-+91-9937148622 |

prerana_bgr@rediffmail.com |

  Monday 5th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ବିଜେପି ପ୍ରାର୍ଥୀ ବାଇକ ଶୋଭାଯାତ୍ରାରେ ରେ ପ୍ରଚାର-ବ୍ଳକ ଉପାଧ୍ୟକ୍ଷ ସମେତ ୯ ସରପଞ୍ଚ ଓ ଜଣେ ସମିତିସଭ୍ଯ ସହ ଶହ ଶହ କର୍ମୀ ବିଜେପିରେ ଯୋଗଦାନ

16-Apr-2024



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ଗୁଡଭେଲାବ୍ଲକର ତେନ୍ତୁଳିଖୁଣ୍ଟି ଗ୍ରାମରୁ ଏକ ବାଇକ ଶୋଭାଯାତ୍ରାରେ  ବିଜେପି ପ୍ରାର୍ଥୀ ନବୀନ ଜୈନ ନିର୍ବାଚନ ପ୍ରଚାର ଆରମ୍ଭ କରିଛନ୍ତି। ତେନ୍ତୁଳୀଖୁଣ୍ଟି, ସିରଜାପାଳି, କୁରେଭନା, ଜାମମୁଣ୍ଡା, ଦେଉଳଗୁଡି, ଡୁଙ୍ଗିବାହାଳ, ଗୁଡଭେଲା, କେଟଗାଁ, ମାଢେକେଲା, ସିରାବାହାଳ, ଭୂଆଁପଡା,  ଆଟଗାଁ, କେନ୍ଦୁପଦର, ପେନ୍ଦିମୁଣ୍ଡା, ଡାହିମାଲ, ଜମ୍ଭେଲ, ଡୁଙ୍ଗରିପାଳି ଗ୍ରାମ ନିର୍ବାଚନ ପ୍ରଚାର କରିଥିବା ବେଳେ ଦେଉଳଗୁଡି, ଭୂଆଁପଡା ଓ ଡୁଙ୍ଗିବାହାଳ ଗ୍ରାମରେ  ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ଏହି ମିଶ୍ରଣ ପର୍ବରେ ଗୁଡଭେଲା ବ୍ଳକ ଉପାଧ୍ୟକ୍ଷ ଟୁକୁ ପାଣିଗ୍ରାହୀ, ମାଢେକେଲା ଗ୍ରାମପଞ୍ଚାୟତ ସମିତି ସଭ୍ଯ ଉଜ୍ଜ୍ବଳ ଭୋଇ, ଗମ୍ଭାରୀଗୁଡା ଗ୍ରାମପଞ୍ଚାୟତ ପିଙ୍କି ବେସରା, ଘୁନା ଗ୍ରାମପଞ୍ଚାୟତ ସରପଞ୍ଚ କବିତା ମହାନନ୍ଦ, ବିରାମୁଣ୍ଡା ଗ୍ରାମପଞ୍ଚାୟତ ସରପଞ୍ଚ ସଞ୍ଜୁକ୍ତା ପ୍ରଧାନ, ରୁଷୁଡା ଗ୍ରାମପଞ୍ଚାୟତ ସରପଞ୍ଚ କୈଳାସ ବେହେରା, ବଡଙ୍ଗୋମୁଣ୍ଡା ଗ୍ରାମପଞ୍ଚାୟତ ସରପଞ୍ଚ ଚମ୍ପୀ ବାରିକ, ନୂଆଁପଡା ଗ୍ରାମପଞ୍ଚାୟତ ସରପଞ୍ଚ କୁଞ୍ଜ ବିହାରୀ ସାହୁ, ଦେଉଗୁଡି ସରପଞ୍ଚ ମଧୁମତି ଅଗ୍ରୱାଲ,  ଜାମୁଟ ଭାବସିଂ ମାଝୀ,ମାଢେକେଲା ଗ୍ରାମ ପଞ୍ଚାୟତ ସରପଞ୍ଚ ରଘୁମଣୀ ମହାନନ୍ଦ,ପୂର୍ବତନ ଜିଲ୍ଲାପରିଷଦ ସଭ୍ଯ ଲିଙ୍ଗରାଜ ରଣା ସମେତ ଶହ ଶହ ବିଭିନ୍ନ ଦଳର କର୍ମୀ ପ୍ରଧାନମନ୍ତ୍ରୀଙ୍କ ଆଦର୍ଶ ଅନୁପ୍ରାଣିତ ହୋଇ ଭାଜପାରେ ଯୋଗଦାନ କରିଥିଲେ । ସମସ୍ତଙ୍କୁ ଶ୍ରୀ ଜୈନ ଫୁଳମାଳ ଓ ଦଳୀୟ ଉତ୍ତରାୟଣ ଦେଇ ସ୍ବାଗତ କରିଥିଲେ । କେନ୍ଦ୍ର ସରକାରଙ୍କ ବିଭିନ୍ନ  ଯୋଜନାକୁ ରାଜ୍ୟ ସରକାର ନିଜର କହି ଲୋକଙ୍କୁ ଭକୁଆ ବନାଉଥିବା ନେଇ ମତ ରଖିଥିବା ସହ କେନ୍ଦ୍ର ସରକାରଙ୍କ ହାତମୁଠାକୁ ଟାଣ କରିବା ପାଇଁ ଗୋଟିଏ ଭୋଟ ଓ ରାଜ୍ୟ ସରକାରଙ୍କୁ ପରିବର୍ତ୍ତନ କରିବା ପାଇଁ ଆଉ ଗୋଟିଏ ଭୋଟ ଦେବାକୁ ସମସ୍ତଙ୍କୁ ଭୋଟ ଭିକ୍ଷା କରିଥିଲେ ଶ୍ରୀ ଜୈନ। ପୂର୍ବତନ ଅଧ୍ୟକ୍ଷ ଅଶୋକ ଚନ୍ଦ୍ର ଦୋରା, ଭାଜପା ଉପସଭାପତି ଦିନବନ୍ଧୁ ବେହେରା,ୟସ ପାଣିଗ୍ରାହୀ, ଈଶ୍ବର ବାଗ,ଗୁଡଭେଲାବ୍ଲକ ମଣ୍ଡଳ ସଭାପତି ସତ୍ଯବାନ ବାଗ,, ରୁଣୁ ଗୋପାଳ ସାହୁ,  ମହେଶ କେଡିଆ ଆଦି ଉପସ୍ଥିତ ଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like