-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||     

HOME   ରାଜନୀତି

ଚୁଡ଼ାପାଲି ର ଭୋଇପାଲି , ସାରସପିଟା ଗ୍ରାମ, ଢୁଳୁସର ଗ୍ରାମ ର ଗଣ୍ଡ ସମାଜ ର ୪୩ ଜଣ ରୁ ଉର୍ଦ୍ଧ ବଲାଙ୍ଗିର ବିଜେଡି ରେ ସାମିଲ

19-Apr-2024



ବଲାଙ୍ଗିର(ପ୍ରେରଣା ଖବର ): ବଲାଙ୍ଗୀର, ବଲାଙ୍ଗିର ସଦର ବ୍ଲକ ଅନ୍ତର୍ଗତ ଚୁଡ଼ାପାଲିର ଭୋଇ ପଲିସାରସପିଟା ଗ୍ରାମ, ଢୁଳୁସର ଗ୍ରାମର ଗଣ୍ଡ ସମାଜର  ୪୩ ଜଣରୁ ଉର୍ଦ୍ଧ କଂଗ୍ରେସ ଓ ବିଜେପି ସମର୍ଥିତ  ବଲାଙ୍ଗିର ବିଜେଡ଼ିରେ ସାମିଲ୍‌ ହୋଇଛନ୍ତି । ବଲାଙ୍ଗିର ଶୈଳଶ୍ରୀ ପେଲେସ୍‌ରେ ଆୟୋଜିତ ମିଶ୍ରଣ ପର୍ବରେ  ନିରଞ୍ଜନ ଧରୁଆ, ଗଣ୍ଡ ସମାଜ ଚୁଡ଼ାପାଲି ସର୍କଲ ଓ ବିଜେଡି ର ବରିଷ୍ଠ ନେତା କୁଳମଣି ମେହେର ନେତୃତ  ରେ ବଲାଙ୍ଗିର ବିଜେଡ଼ି ବିଧାୟକ ପ୍ରାର୍ଥୀ କଳିକେଶ ନାରାୟଣ ସିଂହଦେଓ ଙ୍କ ନେତୃତ୍ବ   ଓ ବିକାଶ କାର୍ଯ୍ୟ କୁ ଦେଖି ସମସ୍ତେ  ବିଜେଡ଼ିରେ ମିଶିଛନ୍ତି । ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନୀତି ଓ ଆଦର୍ଶରେ ଓ ବିକାଶ ର କାମ କୁ  ଅନୁପ୍ରାଣିତ ହୋଇ ଗଣ୍ଡ ସମାଜ ବିଜେଡ଼ିରେ ସାମିଲ୍‌ ହୋଇଥିବା ମତବ୍ୟକ୍ତ କରିଛନ୍ତି । ନୂତନ ଭାବେ ବିଜେଡ଼ିରେ ଯୋଗଦାନ କରିଥିବା ସଦସ୍ୟମାନେ ଆହୁରି କହୁଛନ୍ତି ଯେ, ବିଜେଡ଼ି ତୃଣମୂଳ ସ୍ତରରେ ବିକାଶକୁ ଗୁରୁତ୍ୱ ଦେବା ସହ ଓଡ଼ିଶାବାସୀଙ୍କୁ ସମସ୍ତ ଦିଗରେ ସମୃଦ୍ଧ କରିବା ପାଇଁ କାମ କରୁଛି । ବିଜେଡ଼ିର ଏଭଳି ଜନହିତକର କାର୍ଯ୍ୟକ୍ରମରେ ଅନୁପ୍ରାଣିତ ହୋଇ ବିଜେଡ଼ିକୁ ଆହୁରି ବଳିଷ୍ଠ କରିବା ପାଇଁ ସମସ୍ତେ  ବିଜେଡ଼ିରେ ମିଶିଛନ୍ତି । ବଲାଙ୍ଗିର ବିଧାୟକ ପ୍ରାର୍ଥୀ କଳିକେଶ ନାରାୟଣ ସିଂହ ଦେଓ ସମସ୍ତ ନୂତନ ସଦସ୍ୟଙ୍କୁ ଫୁଲତୋଡ଼ା ଓ ଉତ୍ତରୀୟ ଦେଇ ସ୍ୱାଗତ ଜଣାଇଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026

You Might Also Like