-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   (04-Oct-2026)       ||      ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   (04-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||     

HOME   ଜିଲ୍ଲା

ଡାବୁଗାଁ ନିର୍ବାଚନ ମଣ୍ଡଳୀ ର ବିଭିନ୍ନ ସ୍ଥାନରେ ଶ୍ରୀରାମ ନବମୀ ଅବସରରେ ଶୋଭାଯାତ୍ରା

17-Apr-2024



ଡାବୁଗାଁ (ମିହିର ଶଙ୍କର ପାତ୍ର)
ଶ୍ରୀରାମ ନବମୀ ଅବସରରେ ଆଜି ଡାବୁଗାଁ ନିର୍ବାଚନ ମଣ୍ଡଳୀ ରେ ବିଭିନ୍ନ ସ୍ଥାନରେ ଭବ୍ୟ ଶୋଭାଯାତ୍ରା ବାହାରିଥିଲା। କୋଡିଙ୍ଗା, ଡାବୁଗାଁ, ଜଟାବାଲ ଇତ୍ୟାଦି ସ୍ଥାନରେ ସମ୍ପୂର୍ଣ୍ଣ ପାରମ୍ପରିକ ରିତୀନୀତିରେ ପୂଜା ଅର୍ଚ୍ଚନା କରା ଯାଇ ଶ୍ରୀରାମ ନବମୀ ଶୋଭାଯାତ୍ରା ବାହାରିଥିଲା। ହିନ୍ଦୁ ଭାଇ ମାନେ ମାଁ ତାରିଣୀ ଛକ ନିକଟରେ ପ୍ରସାଦ ସେବନର ବ୍ୟବସ୍ଥା କରିଥିଲା ।  ସନ୍ଧ୍ୟା ରେ ମାଁ ଠାକୁରାଣୀ ମନ୍ଦିର ରୁ ଏକ ଶୋଭାଯାତ୍ରା ବାହାରିଥିଲା ଏବଂ ଗ୍ରାମ ପରିକ୍ରମା କରିଥିଲା। ଡାବୁଗାଁ ବିଧାୟକ ଶ୍ରୀ ମନୋହର ରନ୍ଧାରୀ, ବିଜେଡି ସାଂସଦ ପାର୍ଥୀ ପ୍ରଦୀପ ମାଝୀ, ବିଜେପି ବିଧାୟକ ପାର୍ଥୀ ସୋମନାଥ ପୂଜାରୀ, ଆଇନଜୀବୀ ଦିବ୍ୟ ରଞ୍ଜନ ପାତ୍ର, ଆଇନଜୀବୀ ଜୟନ୍ତ କୁମାର ପାତ୍ର, ଜେ. ରାଜ ଶେଖର ରାଓ, ମହେଶ ପାତ୍ର, କୃଷକ ମହାସଂଘ ସଭାପତି ସତ୍ୟ ରଞ୍ଜନ ପାତ୍ର, ବିଶ୍ବ ରଞ୍ଜନ ପାତ୍ର, ସୁରେଶ ବେହେରା, ନରୁ ସିଂ ଏବଂ  ଶତାଧିକ ହିନ୍ଦୁ  ଶୋଭାଯାତ୍ରା ରେ ସାମିଲ ହୋଇଥିଲେ। ଏହା ସଂପୂର୍ଣ୍ଣ ଅଣ ରାଜନୈତିକ ଶୋଭାଯାତ୍ରା ଥିଲା। ଠିକ ଏହି ପରି ଡାବୁଗାଁ ନିର୍ବାଚନ ମଣ୍ଡଳୀ ର ଜଟାବାଲ୍ ଓ କୋଡିଙ୍ଗା ରେ ମଧ୍ୟ ଶୋଭାଯାତ୍ରା ବାହାରିଥିଲା। ଜଳନ୍ଧର ସିଂ, ଜୟସେନ ନାଗେଶ, ଅରୁଣ ନାୟକ ମହେନ୍ଦ୍ର ପାତ୍ର ଏବଂ ଅନ୍ୟମାନେ ଶୋଭାଯାତ୍ରା ରେ ସାମିଲ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗମ୍ଭାରୀପାଲି ସ୍ଥିତ ଆଞ୍ଚଳିକ ଉମା ମାହେଶ୍ୱରୀ ମନ୍ଦିରରେ ଷୋହଲ ପୂଜା ଆରମ୍ଭ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଫୁଟବଲ ଚାମ୍ପିୟନସିପ୍‌ର ଉଦ୍‌ଯାପନୀ ଉତ୍ସବ   04-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026

You Might Also Like