-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ଆଦିବାସୀଙ୍କୁ ଜୀବିକା ଜଗାଉଛି କାଇ ବା "ଚାପଡ଼ା ଅଣ୍ଡା

16-Apr-2024



ନବରଙ୍ଗପୁର  (ମିହିର ଶଙ୍କର ପାତ୍ର,) ବିଚିତ୍ର ଏ ଦୁନିଆ । ବଣଜଙ୍ଗଲ ସମସ୍ତଙ୍କ ପାଇଁ ଭରି ଦେଇଛି ଖାଦ୍ୟ । ବନବାସୀ ମାନେ ଜଙ୍ଗଲରୁ ସଂଗୃହୀତ ଫଳମୂଳ ଖାଇବା ସହିତ କେତେକ କୀଟପତଙ୍ଗ ଖାଇବାକୁ ପସନ୍ଦ କରନ୍ତି। ତନ୍ମଧ୍ୟରୁ କାଇ ବା ଚାପଡ଼ା ଅଣ୍ଡା ଅନ୍ୟତମ।  କିନ୍ତୁ ଏହି ଋତୁରେ ପର୍ଯ୍ୟାପ୍ତ ପରିମାଣରେ  ମିଳିଥାଏ ଏହି ଚାପଡ଼ା ଅଣ୍ଡା । ବଣଜଙ୍ଗଲରେ ଓ ଗ୍ରାମାଞ୍ଚଳରେ ଏହାର ଚାହିଦା ଅଧିକ ଥିଲେ ହେଁ ସହରାଞ୍ଚଳରେ ମଧ୍ୟ ଏହାର ଚାହିଦା ଅଧିକ ରହିଛି। ଆଜିକାଲି ସହରାଞ୍ଚଳରେ ଏହା ବହୁ ପରିମାଣରେ ହାଟବଜାର, ରାସ୍ତାକଡରେ ବନବାସୀ ଆଦିବାସୀ ଭାଇ ଭଉଣୀ ମାନେ ଶାଳ ପତରରେ ପସରା ମେଲାଇ ବିକିଥାନ୍ତି। ଏହି ଚାପଡ଼ା ଅଣ୍ଡାର ସ୍ବାଦ ଆମ୍ବିଳିଆ। ବାସିଭାତ ବା ମାଣ୍ଡିଆ ପେଜ ସହିତ ଖାଇଥାଉ ବୋଲି ଆଦିବାସୀ ଭାଇ ମାନେ କହିଛନ୍ତି। ଏଥିରେ ଔଷଧୀୟ ଗୁଣ ରହିଛି ା ଏଣୁ ବନବାସୀ ମାନେ ଏହାକୁ ପାଟି ସୁଆଦିଆ ପାଇଁ ଖାଇବା ସହ କେତେକ ରୋଗ ନିରାକରଣ ପାଇଁ ଖାଇଥାନ୍ତି।

ଏହି ସମୟରେ ଚାପଡ଼ା ବା ଲାଲ ପିମ୍ପୁଡି ବିଭିନ୍ନ ଗଛ ଡାଳରେ ବସା ବାନ୍ଧିଥାନ୍ତି। ଗଛ ଡାଳରେ ପତ୍ରକୁ ବାନ୍ଧି ଠୋଲା ଆକରର ତିଆରି କରି ଏହା ଭିତରେ ଅଣ୍ଡା ଦେଇଥାନ୍ତି। ଲକ୍ଷ ଲକ୍ଷ ସଂଖ୍ୟାରେ ଧଳା ଧଳା ଅଣ୍ଡା ଦେଇଥାନ୍ତି ଯାହାକି ଭାତ ସଦୃଶ୍ୟ ଦେଖାଯାଇଥାଏ। ଏହି ବସାକୁ ସାବଧାନତାର ସହ ତଳକୁ ଆଣିଥାନ୍ତି। ତେବେ ନିଜର ସୁରକ୍ଷା ପାଇଁ କାଇ ବା ଲାଲ ପିମ୍ପୁଡି ମାନେ କାମୁଡିଥାନ୍ତି। ଏହି ଅଣ୍ଡାକୁ ସ୍ଥାନୀୟ ଲୋକ  ଚାପଡ଼ା ଅଣ୍ଡା ବୋଲି କହିଥାନ୍ତି। ଏହାକୁ ସେମାନେ ରାନ୍ଧି ଖାଇଥାନ୍ତି। ସେହିପରି ଚାପଡ଼ା ବା ଲାଲ ପିମ୍ପୁଡି କୁ ମଧ୍ୟ ଅନେକ ଆଚାର କରି ଭବିଷ୍ୟତ ପାଇଁ ସାଇତି ରଖି ଖାଇଥାନ୍ତି। ଯାହାବି ହେଉ ଏହି ଚାପଡ଼ା ଅଣ୍ଡା ଆଜିକାଲି ଆଦିବାସୀଙ୍କୁ ଜୀବିକା ଜଗାଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like