-+91-9937148622 |

prerana_bgr@rediffmail.com |

  Sunday 4th October 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   (03-Oct-2026)       ||      କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   (03-Oct-2026)       ||      ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   (03-Oct-2026)       ||      ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   (03-Oct-2026)       ||      ‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   (03-Oct-2026)       ||      ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   (03-Oct-2026)       ||      ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   (03-Oct-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   (03-Oct-2026)       ||      ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ    (03-Oct-2026)       ||      ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା    (03-Oct-2026)       ||      ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   (03-Oct-2026)       ||      ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   (03-Oct-2026)       ||      ବୁଢ଼ୀପଦର୍ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଅବସରରେ ଗ୍ରାମସଭା ଅନୁଷ୍ଠିତ    (03-Oct-2026)       ||      ବରପାଲି ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତି ଜୟନ୍ତୀ ପାଳନ   (03-Oct-2026)       ||      ଶ୍ରିଗୀଡା ରେ ବରିଷ୍ଠ ନାଗରିକ ଦିବସ ପାଳିତ   (03-Oct-2026)       ||      ବରପାଲି ରେଳୱେ ଓଭରବ୍ରିଜ୍‌ରେ ଭାରୀ ଯାନ ଚଳାଚଳ ନିୟନ୍ତ୍ରଣ ଦାବି ,ଜିଲ୍ଲାପାଳ ବିଧାୟକ ଓ ସାଂସଦଙ୍କୁ ଚିଠି ଲେଖିଲେ ପ୍ରଦ୍ୟୁମ୍ନ   (03-Oct-2026)       ||      ରକ୍ତଦାନ ଉତ୍ସବ ଚାଲିଥିବା ବେଳେ ଅସହାୟ ବୃଦ୍ଧାଙ୍କ ଶବ ସତ୍କାର କଲା ନିଷ୍ଠା ପରିବାର   (03-Oct-2026)       ||      *ଡାବୁଗାଁ ବ୍ଲକରେ ଗାନ୍ଧୀ ଜୟନ୍ତୀରେ ଅବହେଳିତ ଗାନ୍ଧୀଙ୍କ ପ୍ରତିମୂର୍ତ୍ତି।*   (03-Oct-2026)       ||      ଜିଲ୍ଲା ସ୍ତରୀୟ ଫୁଟବଲ ଚମ୍ପିୟାନସିପ୍ ର ଦ୍ୱିତୀୟ ଦିବସ    (03-Oct-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||     

HOME   ରାଜନୀତି

ବିଜେପି ବିଧାୟକ ପ୍ରାର୍ଥୀ ଗୋପାଳଜୀ ବିଭିନ୍ନ ଗ୍ରାମରେ ନିର୍ବାଚନୀ ପ୍ରଚାର , ରାଜ୍ୟରେ ଡବଲ ଇଂଜିନ୍ ସରକାର ଆସିଲେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗରିବ କଲ୍ୟାଣକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରିବ

18-Apr-2024



ବଲାଙ୍ଗିର(ଚିତ୍ରସେନ ବେହେରା ): ନିର୍ବାଚନ ଯେତେ ପାଖେଇ ଆସୁଛି ବିଜେପି ତାର ନିର୍ବାଚନୀ ପ୍ରଚାରକୁ ସେତେ ଜୋରଦାର୍ କରିବାରେ ଲାଗିଛି l ତୃଣମୂଳସ୍ତରରେ ଭୋଟର ମାନଙ୍କୁ ରାଜ୍ଯ ସରକାର ଙ୍କ ଅପାରଗତା ସମ୍ପର୍କରେ ଅବଗତ କରିବା ସହ ଆଗାମୀ ଦିନରେ ଭ୍ରଷ୍ଟାଚାରୀ ବିଜେଡି ସରକାରଙ୍କୁ ଭୋଟର ଉଚିତ ଜାବାବ ଦେବେ ବୋଲି ବିଜେପି ଦୃଢୋକ୍ତି ପ୍ରକାଶ କରିଛି l ଏହି କ୍ରମରେ ଆଜି ସକାଳେ ବଲାଙ୍ଗିର ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେପି ବିଧାୟକ ପ୍ରାର୍ଥୀ ଗୋପାଲଜୀ

ପାଣିଗ୍ରାହୀ    ଭଇନଶା, ରାନୀପାଲି ଫାସଡ଼, ସକମା,ମନହୀରା ,କୁତୁରାପାଲି, ରାଇପାଲି ଏବଂ ନିକଟବର୍ତ୍ତୀ ଅନ୍ୟାନ୍ୟ ଗ୍ରାମର ଘରକୁ ଘର ବୁଲି ଆଗାମୀ ନିର୍ବାଚନରେ ତାଙ୍କୁ ଭୋଟ ଦେବାପାଇଁ ନିବେଦନ କରିଥିଲେ l ରାଜ୍ୟରେ ଡବଲ ଇଂଜିନ୍ ସରକାର ଆସିଲେ କେନ୍ଦ୍ର ସରକାରଙ୍କ ବିଭିନ୍ନ ଗରିବ କଲ୍ୟାଣକାରୀ ଯୋଜନା ଲୋକଙ୍କ ପାଖରେ ପହଞ୍ଚି ପାରିବ ବୋଲି ଶ୍ରୀ ପାଣିଗ୍ରାହୀ କହିଥିଲେ l କେନ୍ଦ୍ର ସରକାରଙ୍କ 'ହର  ଘର ନଲ'  ଯୋଜନା ଆଜି ରାଜ୍ୟରେ ଲୋକଙ୍କ ପାଇଁ ଅପହଞ୍ଚ ହୋଇଛି । ବଲାଙ୍ଗିର ଜିଲ୍ଲାରେ ଦୁଇ ପ୍ରମୂଖ ରାଜନୈତିକ ଦଳ କେବଳ ନିଜର ପାରିବାରିକ ସ୍ୱାର୍ଥ ପାଇଁ

ରାଜନୀତି କରୁଥିବା ବେଳେ ଏକ ସାଧାରଣ ପରିବାରରୁ ଆସିଥିବା ଜଣେ ସଂଗ୍ରାମୀ ତଥା ଗରିବ ନିଷ୍ପେଷିତ ଙ୍କ ନେତାଙ୍କୁ ଆପଣ ନିର୍ବାଚନରେ ବିଜୟ କରlନ୍ତୁ ବୋଲି ଶ୍ରୀ ପାଣିଗ୍ରାହୀ ଲୋକଙ୍କୁ ନିବେଦନ କରିଥିଲେ l ପ୍ରତ୍ୟେକ ଗ୍ରାମର ଶତାଧିକ ଜନସାଧାରଣ ବିଧାୟକ ପ୍ରାଥୀ ଗୋପାଲଜୀ ଙ୍କୁ ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ଦେବା ସହ ଆଗାମୀ ନିର୍ବାଚନ ରେ  ବଲାଙ୍ଗିର ରେ ବିଜେପି  ର ବିଜୟ ବାନା ଉଡାଇବାକୁ ଶପଥ ନେଇଥିଲେ l ବିଜେପି ବିଧାୟକ ପ୍ରାର୍ଥୀ ଶ୍ରୀ ପାଣିଗ୍ରାହୀଙ୍କ ଗସ୍ତ ବେଳେ  ବରିଷ୍ଠ ବିଜେପି କର୍ମୀ ନୀଳମଣି ସେଠ୍ ,ମଣ୍ଡଳ ସଭାପତି ବିଶ୍ଵଜିତ ବେହେରା , ନରେଶ ଅଗ୍ରୱାଲ , ଅଜିତ ବେହେରା, ପରମେଶ୍ଵର ସ୍ଵାଇଁ , ଶ୍ରୀକାନ୍ତ ବେହେରା ,  ଋତୁରାଜ ପ୍ରଧାନ, ରାହୁଲ ପାଣିଗ୍ରାହୀ, ବିଭାଷ ଘଡେଇ, ସୁଶାନ୍ତ ରାଉତ , ରିତେଇ ପଟେଲ , ରଞ୍ଜନ ସିଂହ ଶତାଧିକ ବିଜେପି ସମର୍ଥକ ସାମିଲ ହୋଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ଗ୍ରାମ ପଞ୍ଚାୟତ ରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସ୍ୱତନ୍ତ୍ର ଗ୍ରାମସଭା   03-Oct-2026
  ଜିଲ୍ଲା  
କୁଡ଼ାପଡାରେ କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ(୪ର୍ଥ) ଅନୁଷ୍ଠିତ   03-Oct-2026
  ଜିଲ୍ଲା  
ବିଜେପି ପକ୍ଷରୁ ସେବା ସଂକଳ୍ପ ଅଭିଯାନ ରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୭୩ ୟୁନିଟ ସଂଗୃହିତ।   03-Oct-2026
  ଜିଲ୍ଲା  
ନବରଙ୍ଗପୁର ଜିଲ୍ଲା ଯୁବ ରେଡକ୍ରସ ର ଜିଲ୍ଲା ସ୍ତରୀୟ କାର୍ଯ୍ୟକାରିଣୀ ବୈଠକ- ୨୦୨୬ ଅନୁଷ୍ଠିତ *"ଆସ ଖାଇବାକୁ ଦେବା" - ଅଭିଯାନ ର ଶୁଭାରମ୍ଭ*   03-Oct-2026
  ଜିଲ୍ଲା  
‘ପ୍ରେରଣା’ର  ୱେବ ପୋର୍ଟାଲ ତଥା ଡିଜିଟାଲ ମିଡ଼ିଆ ର ଷଷ୍ଠ ପ୍ରତିଷ୍ଠା ଦିବସ   03-Oct-2026
  ଜିଲ୍ଲା  
ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ପାଣ୍ଡରିଡୁଙ୍ଗରି ଗ୍ରାମରେ ବିଜେଡି ପକ୍ଷରୁ ପଦଯାତ୍ରା   03-Oct-2026
  ଜିଲ୍ଲା  
ମାୟାବର୍ହା ହାଇସ୍କୁଲରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ :ପଥ ପ୍ରାନ୍ତ ନାଟକ ପ୍ରଦର୍ଶନ   03-Oct-2026
  ଜିଲ୍ଲା  
ମଣ୍ଟେସୋରୀ ପବ୍ଲିକ ସ୍କୁଲ ରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ, ସ୍ୱଚ୍ଛତା ରେଲି ଆୟୋଜିତ   03-Oct-2026
  ରାଜ୍ୟ  
ଆଭାସୀ ମାଧ୍ୟମରେ ଗାନ୍ଧୀ ଜୟନ୍ତୀ ଉପଲକ୍ଷେ ସଦଭାବନା ବୈଠକ   03-Oct-2026
  ଜିଲ୍ଲା  
ପବିତ୍ର ଗାନ୍ଧି ଜୟନ୍ତୀ ଉପଲକ୍ଷେ ହେଲୋ କିଡ୍ସ ପ୍ଲେ ସ୍କୁଲରେ ଫେନସି ଡ୍ରେସ ପ୍ରତିଯୋଗିତା   03-Oct-2026
  ଜିଲ୍ଲା  
ଆଜି ଶନିବାର♦️ ମାଁ ର ମମତାର ପର୍ବ ପୁଅ ଜିଉଁତିଆ   03-Oct-2026
  ଜିଲ୍ଲା  
ସୁନ୍ଦରଗଡ଼ଠାରେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ପାଳିତ   03-Oct-2026

You Might Also Like