-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||     

HOME   ଜିଲ୍ଲା

ଶବକୁ ସମ୍ମାନ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ଲକ୍ଷ୍ୟ; ପ୍ରଥମେ ଉଦ୍ଧାର କରି ଚିକିତ୍ସା ଠାରୁ ଅନାହାରରେ ମୃତ୍ୟୁ ପରେ ପଚା ଶବକୁ ଉଠାଇ ଅନ୍ତିମ ସଂସ୍କାର ପର୍ଯ୍ୟନ୍ତ ଅସହାୟ ସାଥିରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ"

19-Apr-2024



ବଲାଙ୍ଗିର (ଚିତ୍ରସେନ ବେହେରା ): ଗତ ୧୬ ଏପ୍ରିଲରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ଦ୍ଵାରା ଉଦ୍ଧାର କରାଯାଇଥିବା ଅସହାୟ ଯୁବକଙ୍କ ଶବର ଆଜି ଶେଷ ସଂସ୍କାର କରାଯାଇଥିଲା। ଔପଚାରିକତା ଦୃଷ୍ଟିରୁ ପୋଲିସ ପକ୍ଷରୁ ଶବକୁ ବ୍ୟବଚ୍ଛେଦ ପରେ ୭୨ ଘଣ୍ଟା ପର୍ଯ୍ୟନ୍ତ ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲସ୍ଥିତ ଶବ ସଂରକ୍ଷଣ କେନ୍ଦ୍ରରେ ସଂରକ୍ଷିତ ରଖାଯାଇଥିଲା। ଦାୟିତ୍ୱରେ ଥିବା ପୋଲିସ ଅଧିକାରୀ ଗିରି ଧାରୀ ରାକ୍ସା ଓ ଅଶ୍ବିନୀ ଘିବେଲାଙ୍କ ଉପସ୍ଥିତିରେ ଆଜି ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନର ସୁମିତ ମିଶ୍ର, ସନ୍ତୋଷ ପଟ୍ଟନାୟକ, ଗୋବିନ୍ଦ ଚନ୍ଦ୍ର ଶତପଥୀ, ରୂପକ ପ୍ରଧାନ, ସୀମାଞ୍ଚଲ ସୁନା ଓ ସରୋଜ ଜାଲ ପ୍ରମୁଖ ଶବକୁ ସଂରକ୍ଷଣ କେନ୍ଦ୍ରରୁ ସ୍ୱର୍ଗରଥ ଯୋଗେ ପ୍ରଥମେ ବଲାଙ୍ଗିର-ଟିଟିଲାଗଡ ରୋଡସ୍ଥିତ ଚମଡା ଗୋଦାମ ପଛପଟ ମୁକ୍ତିଧାମକୁ ନେଇ ଯାଇଥିଲେ। ସେଠାରେ ଜେସିବି ସାହାଯ୍ୟରେ ଗାତ ଖୋଳାଯାଇ ଉକ୍ତ ୭/୮ ଦିନ ପୁରୁଣା ଶବକୁ ବାୟୁ ସଂକ୍ରମଣ ରକ୍ଷା ଦୃଷ୍ଟିରୁ ଦାହ କରିବା ପରିବର୍ତ୍ତେ ମାଟିରେ ପୋତି ଶେଷ ସଂସ୍କାର କରାଯାଇଥିଲା। ପୋଲିସ ଏବଂ ସଂଗଠନର ସଦସ୍ୟଙ୍କ ଦ୍ଵାରା ଏକ ନୀରବ ଶାନ୍ତି ପ୍ରାର୍ଥନା କରାଯାଇ ସେହି ଅସହାୟ ଶବକୁ ଶେଷ ସମ୍ମାନ ଦିଆଯାଇଥିଲା।

ଏଠି ସୂଚନାଯୋଗ୍ୟ ଯେ, ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ପ୍ରଥମେ ୪ ଏପ୍ରିଲରେ ଅଖିଆ ଅପିଆ ଅସୁସ୍ଥ ନିର୍ବସ୍ତ୍ର ପଡି ରହିଥିବା ଜଣେ ଅସହାୟ ଯୁବକକୁ ସାଲେପାଲିସ୍ଥିତ ଏକ ପରିତ୍ୟକ୍ତ ଘରୁ ଉଦ୍ଧାର କରି ଭୀମ ଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଥିଲା। ସାମାନ୍ୟ ସୁସ୍ଥ ହେବା ପରେ ଯୁବକ ଜଣକ ହସ୍ପିଟାଲରୁ ଡିସଚାର୍ଜ ନ ହୋଇ ମଧ୍ୟ ପୁଣି ସେହି ପରିତ୍ୟକ୍ତ ଘରକୁ ଚାଲି ଆସି ଆଶ୍ରୟ ନେଇଥିଲେ। ବାପା ଅନ୍ୟ ରାଜ୍ୟରେ ଦାଦନ ଖଟୁଥିବା ବେଳେ ମାଁଙ୍କର ମୃତ୍ୟୁ ପରେ ଯୁବକ ଜଣକ ସାମାନ୍ୟ ମାନସିକ ଭାରସାମ୍ୟ ହରାଇ ବସିଥିଲେ। ରକ୍ଷଣାବେକ୍ଷଣ ଅଭାବ ଏବଂ ଖାଦ୍ୟ ଅଭାବରୁ ଯୁବକଙ୍କର ଜୀବନ ଚାଲିଯାଇଥିଲା। ୪/୫ ଦିନ ପରେ ଦୁର୍ଗନ୍ଧ ହେବାରୁ ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପୋଲିସ ଉପସ୍ଥିତିରେ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ସେହି ପୋକ ସାଲୁବାଲୁ ପଚା ଶବକୁ ପିପିଇ କିଟ୍ ପିନ୍ଧି ଉଦ୍ଧାର କରି ଶବ ସଂରକ୍ଷଣ କେନ୍ଦ୍ରରେ ସଂରକ୍ଷିତ ରଖି ଫେରିଥିଲା। ଆଜି ସେହି ଅସହାୟ ଶବର ଶେଷ ସଂସ୍କାର ମଧ୍ୟ ବଲାଙ୍ଗିର ସ୍ବେଚ୍ଛାସେବୀ ସଂଗଠନ ଦ୍ୱାରା କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026

You Might Also Like