-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ରାଜ୍ୟ

ତୃତୀୟ ଜିଲ୍ଲା ସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ

15-Apr-2024



ବଲାଙ୍ଗୀର, ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘ ତରଫରୁ ସ୍ଥାନୀୟ ପି.ପି. ଏକାଡେମୀ ହାଇସ୍କୁଲ ଅଡିଟରିୟମ ହଲରେ ଜିଲ୍ଲାସ୍ତରୀୟ ଟାଇକଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ବଲାଙ୍ଗିର ଜିଲ୍ଲା ଟାଇକଣ୍ଡୋ ସଂଘର ସାଧାରଣ ସଂପାଦକ ତଥା କୋଚ ଅସୀମ କୁମାର ଭୋଇଙ୍କ ନେତୃତ୍ୱରେ ଅନୁଷ୍ଠିତ ଏହି ପ୍ରତିଯୋଗିତାରେ ମୁଖ୍ୟ ଅତିଥି ରୂପେ ସିଆରପିଏଫ୍ ୧୮୯ ବେଟାଲିୟାନ କମାଣ୍ଡେଣ୍ଟ ପ୍ରଶାନ୍ତ ସାହୁ, ସମ୍ମାନୀୟ ଅତିଥି କେନ୍ଦ୍ରୀୟ ବିଦ୍ୟାଳୟ ଅଧ୍ୟକ୍ଷ ଗଣେଶ ପ୍ରଧାନ, ଓଡିଶା ଟାଇକଣ୍ଡୋ ସଂଘର ସାଧାରଣ ସଂପାଦକ ମନମୋହନ ଭଞ୍ଜ ଯୋଗଦାନ ଦେଇ କୃତି ଛାତ୍ର ଛାତ୍ରୀମାନଙ୍କୁ ପୁରସ୍କୃତ କରିଥିଲେ । ଟାଇକଣ୍ଡୋ ଖେଳକୁ ପୋଲିସ ବିଭାଗ ରେ ଅଧିକ ପ୍ରାଧାନ୍ୟ

ଦିଆଯାଇଥାଏ ବୋଲି ମୁଖ୍ୟ ଅତିଥି କହିଥିବା ବେଳେ ଝିଅମାନଙ୍କ ପାଇଁ ଆତ୍ମରକ୍ଷା କୌଶଳ ତଥା ଟାଇକଣ୍ଡୋ ଅତ୍ୟନ୍ତ ଜରୁରୀ ବୋଲିି ସମ୍ମାନୀୟ ଅତିଥି କହିଥିଲେ ।  ଟାଇକଣ୍ଡୋ ଏକ ଅଲମ୍ପିକ କ୍ରୀଡା ଯଦ୍ୱାରା ସମସ୍ତେ ଏଥିରେ ନିଜର ଭବିଷ୍ୟତ ମଧ୍ୟ ଗଠନ କରିପାରିବେ ବୋଲି ଓଟିଏ ସମ୍ପାଦକ କହିଛନ୍ତି । ଏହି ଟାଇକଣ୍ଡୋ ସଂଘ ପାଇଁ ଜିଲ୍ଲା ପ୍ରଶାସନ ଯଦି ଏକ ଇନଡୋର ହଲ କିମ୍ବା ସରକାରୀ ଜମି ର ବ୍ୟବସ୍ଥା କଲେ ଆଗାମୀ ଦିନରେ ଏହି ଅଂଚଳର ଛାତ୍ର ଛାତ୍ରୀମାନେ ଏହି ଖେଳରେ ଅଲମ୍ପିକ ଯିବା ପାଇଁ ମଧ୍ୟ ସ୍ୱପ୍ନ ଦେଖିପାରିବେ ବୋଲି କୋଚ ଅସୀମ ଭୋଇ ତାଙ୍କ ବକ୍ତବ୍ୟ ପ୍ରକାଶ କରିଛନ୍ତି । ଏଥିରେ ବଲାଙ୍ଗିର ଜିଲ୍ଲାର ବିଭିନ୍ନ କୋଣରୁ ଶତାଧିକ ଛାତ୍ର ଛାତ୍ରୀ ଭାଗ ନେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like