-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ରାଜନୀତି

ହନୁମାନ ଜୟନ୍ତିରେ ରାଜନେତାଙ୍କ ପଣା ରାଜନୀତି

15-Apr-2024



ବାଲାଙ୍ଗୀର(ପ୍ରେରଣା ଖବର):  ବଲାଙ୍ଗୀର ସହରରେ ଚଳିତବର୍ଷ ହନୁମାନ ଜୟନ୍ତି,ଓଡିଆ ନବବର୍ଷ ତଥା ପଣାସଂକ୍ରାନ୍ତିକୁ ଧୂମଧାମରେ ପାଳନ କରାଯାଇଛି । ପ୍ରାୟ ପ୍ରତ୍ୟେକଛକରେ ସ୍ଥାନୀୟ ଯୁବକମାନେ ତଥା ବଜାରକମିଟ ପକ୍ଷରୁ ପଣାବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ହନୁମାନ ମନ୍ଦିର,ରାମମନ୍ଦିର ଓ ଅନ୍ୟାନ୍ୟ ପୀଠରେ ଚାଲିଥିବା ବାସନ୍ତିକ ଦୁର୍ଗାପୂଜା କମିଟି ପକ୍ଷରୁ ପଣାବଣ୍ଟନ କରାଯାଇଥିଲା । କିନ୍ତୁ ଚଳିତଥର ପଣା ସଂକ୍ରାନ୍ତି ଟିକେ ନିଆରା ଥିଲା । ରାଜନେତାମାନେ ବିଭିନ୍ନ ସ୍ଥାନରେ ତାଙ୍କର ପ୍ରାୟୋଜିତ ପଣାବଣ୍ଟନ କାର୍ଯ୍ୟକ୍ରମ କରାଇଥିବା ଦେଖାଯାଇଥିଲା । କଂଗ୍ରେସଦଳ ପକ୍ଷରୁ ପକ୍କାବଲାଙ୍ଗୀରିଆ ବେନର ଲଗାଇ ପାଣା ବଣ୍ଟନ କରାଯାଉଥିଲା । ସେହିପରି ବିଜେଡି ସମର୍ଥତ ଗୋଷ୍ଠୀ ମଧ୍ୟ ସ୍ଥାନେ ସ୍ଥାନେ ପଣା ବଣ୍ଟନ କରାଉଥିଲେ । ବିଜେଡି ପ୍ରାର୍ଥି କଳିକେଶ ନାରାୟଣ ସିଂଦେଓ,ବିଜେଡି ସାଂସଦ ପ୍ରାର୍ଥି ସୁରେନ୍ଦ୍ର ସିଂଭୋଇ,ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ ପଡାପଡା ବୁଲି ଲୋକଙ୍କ ସହିତ ମିଶି ପଣା ପିଇଥିଲେ । ଠିକ ସେହିପରି କଂଗ୍ରେସର ବିଧାୟକ ପ୍ରାର୍ଥି ସମରେନ୍ଦ୍ର ମିଶ୍ର ମଧ୍ୟ ତାଙ୍କ ସମର୍ଥକଙ୍କ ସହିତ ମିଶି ସହରରେ ବୁଲି ବୁଲି ତାଙ୍କର ପଣାବଣ୍ଟନ ଦେଖିବା ସହିତ ଲୋକଙ୍କ ସହିତ ମିଶି ପଣା ପିଉଥିଲେ । ନିର୍ବାଚନ ପାଇଁ ରାଜନେତାଙ୍କ ପଣା ରାଜନୀତିକୁ ନେଇ ଯୋର ଚର୍ଚ୍ଚା ଚାଲିଛି । ସ୍ଥାନୀୟ ରୁଗୁଡିପଡା ମାଛବଜାରର ସେରସୁଆଁଗୁଡି କମିଟି ତରଫରୁ ଆୟୋଜିତ ପଣାବଣ୍ଟନ କାର୍ଯ୍ୟକ୍ରମରେ କଂଗ୍ରେସର ସମରେନ୍ଦ୍ର ମିଶ୍ର, ବିଜେଡିର ବିଧାୟକ ପ୍ରାର୍ଥି କଳିକେଶ ନାରାୟଣ ସିଂଦେଓ ଓ ସାଂସଦ ପ୍ରାର୍ଥି ସୁରେନ୍ଦ୍ର ସିଂଭୋଇ ଉପସ୍ଥିତ ରହି ପଣା ପିଇଥିଲେ ଓ ଯୁବକମାନଙ୍କ ସହିତ ଆଲୋଚନା କରିଥିଲେ । ଏହି ଆଲୋଚନାରେ ସେରସୁଆଁ ଗୁଡିକମିଟିର ସଭାପତି କମ୍ବୁପାଣି ପୂଜାରୀ, ବିଶ୍ୱମୟ ପୂଜାରୀ, ପ୍ରଦ୍ୟୁମ୍ନ ମିଶ୍ର, ଶ୍ରୀମନ୍ତ ପଣ୍ଡା, ଅନୀଲ ନନ୍ଦ, ରାଜୁ ଦାସ, ରଘୁନନ୍ଦନ ସିଂ, ସୁରମ୍ୟ ମିଶ୍ର, ଶିବରାନାୟଣ ପୁରୋହିତ, ଉପଦେଷ୍ଟା ପ୍ରଭାସ ପାଣିଗ୍ରାହୀ, ଶିବ ବେହେରା, ହିମାଂଶୁ ନାୟକ, ବବନ ମିଶ୍ର, ସୁଦାମ ସାହୁ, ଦୀନବନ୍ଧୁ ସେଠ, ଚନ୍ଦ୍ରମଣୀ ତ୍ରୀପାଠୀ, ଶ୍ରୀଧର,ଦାସ,ଟିଙ୍କୁ ପ୍ରମୁଖ ସଭ୍ୟ ଉପସ୍ଥିତ ରହିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like