-+91-9937148622 |

prerana_bgr@rediffmail.com |

  Friday 4th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   (03-Sep-2026)       ||      ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   (03-Sep-2026)       ||      ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ    (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ    (03-Sep-2026)       ||      ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   (03-Sep-2026)       ||      *ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   (03-Sep-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   (03-Sep-2026)       ||      ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି    (03-Sep-2026)       ||      ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   (03-Sep-2026)       ||      ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ    (03-Sep-2026)       ||      *ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   (03-Sep-2026)       ||      ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   (03-Sep-2026)       ||      ୩୭ଟି ପ୍ରକଳ୍ପକୁ ଇଡ଼କୋ ର ଜମି ବଣ୍ଟନ କମିଟିର ଅନୁମୋଦନ   (03-Sep-2026)       ||      ଶୌଚ ଯିବା ହେଲା କାଳ♦️ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ   (03-Sep-2026)       ||      ବଙ୍ଗୋମୁଣ୍ଡା ଓ ମୁରିବାହାଲରେ Green Eagle Army ପକ୍ଷରୁ ବନମହୋତ୍ସବ   (03-Sep-2026)       ||      ଉପାନ୍ତ ଅଂଚଳରେ ସରକାରୀ ଯୋଜନା ନାଁ ରେ ସରକାରୀ ଅର୍ଥର ବାଟମାରଣା    (03-Sep-2026)       ||      ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ♦️ ନବାଗତ ଛାତ୍ରଛାତ୍ରୀଙ୍କୁ ଭବ୍ୟ ସ୍ୱାଗତ, ଶିକ୍ଷା ଓ ସଫଳତାର ସଙ୍କଳ୍ପ   (03-Sep-2026)       ||      ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ସଂସ୍କୃତ ସପ୍ତାହ ଦିବସ ପାଳିତ   (03-Sep-2026)       ||      ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ଦ୍ୱିତୀୟ ଦିବସ    (02-Sep-2026)       ||      *ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||     

HOME   ଶି‍କ୍ଷା ଓ ନିଯୁକ୍ତି

ବିକାଶ ଲ’ ସ୍କୁଲ୍ ରେ “ଖାଉଟି ଦିବସ” ଶୀର୍ଷକ ୱେବିନାର୍‌

24-Dec-2020



ବରଗଡ଼(ମୁକୁନ୍ଦ ଦାସ)- ବିକାଶ ଲ’ ସ୍କୁଲ୍ ରେ ଜାତୀୟ ଖାଉଟି ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମଟି ବିକାଶ ଲ’ ସ୍କୁଲ୍ ର ପ୍ରିନ୍ସିପାଲ୍ ଡ.ବିକ୍ରମ କୁମାର ଦାସ ଙ୍କ ପୌରୋହିତ୍ୟରେ ସୂଚାରୁରୂପେ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ରିସୋର୍ସ୍ ପର୍ସନ୍ ଭାବରେ ରାଜନନ୍ଦଗାଓଁ, ଛତିଶଗଡ଼ ର ପି.ଟି.କେ.ଏଲ୍‌.ଏସ୍‌. ଆଇନ୍ ମହାବିଦ୍ୟାଳୟ ଅଧ୍ୟାପକ ଡ. ଶ୍ରୀମାଂଶୁ କୁମାର ଦାଶ ଯୋଗଦାନ କରି ନିଜର ବକ୍ତବ୍ୟ ପରିବେଷଣ କରିଥିଲେ । ତାଙ୍କ ବକ୍ତବ୍ୟରେ ସେ “ନିଓ-କଞ୍ଜ୍ୟୁମରିଜମ୍ ଏଣ୍ଡ୍ ଲ’ ” ଉପରେ ସୃଜନାତ୍ମକ ବିବରଣୀ ପ୍ରଦାନ କରିବା ସହିତ ଛାତ୍ରଛାତ୍ରୀମାନଙ୍କୁ ଏହି ଆଇନ୍ ଉପରେ ସାଧାରଣ ଲୋକଙ୍କୁ ସଚେତନ କରିବା ପାଇଁ ପ୍ରେରଣା ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ଲ’ ସ୍କୁଲ୍ ର ସମସ୍ତ ଛାତ୍ରଛାତ୍ରୀ ତଥା ଅଧ୍ୟାପକ ଶ୍ରୀ ଶିବାନନ୍ଦ ସାହୁ, ଶ୍ରୀ ନୟନଜ୍ୟୋତି ଦାସ ଓ ଶ୍ରୀ ଅଭିନନ୍ଦନ ଖୁଣ୍ଟିଆ ଅଂଶଗ୍ରହଣ କରିଥିଲେ । ଶେଷରେ ଅଧ୍ୟାପକ ଶ୍ରୀ ଜୈମିନୀ କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । 
 


News Comment




Photo in News

Advertisment
Lastest News
  ଜିଲ୍ଲା  
ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ସାଧାରଣ ପରିଷଦର ବୈଠକ   03-Sep-2026
  ଜିଲ୍ଲା  
ଜାତୀୟ ସମ୍ମାନ ରେ ସମ୍ମାନୀତ ହେଲେ ଏଡ଼ିଇଓ ସେବାଶ୍ରୀ ଭୋଇ   03-Sep-2026
  ଜିଲ୍ଲା  
ପ୍ରାଧ୍ୟାପକଙ୍କ ପି.ଏଚ. ଡ଼ି. ଲାଭ   03-Sep-2026
  ଜିଲ୍ଲା  
ସିନିୟର ଜିଲ୍ଲା ନକ୍ଆଉଟ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ - 2026 ର ତୃତୀୟ ଦିବସ   03-Sep-2026
  ଜିଲ୍ଲା  
ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍ ଉଦଘାଟିତ ♦️ ଦଳଗତ ବାଳକ ବିଭାଗ ଫାଇନାଲ ରେ ଓଡିଶା ଓ ଉତ୍ତରାଖଣ୍ଡ   03-Sep-2026
  ଜିଲ୍ଲା  
*ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ଚକ୍ଷୁ ଦାନ ସମ୍ପର୍କିତ ଆଲୋଚନା*   03-Sep-2026
  ରାଜନୀତି  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ହଡପ ଜମି ଫେରାଇବା ବ୍ୟବସ୍ଥା କରନ୍ତୁ ଉପ ମୁଖ୍ୟମନ୍ତ୍ରୀ -ନରସିଂହ   03-Sep-2026
  ଜିଲ୍ଲା  
ପମ୍ପ ଡ୍ରାଇଭର ଓ ଏସିଏମ ଙ୍କୁ ପ୍ରାପ୍ୟ ପ୍ରଦାନ ଦାବି   03-Sep-2026
  ଜିଲ୍ଲା  
ବରପାଲିରେ ବ୍ଳକ ସ୍ତରୀୟ ଯାଦବ ସମାଜର ସାର୍ବଜନୀନ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଓ ନନ୍ଦୋତ୍ସଵ ପାଳନ ପାଇଁ କଲସ ଶୋଭା ଯାତ୍ରା   03-Sep-2026
  ଜିଲ୍ଲା  
ରାଜ୍ୟ ଯୋଗାଣ ନିଗମ ପ୍ରତିଷ୍ଠା ଦିବସ ପାଳିତ   03-Sep-2026
  ଜିଲ୍ଲା  
*ନୀଳଲତା ସାହୁ ଙ୍କ ସ୍ମୃତିଚାରଣ ସଭା*   03-Sep-2026
  ଜିଲ୍ଲା  
ଗରଡୁଗୁଡା ଠାରେ ଜିଲ୍ଲା ପରଜା ସମାଜ ବିକାଶ ପରିଷଦର ୨୮ ତମ ପ୍ରତିଷ୍ଠା ଦିବସ ପାଳିତ*   03-Sep-2026

You Might Also Like

           
  ଶି‍କ୍ଷା ଓ ନିଯୁକ୍ତି  

୯୩% ମାର୍କ ରଖ୍ ସଫଳତା ପାଇଲେ ସନ୍ଦୀପ

           
  ଶି‍କ୍ଷା ଓ ନିଯୁକ୍ତି  

ଆଜିଠାରୁ ହେବ ସକାଳୁଆ ସ୍କୁଲ