ସୋନାଲି, ତ୍ରିଶା ଗୀତ ନୃତ୍ୟ ପରିବେଷଣ କରିଥିଲେ l ବରିଷ୍ଠ ସଭ୍ୟ ଲୋକନାଥ ସୁନା (ଖ )ସ୍ୱାଗତ କରିଥିବା ବେଳେ ବୀରେନ୍ଦ୍ର ରାଏ ଧନ୍ୟବାଦ ଦେଇଥିଲେ l ସମଗ୍ର କାର୍ଯ୍ୟକ୍ରମଟିକୁ କବି ନେପାଲ ବାଗ ସଂଯୋଜନା କରିଥିବା ବେଳେ ଧୀମାନ ଯୁଗଲାଲ ଜଗଦଳା ମଞ୍ଚ ପରିଚାଳନାରେ ସହଯୋଗ କରିଥିଲେ l ଏ ଅବସରରେ ଧି. ମହେନ୍ଦ୍ର ନାଗ, ରଘୁନାଥ ବାଗ, ଲଳିତ ମୋହନ ଦୀପ ଓ ରାମଚନ୍ଦ୍ର ଦୀପ ଅନୁଷ୍ଠାନର କାର୍ଯ୍ୟଧାରା ରେ ମୁଗ୍ଧ ହୋଇ ସଦସ୍ୟତା ଗ୍ରହଣ କରିଥିଲେ l ଅନ୍ୟ ମାନଙ୍କ ମଧ୍ୟରେ ବରିଷ୍ଠ ସଭ୍ୟ ବିପିନ ନନ୍ଦ, ମୁରଲୀ ଧର ସୁନା, ଡାକ୍ତର ଶରତ କୁମାର ନାଗ,ଭୀମସେନ ବାଗ, ବୃନ୍ଦାବନ ନାଗ, କଳିଙ୍ଗ ସୁନା, ନୀଳକଣ୍ଠ ସୁନା, ମହେନ୍ଦ୍ର ଜାଲ, ରୁପାଲୀ ମହାନନ୍ଦ, ରୁକ୍ମିଣୀ ବାଗ, ତଥା ଅନୁଷ୍ଠାନର ସମସ୍ତେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like