-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||     

HOME   ଜିଲ୍ଲା

ବିଜୁ ବାବୁଙ୍କ ତିରୋଧାନ ଦିବସ ରେ ନେତା ଓ କର୍ମୀ କଲେ ଶପଥ ପାଠ ବିଶାଳ ବାଇକ ଶୋଭାଯାତ୍ରା ରେ ଶକ୍ତି ପ୍ରଦର୍ଶନ କଲେ ବିଧାୟକ ଶ୍ରୀ ପୂଜାରୀ

17-Apr-2024



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ଓଡ଼ିଶା ର ବରପୁତ୍ର ତଥା ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ସ୍ୱର୍ଗତ ବିଜୁ ପଟ୍ଟନାୟକ ଙ୍କ ୨୮ ତମ ତିରୋଧାନ ଦିବସ ଅବସର ରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ବିଜୁ ଜନତା ଦଳ ପକ୍ଷରୁ ସକାଳ ୧୦ ଘଣ୍ଟା ୩୦ ମି଼ ରେ ସୋନପୁର ର ଇଷ୍ଟଦେବୀ ମା ସୁରେଶ୍ଵରୀ ଙ୍କ ମନ୍ଦିର ଠାରୁ ଏକ ବିଶାଳ ବାଇକ  ଶୋଭାଯାତ୍ରା ଅନୁଷ୍ଟିତ ହୋଇଥିଲା l ସୋନପୁର ନିର୍ବାଚନ ମଣ୍ଡଳୀ ର ବିଜେଡି ବିଧାୟକ ପ୍ରାର୍ଥୀ ଶ୍ରୀ ନିରଞ୍ଜନ ପୂଜାରୀ ଙ୍କ  ନେତୃତ୍ଵ ରେ ୫୦୦ ରୁ ଊର୍ଦ୍ଧ୍ବ ନେତା କର୍ମୀ ବାଇକ ଶୋଭାଯାତ୍ରା ରେ ଆସି ବିଜୁ ବାବୁ ଙ୍କ ପ୍ରତିମୂର୍ତ୍ତି ରେ ଧୂପ ଦୀପ ପୁଷ୍ପ ମାଲ୍ୟ ସହ ଶ୍ରଦ୍ଧାଞ୍ଜଳି ଅର୍ପଣ  କରିଥିଲେ l ପରେ ପରେ ଏହି ବିଶାଳ ବାଇକ୍ ରାଲି ରେ ଶ୍ରୀ ପୂଜାରୀ  ମଝିପଡ଼ା, କଚେରୀ ଛକ,ଆମ୍ବେଦକର ଓ ବ୍ଲକ୍ ଛକ ଦେ଼ଇ ସହର ପରିକ୍ରମା କରି  ବିଜୁ ଜନତା ଦଳ କୁ ବିପୁଳ ଭୋଟ ରେ ବିଜୟ କରାଇ ଆମ ଜିଲ୍ଲା ତଥା ଓଡ଼ିଶା ର ଦ୍ରୁତ ବିକାଶ କରିବା କୁ  ସାଧାରଣ ଜନତା ଙ୍କୁ ହାତ ଯୋଡ଼ି ନିବେଦନ କରିଥିଲେ l ଏବଂ  ମହାନଦୀ ରୋଡ  ରୟାଲ ପଡ଼ିଆ ଠାରେ ସୋନପୁର ନିର୍ବାଚନ ମଣ୍ଡଳୀ ର ହଜାର ନେତା କର୍ମୀ ଙ୍କ ସହିତ ନବୀନ ବାବୁ ଙ୍କୁ ଷଷ୍ଠ ଥର ପାଇଁ ଓଡ଼ିଶା ର କ୍ଷମତା ରେ  ବସାଇ  ଇତିହାସ ରଚିବାକୁ  ଶପଥ ପାଠ କରିଥିଲେ l ବରିଷ୍ଠ ବିଜେଡି ନେତା ଅଭିମନ୍ୟୁ କୁଶଳ, ଟାଉନ ସଭାପତି ଜନ୍ମଞ୍ଜୟ ପାତ୍ର, ଛାତ୍ର ନେତା ଶାଶ୍ଵତ ମିଶ୍ର, ଦେବାଶିଷ ପଟ୍ଟନାୟକ କାର୍ଯ୍ୟକ୍ରମ କୁ ସଂଯୋଞ୍ଜନା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026

You Might Also Like