-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   (04-Oct-2026)       ||      ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   (04-Oct-2026)       ||      ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   (04-Oct-2026)       ||      ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   (04-Oct-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   (04-Oct-2026)       ||      *ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   (04-Oct-2026)       ||      ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   (04-Oct-2026)       ||      ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||     

HOME   ଜିଲ୍ଲା

ସୋନପୁର ବିଜେପି ରେ ବିଦ୍ରୋହ, ସ୍ଵାଧୀନ ସାଂସଦ ବଳରାମଙ୍କୁ ଦେବେ ସମର୍ଥନ

16-Apr-2024



ବଲାଙ୍ଗିର(ପ୍ରେରଣା ଖବର ): ସୁବର୍ଣ୍ଣପୁର ଜିଲ୍ଲାର ବିଜେପି ନେତାମାନଙ୍କ ଏକ ବୈଠକ ସୋନପୁର ସୁରେଶ୍ଵରୀ ମନ୍ଦିର ପାଖରେ ଅନୁଷ୍ଠିତ ହୋଇଛି। ପୂର୍ବତନ ଜିଲ୍ଲା ସଭାପତି ବଳଦେବ ପ୍ରସାଦ ବେଦବାକ୍ ଙ୍କ ନେତୃତ୍ଵ ରେ ଆହୁତ ହୋଇଥିବା ଏହି ବୈଠକରେ ବଶିଷ୍ଠ ବିଜେପି ନେତା ଶ୍ରୀ ବଳରାମ ସିଂ ଯାଦବ ଯୋଗ ଦେଇଥିଲେ। ଜିଲ୍ଳାର ୧୩ ଟି ଜିଲ୍ଳା ପରିଷଦ ଜୋନ୍ ଓ ତିନୋଟି ନଗରରୁ ପାଞ୍ଚ ଜଣ ଲେଖାଏଁ ବିଜେପି ବରିଷ୍ଠ କର୍ମକର୍ତ୍ତା ଏଥିରେ ଯୋଗ ଦେଇଥିଲେ। ୪୦ ବର୍ଷ ଧରି ବଲାଙ୍ଗୀର ଓ ସୁବର୍ଣ୍ଣପୁର ଜିଲ୍ଲାରେ ଥିବା ରାଜତନ୍ତ୍ର ଶାସନ ବିରୁଦ୍ଧରେ ସ୍ଵାଧୀନ ପ୍ରାର୍ଥୀ ରୁପେ ନିର୍ବାଚନ ଲଢ଼ିବାକୁ ଶ୍ରୀ ବଳରାମ ଯାଦବ ଘୋଷଣା କରି ସୁବର୍ଣ୍ଣପୁର ଜିଲ୍ଲା ବିଯେପି କର୍ମକର୍ତ୍ତା ମାନଙ୍କ ଆଶିର୍ବାଦ ଭିକ୍ଷା କରିଥିଲେ। ଅତ୍ୟାଚାରୀ, ଅହଙ୍କାରୀ ଓ ଗର୍ବି ସାଂସଦ ସାଂସଦ କ୍ଷମତା ନିଶାରେ ଅନ୍ଧ ହୋଇ ଦେବତୂଲ୍ୟ କାର୍ଯ୍ୟକର୍ତ୍ତା ମାନଙ୍କୁ କୁକୁର କହିବାକୁ ମଧ୍ୟ ପଛାଉ ନାହାଁନ୍ତି ବୋଲି ସେ ଦୃଢ ନିନ୍ଦା କରିଥଲେ। ସେଠାରେ ଉପସ୍ଥିତ ଥିବା ଶତାଧିକ ନେତୃତ୍ଵ ମଧ୍ୟରୁ ନିର୍ବାଚନ ଲଢିବାକୁ ଜୋନ୍ କମିଟି ମାନ ଗଠନ କରଯାଇଥିଲା। ପୁଣୀ ପ୍ରତ୍ୟେକ ଜୋନରେ ପଞ୍ଚାୟତ ନିର୍ବାଚନ ପରିଚାଳନା କମିଟି ମାନ ଗଠନ କରି ବୁଥ୍ ଓ ୱାଡ କମିଟି ମାନ ଶିଘ୍ର ଗଠନ କହିବାକୁ ନିଷ୍ପତ୍ତି ନିଆଯାଇଥିଲା ବୋଲି ଜଣାପଡିଛି। ଏହି ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଶଶି ପୁରୋହିତ, ସୁରେଶ୍ ମିଶ୍ର, ଶ୍ରଦ୍ଧାଞ୍ଜଳୀ ମିଶ୍ର,ଦିଲ୍ଲିପ ପୁରୋହିତ, ଧର୍ମନିରଞ୍ଜନ ପଣ୍ଡା, ମହେନ୍ଦ୍ର ମହାଲିକ୍, ପ୍ରକାସ ପାଢ଼ୀ, ସୁରେଶ୍ ପାତ୍ର, ଦଶରଥ ମେହେର, ସୀର୍ଣିବାସ ଚାନ୍ଦ୍, ବାପି ଦାସ୍, ଦଶରଥ ମହାକୁଡ, ସୁରଥ ଭୋଇ, ସୁଜିତ୍ ପଶାୟତ ପ୍ରମୁଖ ଯୋଗ ଦେଇ ଭବିଷ୍ୟତ ଲଢେ଼ଇ ପାଇଁ ଶପଥ ନେଇଥିଲେ। ପ୍ରକାଶ ଥାଉକି ଆଗାମୀ ନିର୍ବାଚନରେ ସମସ୍ତ ବିଜେପି ବିଧାୟକ ପ୍ରାର୍ଥୀ ମାନଙ୍କୁ ସମ୍ପୂର୍ଣ୍ଣ ଭାବରେ ସମର୍ଥନ କରାଯିବାକୁ ଶ୍ରୀ ବଳଦେବ ପ୍ରସାଦ ବେଦବାକ କହିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଦେଶସେବା ନିବୃତ ଯବାନ କୁ ଭିଟାମାଟି ଫେରିବା ପରେ ସ୍ୱାଗତ ସମ୍ବର୍ଦ୍ଧନା।   04-Oct-2026
  ଜିଲ୍ଲା  
ଆମପାଣି ଯୋନ ସ୍ତରୀୟ ଆଞ୍ଚଳିକ ଡମ୍ବ ସମାଜ ର ନୂଆଁଖାଇ ଭେଟଘାଟ   04-Oct-2026
  ଜିଲ୍ଲା  
ନଭେମ୍ବର ୨୮ରେ ବିନିକା ଗୋଜୁଲାଷ୍ଟମୀ ମହୋତ୍ସବ   04-Oct-2026
  ଜିଲ୍ଲା  
ସିଦ୍ଧାର୍ଥ ଜୁନିଅର କଲେଜରେ ଜିଲ୍ଲାସ୍ତରୀୟ ଏକ ଦିବସୀୟ ପ୍ରାଥମିକ ଚିକିତ୍ସା ସଚେତନତା ପ୍ରଶିକ୍ଷଣ ଶିବିର   04-Oct-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା ଅନୁଷ୍ଠିତ।   04-Oct-2026
  ଜିଲ୍ଲା  
*ସୋନପୁର ପୌର ପରିଷଦ ପକ୍ଷରୁ ସ୍ୱଚ୍ଛତା ହିଁ ସେବା ଓ ଏକ ପେଡ୍ ମା କେ ନାମ କାର୍ଯ୍ୟକ୍ରମ*- *ଝାଡୁ କଲେ କଲେକ୍ଟର, ଏସପି ଓ ଏ ଡି ଏମ*-   04-Oct-2026
  ଜିଲ୍ଲା  
ଜ଼ିଲ୍ଲା ଆଦିବାସୀ କଲ୍ୟାଣ ସଂଘର କାର୍ଯ୍ୟକାରିଣୀ ବୈଠକ♦️ସରକାର ଙ୍କ ଆଦିବାସୀ ଦମନନିତୀ ପ୍ରତିବାଦରେ ଆନ୍ଦୋଳନ ଚେତାବନୀ   04-Oct-2026
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026

You Might Also Like