-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ରାଜ୍ୟ

ପରୀ ହତ୍ୟା ମାମଲାର ଚାର୍ଜସିଟ ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

24-Dec-2020



ଭୁବନେଶ୍ୱର/କଟକ,(ଶୁଭାଶିଶଷ ନାୟକ)- ଡକ୍ଟର ଜଷ୍ଟିସ ବି.ଆର୍. ଷଡ଼ଙ୍ଗୀ ଓ ଜଷ୍ଟିସ ପ୍ରମଥ ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ପରୀ ହତ୍ୟା ମାମଲାର ଶୁଣାଣି କରି ଯଥା ଶୀଘ୍ର ଚାର୍ଜସିଟ୍ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ।

ବହୁଚର୍ଚ୍ଚିତ ନୟାଗଡ଼ ପରୀ ହତ୍ୟାକାଣ୍ଡ ମାମଲାରେ ତଦନ୍ତର ସ୍ଥିତି ସମ୍ପର୍କରେ ହାଇକୋର୍ଟଙ୍କୁ ଅବଗତ କରିଛି ଏସଆଇଟି । ସେପଟେ ଏସଆଇଟି ଟିମ୍ ମାମଲା ସମ୍ପର୍କିତ ଦେଉଥିବା ତଥ୍ୟରେ ତାଳମେଳ ରହୁନି ବୋଲି ଦର୍ଶାଇ ଆବେଦନକାରୀଙ୍କ ପକ୍ଷରୁ ସତ୍ୟପାଠ ଦାଖଲ କରାଯାଇଛି । ଡକ୍ଟର ଜଷ୍ଟିସ ବି.ଆର୍. ଷଡ଼ଙ୍ଗୀ ଓ ଜଷ୍ଟିସ ପ୍ରମଥ ପଟ୍ଟନାୟକଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଯଥା ଶୀଘ୍ର ଚାର୍ଜସିଟ୍ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଖଣ୍ଡପୀଠ ପଦ୍ମାଳୟା ମହାପାତ୍ର ଓ ଭାରତୀୟ ବିକାଶ ପରିଷଦ ମାମଲାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

ପ୍ରକାଶ ଯେ ପରୀ ହତ୍ୟାକାଣ୍ଡର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ହାଇକୋର୍ଟରେ ଦୁଇଟି ଜନସ୍ବାର୍ଥ ମାମଲା ଦାୟର ହୋଇଥିଲା । ସେଥିମଧ୍ୟରୁ ଗୋଟିଏ ଆଇନଜୀବୀ ପଦ୍ମାଳୟା ମହାପାତ୍ର ଦାୟର କରିଥିବା ବେଳେ ଅନ୍ୟଟି ଭାରତୀୟ ବିକାଶ ପରିଷଦ ରୁଜୁ କରିଥିଲା । ଆଇନଜୀବୀ ମହାପାତ୍ରଙ୍କ ପକ୍ଷରୁ ଦାୟର ଆବେଦନରେ ଦର୍ଶାଯାଇଛି ଯେ ୨୦୨୦, ଜୁଲାଇ ୨୦ରେ ଗାଁ ଦାଣ୍ଡରେ ଖେଳୁଥିବା ବେଳେ ପରୀ ନିଖୋଜ ହେଇଯାଇଥିଲା । ଜୁଲାଇ ୨୩ରେ ଘର ପଛପଟୁ ଶିଶୁଟିର କେତେ ଖଣ୍ଡ ହାଡ଼ ମିଳିଥିଲା । ରାଜନୈତିକ ନେତାଙ୍କ ଚାପରେ ପୋଲିସ ଅଭିଯୁକ୍ତଙ୍କୁ ଘଣ୍ଟ ଘୋଡ଼ାଉଛି । ପୋଲିସ ଚାପରେ ରହିଛି । ଏହି ଘଟଣାର ତଦନ୍ତକୁ ହାଇକୋର୍ଟ ନିଜେ ତଦାରଖ କରନ୍ତୁ ନହେଲେ ସିବିଆଇ ବା ଅନ୍ୟ ସ୍ବାଧୀନ ଏଜେନ୍ସିକୁ ତଦନ୍ତ ଭାର ହସ୍ତାନ୍ତର କରାଯାଉ । ପୀଡ଼ିତା ପରିବାରକୁ ସୁରକ୍ଷା ଦିଆଯାଉ ବୋଲି ଆବେଦନରେ ଉଲ୍ଲେଖ ହୋଇଛି ।  

ସେହିଭଳି ଭାବେ ଭାରତୀୟ ବିକାଶ ପରିଷଦ ପକ୍ଷରୁ ଦାୟର ମାମଲାରେ ଦର୍ଶାଯାଇଛି ଯେ ରାଜ୍ୟ ପୋଲିସ୍ ଉପରେ ଆସ୍ଥା ନାହିଁ । ଆଉ ପୋଲିସ ତଦନ୍ତ ଉପରେ ଭରସା ପାଉନି । ଘଟଣାର ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଉ । ଏଥି ସହିତ ପରୀର ବାପା-ମା’ଙ୍କୁ ୨୫ ଲକ୍ଷ ଟଙ୍କା ରାଜ୍ୟ ସରକାର କ୍ଷତିପୂରଣ ପ୍ରଦାନ କରନ୍ତୁ ବୋଲି ଆବେଦନରେ ଉଲ୍ଲେଖ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like