-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ଶ୍ୟାମା ଶ୍ୟାମ ସତ୍‌ସଙ୍ଗ, ବଲାଙ୍ଗୀର ଶାଖା ଆନୁକୂଲ୍ୟରେ ରାମ ନବମୀ ଉତ୍ସବ ପାଳିତ

19-Apr-2024



ବାଲାଙ୍ଗୀର,-ଶ୍ୟାମା ଶ୍ୟାମ ସତସଙ୍ଗ ବଲାଙ୍ଗୀର ଶାଖା ପକ୍ଷରୁ ରାମ ନବମୀ ଉତ୍ସବ ଅତି ଆନନ୍ଦମୟ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି । ସକାଳୁ ଦୈନିକ ପ୍ରାର୍ଥନା, ଆରତୀ ଓ ବନ୍ଦନା,ପରେ ସାଧନା ଆରମ୍ଭ ତଥା ଦିନ ୧୨ଟା ସମୟରେ ରାମ ଲାଲାଙ୍କ ଜନ୍ମ ଓ ଅଭିଷେକ କାର୍ଯ୍ୟକ୍ରମ ସଂପାଦିତ ହୋଇଥିଲା । ଶ୍ରୀରାମ ଲାଲାଙ୍କୁ ଘଂଟ, ଶଙ୍ଖ ଓ ହୁଳହୁଳି ଧ୍ୱନୀ ସହ ଶତାଧିକ ଶ୍ରଦ୍ଧାଳୁ ଭଗବତୀ ଲକୋନୀ ପରିକ୍ରମା କରାଇ ମୁଖ୍ୟପୂଜାସ୍ଥଳୀକୁ ନେଇଥିଲେ । ସେଠାରେ ତାଙ୍କୁ ଗଙ୍ଗାଜଳ ତଥା ଦୁଗ୍ଧ ସ୍ନାନ କରି ସୁବେଶ କରାଇ ସୁସଜ୍ୱିତ ପାଲଙ୍କିରେ ବିରାଜିତ କରାଯାଇଥିଲା । ତତ୍‌ପଶ୍ଚାତ ସମସ୍ତ ଶ୍ରଦ୍ଧାଳୁ ମାନେ ମହାଆଳତି ପର୍ବ ସଂପାଦିତ କରିଥିଲେ । ପରେ ପରେ ସଙ୍ଗୀତମୟ ପରିବେଶରେ ମହାଭୋଗ ଓ ବଧାଇ ପର୍ବ ସହ ସଦ୍‌ଗୁରୁ କୃପାଳୁଜୀଙ୍କ ଚରଣ ପାଦୁକା ପୂଜନକ୍ରମରେ ପ୍ରସାଦ ସେବନ ସହ ଏକ ସାମୟିକ ବିରତି କରାଯାଇଥିଲା ।   
କାର୍ଯ୍ୟକ୍ରମର ଦ୍ୱିତୀୟ ପର୍ବ ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ରାମ ଭଜନ, ଗୁରୁ ବନ୍ଦନା ଏବଂ ୫ଟା ୩ଠରେ ଶ୍ୟାମରସ ପାନ କରାଯାଇଥିଲା ।  ସଂଧ୍ୟା ୬ଟା ୩ଠ ରୁ ରାତି ୮ଟା ୩ଠ ପର୍ଯ୍ୟନ୍ତ ଭଜନ,କୀର୍ତ୍ତନ, ସଂଧ୍ୟା ଆଳତି ଓ ପ୍ରସାଦ ଲାଗି ଅନୁଷ୍ଠିତ ହୋଇଥିଲା । ରାତି ୯ଟାରେ ସମସ୍ତ ଶ୍ରଦ୍ଧାଳୁ ପ୍ରସାଦ ସେବନ କରିଥିଲେ । ସମସ୍ତ ଭକ୍ତ ମାନଙ୍କର ଆନ୍ତରିକ ସହଯୋଗ ରେ କାର୍ଯ୍ୟକ୍ରମଟି ସୁଚାରୁ ରୂପରେ ସଂପନ୍ନ ହୋଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like