-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ    (04-Oct-2026)       ||      ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   (04-Oct-2026)       ||      ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||     

HOME   ଜିଲ୍ଲା

ଜେଲରେ ବିଚାରାଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ: ପିଟିପିଟି ମାରିଥିବା ପରିବାର ପକ୍ଷରୁ ଅଭିଯୋଗ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ପ୍ରତିବାଦରେ ରାସ୍ତାରୋକ

18-Apr-2024



କନ୍ଧମାଳ: (ସୁଶିଲ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା  ଫୁଲବାଣୀ ଜେଲରେ ବିଚାରାଧୀନ କଏଦୀଙ୍କ ବୁଧବାର  ସନ୍ଦେହଜନକ ମୃତ୍ୟୁ ଘଟିଛି। ତାଙ୍କ ପରିବାର ଲୋକେ ଏନେଇ ହତ୍ୟା ଅଭିଯୋଗ ଆଣିଛନ୍ତି । ମୃତକ ହେଉଛନ୍ତି ଫିରିଙ୍ଗିଆ ଡିମିରିଗୁଡ଼ା ଗାଁର ଅଭିରାମ ଦିଗାଲ। ଜେଲରେ ଅସୁସ୍ଥ ହେବା ପରେ ତାଙ୍କୁ ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ମାତ୍ର ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଜେଲରେ ତାଙ୍କୁ ପିଟିପିଟି ମାରି ଦିଆଯାଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି। ପୋଲିସ ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଜାରି ରଖିଛି। ପ୍ରକାଶ ଯେ, ଗଞ୍ଜେଇ ଚାଲାଣ ମାମଲାରେ ତାଙ୍କ ନାମରେ ୱାରେଣ୍ଟ ଥିଲା। ସେ ଚଳିତ ମାସ ୧୫ ତାରିଖରେ ଆତ୍ମସମର୍ପଣ କରିଥିଲେ। ତାଙ୍କର ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ କୋର୍ଟ ବିଚାରଧୀନ କଏଦୀ ଭାବେ ଫୁଲବାଣୀ ଜିଲ୍ଲା କାରାଗାର କୁ ପଠାଇଥିଲେ l  ବୁଧବାର କନ୍ଧମାଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ପ୍ରତିବାଦରେ ଗୁରୁବାର  ମେଡ଼ିକାଲ ଛକଠାରେ ରାସ୍ତାରୋକ ହୋଇଛି। ମୃତକଙ୍କ ପରିବାର ଓ ଗ୍ରାମବାସୀ ମିଶି ପ୍ରତିବାଦ କରିଛନ୍ତି l  ଶତାଧୂକ ଲୋକ ମେଡ଼ିକାଲ ସାମ୍ନାରେ ମୁଖ୍ୟ ରାସ୍ତା ଉପରେ ବସି ରହିବା ଫଳରେ ଏହି ରାସ୍ତା ଦେଇ ଯାତାୟତ ବାଧାପ୍ରାପ୍ତ ହୋଇଛି।
ସୂଚନାଯୋଗ୍ୟ, ମଙ୍ଗଳବାର ସ୍ଥାନୀୟ ମଣ୍ଡଳ କାରାଗାରରେ

ଥିବା ବିଚାରାଧୀନ କଏଦୀ ଫିରିଙ୍ଗିଆ ଥାନା ଅନ୍ତର୍ଗତ ଡିମିରିଗୁଡା ଗ୍ରାମର ଅଭିରାମ ଦିଗାଲଙ୍କୁ ଅସୁସୁ ଅବସ୍ଥାରେ ଜେଲ କର୍ତ୍ତୃପକ୍ଷ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟରେ ଭର୍ତ୍ତୀ  କରିଥିଲେ। ତେବେ ବୁଧବାର ଚିକିତ୍ସାଧୀନଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା । ଜେଲରେ ଶାରୀରିକ ନିର୍ଯାତନା ଦିଆଯିବା ଯୋଗୁଁ ତାଙ୍କର ମୃତ୍ୟୁ ହୋଇଥ‌ିବା ଅଭିଯୋଗ କରିଛନ୍ତି ପରିବାର ଲୋକେ। ଏନେଇ ମୃତକଙ୍କ ଭାଇ ସ୍ଥାନୀୟ ଟାଉନ ଥାନାରେ ଏତଲା ଦେଇଛନ୍ତି। ଦୋଷୀ ଜେଲ  କର୍ମଚାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି । ଏହି ରାସ୍ତାରୋକରେ ବିଜେପିର ଲୋକସଭା ପ୍ରାର୍ଥୀ ସୁକାନ୍ତ ପାଣିଗ୍ରାହୀ, ବିଧାନସଭା ପ୍ରାର୍ଥୀ ଉମାଚରଣ ମଲ୍ଲିକ, ପୂର୍ବତନ ବିଧାୟକ ଦେବେନ୍ଦ୍ର କହଁର ପ୍ରମୁଖ ସାମିଲ ହୋଇଥ‌ିବା ଦେଖ‌ିବାକୁ ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳିତ   04-Oct-2026
  ଜିଲ୍ଲା  
ବଡ଼ମାଳ ହାଇସ୍କୁଲରେ ନୂତନ ପ୍ରଧାନଶିକ୍ଷକଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା   04-Oct-2026
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026

You Might Also Like