-+91-9937148622 |

prerana_bgr@rediffmail.com |

  Monday 15th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ    (15-Jun-2026)       ||      ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   (15-Jun-2026)       ||      ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   (15-Jun-2026)       ||      ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   (15-Jun-2026)       ||      ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ    (15-Jun-2026)       ||      ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   (15-Jun-2026)       ||      ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   (15-Jun-2026)       ||      ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   (15-Jun-2026)       ||      ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   (15-Jun-2026)       ||      *କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   (15-Jun-2026)       ||      ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   (15-Jun-2026)       ||      ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   (15-Jun-2026)       ||      ୱାଇ.ସି. ଡି.ଏ ଦ୍ଵାରା ଆଠଗାଁ ଗ୍ରାମ ରେ ଶିଶୁ ସ୍ବାସ୍ଥ୍ୟ ମେଳା ଏବଂ ରଜ ଉତ୍ସବ,   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      କଚେରୀ ଛକରେ ଟ୍ରାଫିକ ଷ୍ଟାଣ୍ଡିଂ ସେଡ୍‌ର ଶୁଭ ଉଦଘାଟନ, ଆଗାମୀ ଦିନରେ ସମସ୍ତ ସିଗନାଲରେ ନିର୍ମାଣ ହେବ ସେଡ୍   (14-Jun-2026)       ||      *ସୋନପୁର ଷ୍ଟେଟବ୍ୟାଙ୍କ ପକ୍ଷରୁ ରକ୍ତଦାନ ଶିବିର*-;   (14-Jun-2026)       ||      ତାଳଦଣ୍ଡା କେନାଲ୍ ପାଚେରି ନିର୍ମାଣରେ ସାଙ୍ଘାତିକ ଦୁର୍ନୀତି । କାମ ସରିନି ୨ କୋଟି ଟଙ୍କା ଖର୍ଚ୍ଚ ହେଲା କିପରି ।ଆଉ ୧୫ ଦିନ ପରେ ଚାକିରିରୁ ଅବସର ନେବେ ।ଭିଜିଲାନ୍ସ ତଦନ୍ତ ପାଇଁ ଦାବି ।   (14-Jun-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ରେ ବିଶ୍ୱ ରକ୍ତ ଦାତା ଦିବସ ଓ ରକ୍ତ ଦାନ ଶିବିର ଅନୁଷ୍ଠିତ*   (14-Jun-2026)       ||      ଜୈନ ତେରାପନ୍ଥ ଯୁବକ ପରିଷଦର ନୂତନ ଅଧ୍ୟକ୍ଷ ହେଲେ ସାମ୍ବାଦିକ ମନୋଜ କୁମାର ଜୈନ   (14-Jun-2026)       ||      ଆଉ ମାତ୍ର କିଛି ଘଣ୍ଟା ପରେ ବରପାଲି ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ । ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ।   (14-Jun-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁରରେ ଧୁମ୍ ଧାମରେ ପାଳିତ ହେଲା ରାମ ଶ୍ରୀ ନବମୀ ପର୍ବ

18-Apr-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ସୋନପୁର ସହର ମଝିପଡା ସ୍ଥିତ ରାମଜୀ ମନ୍ଦିର ଠାରେ ଶ୍ରୀ ରାମ ନବମୀ ଅବସରରେ ପୂଜାର୍ଚ୍ଚନା ସହ ହୋମ , ଅଷ୍ଟ ପ୍ରହରୀ ନାମଯଜ୍ଞ ଓ ନଗର କୀର୍ତ୍ତନ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି। ଏହି ଯଜ୍ଞ ରେ କର୍ତ୍ତା ଭାବେ ଶ୍ରୀ ଚମରା ରାମ ତ୍ରୀପାଠୀ ଓ ଖିତିଶୁତା ତ୍ରିପାଠୀ କାର୍ଯ୍ଯ ତୁଳାଇ  ଥିବା ବେଳେ ମୁଖ୍ୟ ପୂଜକ ଭାବେ ଡୁଗୁ ମିଶ୍ର ଓ ଚୈତନ୍ୟ ପୁଝାରୀ କାର୍ଯ୍ୟ ତୁଳାଇ ଥିଲେ l ଶହ ଶହ ଭକ୍ତ ଶ୍ରଦ୍ଧାଳୁ ଧାଡ଼ି ବାନ୍ଧି ଶ୍ରୀରାମ ପ୍ରଭୂ ଙ୍କ ଦର୍ଶନ କରି ପ୍ରଭୂ କୃପା ଲାଭ କରିଥିବା ବେଳେ ରାମଜୀ ମନ୍ଦିର କମିଟି ର ବରିଷ୍ଠ ସଦସ୍ୟ ବୃନ୍ଦାବନ ଦଳାଇ, ମନବୁଧ ଭୋଇ, ପଦ୍ମ ନାଭ ପାଢ଼ୀ, ଭକୋଡୋ ସ୍ବାଇଁ, ଲଡୁ କିଶୋର ମଲ୍ଲିକ, ପୀୟୁଷ ପଣ୍ଡା, ପ୍ରତାପ ଦାଶ, ବିକାଶ ପଣ୍ଡା, ସନ୍ତୋଷ ପାଢ଼ୀ ପ୍ରମୁଖ ସହଯୋଗ କରିଥିଲେ l  ପ୍ରକାଶ ଥାଉ କି ଦୀର୍ଘ ୬୩ ବର୍ଷ ଧରି ସୋନପୁର ମଝିପଡ଼ା ଠାରେ ଏହି ରାମ ନବମୀ ଉତ୍ସବ ଓ ନାମ ଯଜ୍ଞ ପାଳନ ହୋଇ ଆସୁଛି l ଏଵଂ ସ୍ୱର୍ଗୀୟ ଘାସୀ ରାମ ତ୍ରୀପାଠୀ ଓ ଚମରା ସାହୁ  ଏହାର ପ୍ରତିଷ୍ଠାତା ସଭ୍ୟ ଥିବା ସୂଚନା ମିଳିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ସପ୍ତଶଯ୍ୟା ମହୋତ୍ସବରେ ବାଲିଗୁଡା ର ନୃତ୍ୟ ଶ୍ରୀ ଡ୍ୟାନ୍ସ ଏକାଡେମୀ ଉଚ୍ଚକୋଟିର ନୃତ୍ୟ ପ୍ରଦର୍ଶନ କରି ସମ୍ମାନିତ   15-Jun-2026
  ଜିଲ୍ଲା  
ପୌର ନିଗମରେ ଇଂଜିନିୟର୍‌ଙ୍କ ବଦଳି ନାହିଁ ଇଂଜିନିୟରିଂ ବିଭାଗରେ ୩୦ ବର୍ଷ ଧରି କାମ କରୁଛନ୍ତି l   15-Jun-2026
  ଜିଲ୍ଲା  
ରାଜେନ୍ଦ୍ର ଡ୍ୟାମର ବିକାଶପାଇଁ ବିଧାୟକଙ୍କୁ ଭେଟିଲେ ପ୍ରତିନିଧିଦଳ   15-Jun-2026
  ଜିଲ୍ଲା  
ତାଳପଦରରେ ଥମୁନି ଚୋରି: ବାରମ୍ବାର ଘଟଣା ସତ୍ତ୍ୱେ ଚୋରଙ୍କୁ ଧରିବାରେ ବିଫଳ ବିଜେପୁର ପୋଲିସ !   15-Jun-2026
  ଜିଲ୍ଲା  
ପଶ୍ଚିମ ଓଡିଶା ଗୀତିକାର ସଂଘ ଦ୍ୱିତୀୟ ଵୈଠକ ଅନୁଷ୍ଠିତ ~~~~~~~~~~~~~ପଦ୍ମଶ୍ରୀ ବିନୋଦ ପଶାୟତଙ୍କୁ ଜୀବନବ୍ୟାପୀ ସାଧନା ସମ୍ମାନ   15-Jun-2026
  ଜିଲ୍ଲା  
ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି   15-Jun-2026
  ଜିଲ୍ଲା  
ଗତିରାଉତପାଟଣାରେ ବହୁମୁଖୀ ଷ୍ଟାଡିୟମର ଶିଳାନ୍ୟାସ|   15-Jun-2026
  ଜିଲ୍ଲା  
ଏକ ମାସ ହେଲା ଠିକାଦାର ରାସ୍ତା ମଝିରେ ଖୋଳି ଛାଡ଼ି ଛୁ, ସାଧାରଣ ଲୋକ ଖାଲରେ ପଡି ମଲେକେତେ ଗଲେ କେତେ ଗେଲ୍ ଇଣ୍ଡିଆର ଯାଏ ଆସେ କଣ ।   15-Jun-2026
  ଜିଲ୍ଲା  
ମାହେଶ୍ୱରୀ ସଂଗଠନର ବାର୍ଷିକ ଉତ୍ସବ   15-Jun-2026
  ଜିଲ୍ଲା  
*କନ୍ୟାଶ୍ରମ ନିକଟରେ ୨ବାଇକ ଧକା ଜଣେ ଗୁରୂତର ୪ଆହତ*   15-Jun-2026
  ଜିଲ୍ଲା  
ବାରପାଳି ୨୨ ମୌଜାର ଇଷ୍ଟଦେବତା ଶ୍ରୀ ଶ୍ରୀ ବୁଢାରାଜାଙ୍କ ମନ୍ଦିରର ମୁଖ୍ୟ ପୂଜକ ଭାବେ ଅଭିଷିକ୍ତ ହେଲେ ଶ୍ରୀଯୁକ୍ତ ହେରାମ୍ବ ସିଂ ପୁଝାରୀ   15-Jun-2026
  ଜିଲ୍ଲା  
ଚାଉଳିଆଗଞ୍ଜ ଖେଳ ପଡ଼ିଆରେ ରଜ ମହୋତ୍ସବ ଉଦ୍‌ଘାଟିତ |   15-Jun-2026

You Might Also Like