-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||     

HOME   ଜିଲ୍ଲା

ନିର୍ବାଚନୀ ଖର୍ଚ୍ଚ ତଦାରଖ ଅଧିକାରୀଙ୍କ ଦ୍ଵିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ -

19-Apr-2024



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ )
 ସାଧାରଣ ନିର୍ବାଚନ ୨୦୨୪ କୁ ସ୍ୱଚ୍ଛ, ଅବାଧ, ନିରପେକ୍ଷ ଓ ବ୍ୟବସ୍ଥିତ ଭାବେ ସମ୍ପାଦନ କରିବା ନିମନ୍ତେ ଜିଲ୍ଲା ସ୍ତରରେ  ବିଭିନ୍ନ ଅଧିକାରୀ ଙ୍କୁ ନିୟୋଜିତ ପୂର୍ବକ ଦାୟିତ୍ୱ ପ୍ରଦାନ କରାଯାଇଛି l ନିୟୋଜିତ ଅଧିକାରୀ ଯେପରି ପ୍ରଦତ୍ତ  ଦାୟିତ୍ୱକୁ ସଠିକ ଓ ସୁଚାରୁରୂପେ ସମ୍ପାଦନ କରିପାରିବେ ସେଥିପାଇଁ ପ୍ରଶାସନ ତରଫରୁ ନିର୍ବାଚନ ପ୍ରଶିକ୍ଷକ ଙ୍କ ଦ୍ୱାରା ନିର୍ବାଚନ ଆୟୁକ୍ତ ଭାରତଙ୍କ ଦିଶା ନିର୍ଦେଶ ଅନୁସାରେ ପ୍ରଦତ୍ତ ନିର୍ବାଚନ ସମ୍ୱନ୍ଧୀୟ ଆଇନର ଅନୁପାଳନ କୁ ସଠିକ କାର୍ଯ୍ୟକାରିତା, ତଦାରଖ ଓ ପରିଚାଳନା ନିମନ୍ତେ ପ୍ରଶିକ୍ଷଣ ପ୍ରଦାନ କରାଯାଉଛି l ଆଜି ଏହି ପରିପ୍ରେକ୍ଷୀରେ ସୁବର୍ଣ୍ଣପୁର ଜିଲ୍ଲା ର ଦୁଇଟି ବିଧାନସଭା ନିର୍ବାଚନ ମଣ୍ଡଳୀ ୬୪- ବୀରମହାରାଜପୁର (ସଂ),୬୫- ସୋନପୁର ( ସାଧାରଣ ) ତଥା ୧୦- ବଲାଙ୍ଗୀର ଲୋକ ସଭା ସଂସଦୀୟ କ୍ଷେତ୍ର ନିମନ୍ତେ ଆସନ୍ତା ମେ ୨୦ ତାରିଖ ରେ ମତଦାନ ଅନୁଷ୍ଠିତ ହେବ l ଏଣୁ ନିର୍ବାଚନକୁ ନିରପେକ୍ଷ ଓ ବ୍ୟବସ୍ଥିତ ପରିଚାଳନା ନିମନ୍ତେ ନିୟୋଜିତ ନିର୍ବାଚନ ଖର୍ଚ୍ଚ ତଦାରଖ ଅଧିକାରୀ ଓ ନିର୍ବାଚନ ରେ ଅବତୀର୍ଣ ରାଜନୈତିକ ପ୍ରାର୍ଥୀଙ୍କ ପ୍ରତିନିଧି ଙ୍କୁ ଖର୍ଚ୍ଚ ପରିଚାଳନାର ଵିଧି ବ୍ୟବସ୍ଥା ଉପରେ ଜିଲ୍ଲା ସ୍ତରୀୟ ଦ୍ଵିତୀୟ ପର୍ଯ୍ୟାୟ ପ୍ରଶିକ୍ଷଣ ପ୍ରଦାନ କରାଯାଇଛି l ଟିମ ନୋଡାଲ ଅଧିକାରୀ ତଥା ସି ଡି ଓ ଶ୍ରୀ ଅଶ୍ୱିନୀ କୁମାର ମେହେର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଖର୍ଚ୍ଚ ତଦାରଖ ପ୍ରଶିକ୍ଷଣ ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିବା ବେଳେ ପ୍ରଶିକ୍ଷକ ଭାବେ ସି ଟି ଜି ଏସ ଟି ବିକାଶ ରଞ୍ଜନ ମହାନ୍ତି ଓ ଜିଲ୍ଲା କୋଷାଗାର ଅଧିକାରୀ ସଂଗ୍ରାମ କେଶରୀ ଦଳେଇ  ପ୍ରଶିକ୍ଷଣ ପ୍ରଦାନ କରିଥିଲେ l ଆଜି ପ୍ରଶିକ୍ଷଣରେ ଜିଲ୍ଲା ନିମନ୍ତେ ସାଧାରଣ ନିର୍ବାଚନରେ ନିୟୋଜିତ ୦୮ଗୋଟି ଏସ ଏସ ଟି ଟିମ, ୦୨ ଗୋଟି ଭିଏସ ଟି ଟିମ,୦୮ଗୋଟି ଏଫ ଏସ ଟି ଟିମ, ୦୨ ଗୋଟି ଭି ଭି ଟି ଟିମ ର ନୋଡାଲ ଅଧିକାରୀ ଙ୍କ ସହ ସଦସ୍ୟ ଅଧିକାରୀ, ଏକାଉଣ୍ଟିଂ ଟିମ ର ଅଧିକାରୀ, ସଦସ୍ୟ ଅଧିକାରୀ,  ବିଭିନ୍ନ ରାଜନୈତିକ ଦଳ ର ପ୍ରତିନିଧି, ଉଭୟ ବିଧାନସଭା ନିର୍ବାଚନ ମଣ୍ଡଳୀ ର ନିର୍ବାଚନ ଅଧିକାରୀ ତଥା ଉପଜିଲ୍ଲାପାଳ, ସହକାରୀ ଖର୍ଚ୍ଚ ପର୍ଯ୍ୟବେକ୍ଷକ, ଡେପୁଟି ଜିଲ୍ଲାପାଳ, ନିର୍ବାଚନ ଶାଖା ପ୍ରମୁଖ ଉପସ୍ଥିତ ରହି ପ୍ରଶିକ୍ଷଣ ନେଇଥିଲେ l ସମସ୍ତ ଟିମ ବିଜ୍ଞପ୍ତି ପ୍ରକାଶ ଦିନ ଠାରୁ ଚବିଶ ଘଣ୍ଟିଆ କାର୍ଯ୍ୟକାରି କରିବାକୁ ଥିବାବେଳେ ନିର୍ବାଚନ ଘୋଷଣା ଠାରୁ ଜିଲ୍ଲା ନିମନ୍ତେ ଗଠିତ ଫ୍ଲାଇଙ୍ଗ ସ୍କୁୱାର୍ଡ ଚବିଶ ଘଣ୍ଟିଆ କାର୍ଯ୍ୟକାରୀ କରୁଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026

You Might Also Like