-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଜିଲ୍ଲା

ନରସିଂହଙ୍କ ଜନ୍ମ ଦିନରେ ନରସିଂହ ସେନା ଆନୁକୁଲ୍ୟରେ ରକ୍ତଦାନ ଶିବିର 

24-Dec-2020



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)-୧୯୪୦ ମସିହାରେ ବଲାଙ୍ଗିର ପୁଇଁନ୍ତଲା ବ୍ଲକ ଅନ୍ତର୍ଗତ ଛତାମଖନା ଭଳି ଏକ ଅକ୍ଷାତପଲ୍ଲିରେ ସମ୍ବିଧାନବିଦ୍ ସ୍ୱର୍ଗତ ଯୁଧିଷ୍ଟିର ମିଶ୍ର ଓ ମାତା ଲିଳାବତୀ ଦେବୀଙ୍କ ଔରଷରୁ ଜନ୍ମ ନିଅନ୍ତି ନରସିଂହ ମିଶ୍ର । ଆଜି ଜନ୍ମ ମାଟି ଛତାମଖନା ଗ୍ରାମରେ ଗାଁର ସୁପୁତ୍ର ଗର୍ବ ଓ ଗୌରବ ବର୍ତ୍ତମାନ ବଲାଙ୍ଗିର ବିଧାୟକ ପ୍ରବୀଣ ରାଜନୈତିଜ୍ଞ ନରସିଂହ ମିଶ୍ରଙ୍କ ୮୧ତମ ଜନ୍ମ ଦିବସରେ ସ୍ଥାନୀୟ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ନରସିଂହ ସେନା ଆନୁକୁଲ୍ୟରେ ପ୍ରଥମ ଥର ପାଇଁ ସରକାରୀ କୋଭିଡ୍ ନିୟମ ଅନୁଯାୟୀ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବରେ ଏଆଇସିସି ସଭ୍ୟ ତଥା ପିସିସି ବରିଷ୍ଠ ପ୍ରବକ୍ତା ସମରେନ୍ଦ୍ର ମିଶ୍ର ଯୋଗଦାନ କରି ଶିବିରକୁ ଆନୁଷ୍ଠାନିକ ଉଦ୍‌ଘାଟନ ପୂର୍ବକ ରକ୍ତଦାତାମାନଙ୍କୁ ଉତ୍ସାହିତ କରିଥିଲେ । ଉକ୍ତ ରକ୍ତଦାନ ଶିବିରରେ ଅନେକ ପୁରୁଷ ଓ ମହିଳା ରକ୍ତଦାତାଙ୍କ ସମେତ ମୋଟ ୬୦ ୟୁନିଟ ରକ୍ତ ସଂଗୃହିତ ହୋଇଥିଲା । ଶିବିରଟି ଯୁବ ସଂଗଠକ ତଥା ସମାଜସେବୀ ଶୁଭ୍ରାଂଶୁ ଶେଖର ପଣ୍ଡା ସଭାପତି ନରସିଂହ ନେତାଙ୍କ ଉଦ୍ୟମ ଓ ନେତୃତ୍ୱରେ ପରିଚାଳିତ ହୋଇଥିବା ବେଳେ, ଏଥିରେ ଜିଲ୍ଲା କଂଗ୍ରେସ ସଭାପତି ଦିଲିପ ବେହେରା, ମହିଳା କଂଗ୍ରେସ ସଭାପତି ମିଳନୀ ସାହୁ, ଜିଲ୍ଲା କଂଗ୍ରେସ ପ୍ରବକ୍ତା ସାନନ୍ଦ ମିଶ୍ର, ଜିଲ୍ଲା କଂଗ୍ରେସ ସେବାଦଳ ମୁଖ୍ୟ ଅସୀତ ମିଶ୍ର, ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ଅଙ୍କିତ ସାହୁ, ପିସିସି ସାଧାରଣ ସଂପାଦକ ଉମାଶଙ୍କର ପଣ୍ଡା, ନଗର କଂଗ୍ରେସ ସଭାପତି ବୁଲୁ ଦାନି, ରାଜିବ ଗାନ୍ଧୀ ପଂଚାୟତ ସଂଗଠନର ଜିଲ୍ଲା ସଭାପତି ଅଜୟ ବାଲି, ନଗର କଂଗ୍ରେସ ସଂଯୋଜକ ସଂଜୟ ମିଶ୍ର, ଲୋଇସିଂହା ବ୍ଲକ କଂଗ୍ରେସ ସଭାପତି ଅରବିନ୍ଦ ସାହୁ, ଲୋଇସିଂହା ଜୋନ ସଭାପତି ସରୋଜ ବିଶ୍ୱାଲ, ଦେଓଗାଁ  ଜୋନ ସଭାପତି ରାମଜୀ ଚୌଧୁରି, ଯୁବନେତା ପପୁ ପାତ୍ର, ଲୋପନ ମିଶ୍ର, ନାସିର ଖାନ ତଥା ପଦାଧିକାରୀ ଓ କର୍ମକର୍ତ୍ତାଙ୍କ ସହିତ ବରଗଡ ସଦର ବିଧାନସଭା ବିଧାୟକ ପ୍ରାର୍ଥୀ ନିପନ ଦାଶ ଏବଂ ବିଶେଷ ଭାବରେ ଦେଓଗାଁ ବ୍ଲକ କଂଗ୍ରେସ କାର୍ଯ୍ୟକର୍ତ୍ତା ନରେନ୍ଦ୍ର ମିଶ୍ର, ରାଜକିଶୋର ମିଶ୍ର, ସଚ୍ଚିଦାନନ୍ଦ ମିଶ୍ର, ସୁଶାନ୍ତ ପାତ୍ର, କେଶବ କରନ, ଜନ୍ମ ବାରିକ, ସରୋଜ ମେଶ୍ୱା, ସୌରଭ ପ୍ରଧାନ, ଲୁଠା, ତପନ ପାଣିଗ୍ରାହୀ ପ୍ରମୁଖ ସହଯୋଗ କରିଥିଲେ । ଏହି ଅବସରରେ କ୍ରମାଗତ ଭାବେ ରକ୍ତଦାନ କରି ପ୍ରେରଣା ଦେଇ ଆସୁଥିବା ମଣିଷ ସାଉନ୍ତପୁର ପଂଚାୟତ ସମିତି ସଭ୍ୟ ପଦାର୍ଥ ନନ୍ଦଙ୍କୁ ଉପଢୈାକନ ଓ ମାନପତ୍ର ଦେଇ ସମ୍ମାନିତ କରାଗଲା । ଏ ବର୍ଷ କୋଭିଡ୍ ୧୯ ଯୋଗୁଁ ସମସ୍ତ ଜିବନଶୈଳୀ ବଦଳି ଯାଇଥିବା ସତ୍ତ୍ୱେ ଏତେ ମାତ୍ରାରେ ଆସି ନିଜର ବହୁମୁଲ୍ୟ ରକ୍ତଦାନ କରି ଶିବିରକୁ ସଫଳ କରିଥିବାରୁ ସମସ୍ତ ରକ୍ତଦାତାମାନଙ୍କୁ ନରସିଂହ ସେନା ପକ୍ଷରୁ ଧନ୍ୟବାଦ ଦିଆ୍‌ାଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like