-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ    (04-Oct-2026)       ||      *୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   (04-Oct-2026)       ||      *ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   (04-Oct-2026)       ||      ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   (04-Oct-2026)       ||      ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   (04-Oct-2026)       ||      ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||     

HOME   ଜିଲ୍ଲା

ଲୋଇସିଂହାରେ ବିଜେଡି ର ଜୟ ଶ୍ରୀରାମ ନାରାଦେଇ ବାଇକ୍ ଶୋଭାଯାତ୍ରା ଓ ବିଜୁବାବୁ ଙ୍କ ତିରୋଧାନ ଦିବସ ପାଳିତ

18-Apr-2024



ଲୋଇସିଂହା, (ବିନୋଦ କୁମାର ଦୀପ) ନିର୍ବାଚନ ମଣ୍ଡଳୀ ର ଲୋଇସିଂହା ବିଜେଡି କାର୍ଯ୍ୟାଳୟ ପକ୍ଷରୁ ରାମନବମୀ ପର୍ବ ପାଳିତ ହେବାସହ ବିଜୁବାବୁ ଙ୍କ ତିରୋଧାନ ଦିବସ ପାଳିତ ହୋଇ ଯାଇଛି l ଏହି ପରିପ୍ରେକ୍ଷୀରେ ପ୍ରଥମେ ଏକ ବିରାଟ ବାଇକ୍ ଶୋଭାଯାତ୍ରା ବିଜେଡି କାର୍ଯ୍ୟାଳୟ ରୁ ବାହାରି ଲୋଇସିଂହା ର ବିଭିନ୍ନ ଅଞ୍ଚଳ ପରିଭ୍ରମଣ କରା ଯାଇଥିଲା। ଜୟ ଶ୍ରୀରାମ ନାରା ଦେଇ ଡିଜେ ବଜାଇ ବିଭିନ୍ନ ଅଞ୍ଚଳ ପରିଭ୍ରମଣ କରିଥିଲେ l ବିଶେଷ କରି ରୁଗୁଡିଖାଲ ଛକ, ବୁର୍ଡ଼ା, ଲୋଇସିଂହା ର ବିଭିନ୍ନ ଅଞ୍ଚଳ ପରିଭ୍ରମଣ କରି ବାଇକ୍ ଶୋଭାଯାତ୍ରା କରାଗଲା l ଦଳ ପକ୍ଷରୁ ବିଭିନ୍ନ ସ୍ଥାନରେ ମିଠା ଓ ପଣା ବଣ୍ଟନ କରା ଯାଉଥିବାର ଦେଖିବାକୁ ମିଳିଥିଲା। ଏହି ଶୋଭାଯାତ୍ରାରେ ଲୋଇସିଂହା ବିଜେଡି ବିଧାୟକ ପ୍ରାର୍ଥୀ ଶ୍ରୀ ନିହାର ରଞ୍ଜନ ବେହେରା ଙ୍କ ନେତୃତ୍ୱରେ ବାଇକ୍ ଶୋଭାଯାତ୍ରା ବାହାରି ଅଞ୍ଚଳ ପରିଭ୍ରମଣ କରିଥିଲା। ଲୋଇସିଂହା ବ୍ଲକ ବିଜେଡି ସଭାପତି ଶ୍ରୀ ହୃଦାନନ୍ଦ ବେହେରା, ବ୍ଲକ୍ ଅଧକ୍ଷ ଶ୍ରୀ ଯତୀନ୍ଦ୍ର ପଟେଲ୍, ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ଯୁବ ସଭାପତି ଶ୍ରୀ ନୀତେଶ କୁମାର ଅଗ୍ରୱାଲ ଓ ନାରୀ ନେତ୍ରୀ ଶ୍ରୀମତୀ ଜୋସ୍ନାମୟୀ ନାଗ ପ୍ରଭୃତି ବରିଷ୍ଠ ବିଜେଡି କର୍ମୀ ମାନେ ଯୋଗ ଦେଇଥିଲେ। ଏହାସହ ଶତାଧିକ ବିଜେଡି କର୍ମୀ ଶୋଭାଯାତ୍ରା ରେ ବାହାରି ବିଭିନ୍ନ ଅଞ୍ଚଳ ପରିଭ୍ରମଣ କରିଥିଲେ ଓ ସନ୍ଧ୍ୟାରେ ଏକ ସଭାର ଆୟୋଜନ କରା ଯାଇଥିଲା। ସ୍ବର୍ଗତ ବିଜୁ ବାବୁଙ୍କ ତିରୋଧାନ ଦିବସ ଉପଲକ୍ଷେ ଏକ ସଭା ଅନୁଷ୍ଠିତ ହୋଇଥିଲା। ଏହି ସଭାରେ ବିଜୁ ବାବୁଙ୍କ ସ୍ମୃତି କୁ ମନେ ପକାଇ ତାଙ୍କର ଅମର ଆତ୍ମା ର ସଦ୍ ଗତି କାମନା କରା ଯାଇଥିଲା। ଲୋଇସିଂହା ନିର୍ବାଚନ ମଣ୍ଡଳୀ ର ବିଜେଡି ପ୍ରାର୍ଥୀ ଶ୍ରୀ ନିହାର ରଞ୍ଜନ ବେହେରା ଙ୍କୁ କିପରି ବହୁ ଭୋଟ ବ୍ୟବଧାନ ରେ ବିଜୟ ଲାଭ କରାଇବା ସେ ସମସ୍ତ ଆଲୋଚନା କରା ଯାଇଥିଲା। ଆଗାମୀ ନିର୍ବାଚନ ରେ କିପରି ଶ୍ରୀ ନିହାର ରଞ୍ଜନ ବେହେରା ଙ୍କୁ ବିପୁଳ ପରିମାଣ ରେ ଭୋଟ ଦେଇ ବିଜୟୀ କରିବା ପାଇଁ ସଂକଳ୍ପ ନିଆ ଯାଇଥିଲା। ଏହି ସଭାରେ ଶହ ଶହ ସଂଖ୍ୟାରେ ମହିଳା ମାନେ ଯୋଗ ଦେଇ ବିଜୁ ପଟ୍ଟନାୟକ ଙ୍କ ହାତମୁଠା କୁ ପୁଣିଥରେ ଟାଣ କରିବା ବୋଲି ସଂକଳ୍ପ ନେଇଥିବା ଦେଖିବାକୁ ମିଳିଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   04-Oct-2026
  ଜିଲ୍ଲା  
*୧-୦ ଗୋଲ ରେ ବରଗଡ଼ କୁ ହରାଇ ସାହାଣୀ କପ୍ ଫୁଟବଲ୍ ସୁବର୍ଣ୍ଣପୁର ଜୋନ୍ ଚାମ୍ପିଅନ ହେଲା କଟକ ଦଳ*   04-Oct-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସେବା ସଂକଳ୍ପ ଅଭିଯାନ ଆରମ୍ଭ*   04-Oct-2026
  ଜିଲ୍ଲା  
ମଦ ମୁକ୍ତ ଅଭିଯାନ ସମୟରେ ମହିଳାମାନଙ୍କୁ ଦୁର୍ବ୍ୟବହାର, ଡାଵୁଗାଁ ଥାନାରେ ଅଭିଯୋଗ   04-Oct-2026
  ଜିଲ୍ଲା  
ଗେଟ ସରୋବର ପଡା ସ୍ଥିତ ଡ଼. ବିଆର ଆମ୍ବେଦକର କଲଚରାଳ ଏବଂ ସ୍ପୋର୍ଟିଙ୍ଗ କ୍ଳବ ଆନୁକୂଲ୍ୟରେ ନୁଆଁଖାଇ ଭେଟଘାଟ - 2026 କାର୍ଯ୍ୟକ୍ରମ   04-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026

You Might Also Like