-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ବିଜେଡିମୁହାଁ ଯୁବକ ଓ କୃଷକ, ଖଗସୀକନା,ଅଏଁଲାପାଲିର ଦେଢଶହ ଲୋକ ବିଜେଡିରେ ସାମିଲ

15-Apr-2024



ବାଲାଙ୍ଗୀର(ପ୍ରେରଣା ଖବର ): ଚଳିତ ନିର୍ବାଚନ ପୂର୍ବରୁ ବିଭିନ୍ନ ଲୋକଙ୍କ ଦଳଡିଆଁ ପର୍ବ ଚାଲିଛି । ସେହିକ୍ରମରେ ନବୀନ ପଟ୍ଟନାୟକ ସରକାରଙ୍କ ବିକାଶମୂଳକ ପ୍ରକଲ୍ପରେ ଅନୁପ୍ରାଣିତ ହୋଇ ବଲାଙ୍ଗୀର ବିଜେଡିରେ ଶହଶହ ସଂଖ୍ୟାରେ ଯୁବକ ଓ କୃଷକମାନେ ଅନ୍ୟଦଳରୁ ଆସି ଯୋଗଦେଉଛନ୍ତି । ଆଜି ଦେଓଗାଁ ବ୍ଲକର ଖଗସୀକନା ଓ ଅଏଁଲାପାଲି ଗାଁର ପ୍ରାୟ ଦେଢଶହ ପୁରୁଷ/ମହିଳା,ଯୁବକ ଆସି ବିଜେଡିଦଳରେ ଯୋଗଦେଇଛନ୍ତି । ମୁଖ୍ୟତଃ ଖଗସୀନାର ଚାଷୀ ମାନଙ୍କର ଉଠାଜଳସେଚନକୁ ନେଇ ସମସ୍ୟା ରହିଥିଲା । ସେହି ସମସ୍ୟାକୁ ବିଜେଡିର ବରିଷ୍ଠ ନେତା ଲକ୍ଷ୍ମଣ କୁମାର ମେହେର ଭୁବନେଶ୍ୱର ପର୍ଯ୍ୟନ୍ତ ଚାଷୀଙ୍କ ସହିତ ଯାଇ ସମାଧାନ କରାଇଥିଲେ । ଫଳରେ ଚାଷିମାନେ କଂଗ୍ରେସଦଳ ଛାଡି ଏବେ ବିଜେଡିମୁହାଁ ହୋଇଛନ୍ତି । ଆଜି ଶୈଳଶ୍ରୀ ପ୍ୟାଲେସରେ ବିଜେଡିର ରାଜ୍ୟ ସଂପାଦକ ଲକ୍ଷ୍ମଣକୁମାର ମେହେର ଓ ରାଜ୍ୟସଂପାଦକ ପ୍ରଦ୍ୟୁତ ମିଶ୍ରଙ୍କ ଉପସ୍ଥିତିରେ ବିଜେଡି ବିଧାୟକ ପ୍ରାର୍ଥୀ ତଥା ରାଜ୍ୟ ସାଧାରଣସଂପାଦକ

କଳିକେଶ ନାରାୟଣ ସିଂଦେଓ ଆସିଥିବା ଲୋକଙ୍କୁ ବିଜେଡି ଉତ୍ତରିୟ ଓ ଫୁଲତୋଡା ଦେଇ ଦଳରେ ସାମିଲ କରାଇଥିଲେ । ମୁଖ୍ୟତଃ ଆଜିର ଏହି ମିଶ୍ରଣ ପରେ ଦେଓଗାଁ ଅଞ୍ଚଳରେ ବିଜେଡିଦଳ ଆହୁରି ମଜବୁତ ହେବ ବୋଲି ଲକ୍ଷ୍ମଣ କୁମାର ମେହେର କହିଛନ୍ତି । ପ୍ରକାଶ ଯେ,ଏହା ପୂର୍ବରୁ ମଧ୍ୟ ରାଜ୍ୟସାଧାରଣ ସଂପାଦକ ପ୍ରଦ୍ୟୁତ ମିଶ୍ରଙ୍କ ନେତୃତ୍ୱରେ ଶତାଧିକ ଯୁବକ ବିଜେଡିଦଳରେ ସାମିଲ ହୋଇସାରିଛନ୍ତି । ନୂଆ କରି ବିଜେଡିଦଳରେ ଯୋଗଦେଇଥିବା ସଭ୍ୟମାନେ କହିଛନ୍ତି ଯେ,ବିଜେଡିଦଳ ତୃଣମୂଳସ୍ତରରେ ବିକାଶକୁ ଗୁରୁତ୍ୱ ଦେବା ସହ ଓଡିଶାବାସୀଙ୍କୁ ସମସ୍ତ ଦିଗରେ ସମୃଦ୍ଧ କରିବା ପାଇଁ କାମ କରୁଛି । ତେଣୁ ଏହି ବିକାଶଧାରରେ ସାମିଲ ହେବାକୁ ସେମାନେ ଅନ୍ୟଦଳରୁ ବିଜେଡିକୁ ଆସିଛନ୍ତି ବୋଲି କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like