-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||     

HOME   ଜିଲ୍ଲା

ବିଜେପିର ଶକ୍ତି ପ୍ରଦର୍ଶନ ଓ ମିଶ୍ରଣ ପର୍ବ

20-Apr-2024



ତୁଷୁରା (ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ଗୁଡଭେଲାବ୍ଲକ ଅନ୍ତର୍ଗତ ଜାମୁଟ ଗ୍ରାମର ସପ୍ତାହିକ ବଜାର ପଡିଆ ଠାରେ  ବିଜେପିର ଏକ ବିଶାଳ ନିର୍ବାଚନ ସଭା ସହ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇ ଯାଇଛି। ଭାଜପାର ଟିଟିଲାଗଡ ନିର୍ବାଚନ ମଣ୍ଡଳୀର ବିଧାୟକ ପ୍ରାର୍ଥୀ ନବୀନ ଜୈନ ପ୍ରଥମେ ଗୁଡଭେଲା ମହକୁମା ଠାରୁ ଏକ ଭବ୍ଯ ମଟର ସାଇକେଲ ଶୋଭାଯାତ୍ରାରେ  ରାଣିମାଳ, ଘୁନା, ତରଙ୍ଗମୁଣ୍ଡା ଗ୍ରାମରେ ଲୋକ ସମ୍ପର୍କ କରି ଜାମୁଟ ଠାରେ ପହଞ୍ଚି ଥିଲେ। ଆରସି ଡୁଙ୍ଗରି ଠାରେ ଘୂନା, ଜାମୁଟ, ବିରାମୁଣ୍ଡା, ଗମ୍ଭାରୀଗୁଡା ଗ୍ରାମପଞ୍ଚାୟତର ଯାଦବ ସମାଜ ପକ୍ଷରୁ ଶ୍ରୀ ଜୈନଙ୍କୁ ଫୁଳମାଳ ଦେଇ ସ୍ବାଗତ କରିଥିଲେ। ଜାମୁଟ ଠାରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ ଅଶୋକ ଚନ୍ଦ୍ର ଦୋରାଙ୍କ ସଭାପତିତ୍ବରେ  ଏକ  ନିର୍ବାଚନ ସଭା ଅନୁଷ୍ଠିତ ହେଇଥିଲା। ଏହି ସଭାରେ ଦଳୀୟ ପ୍ରାର୍ଥୀ ନବୀନ ଜୈନ ଦଳକୁ ସୁଦୃଢ କରିବା ସହ ଡବଲ ଇଞ୍ଜିନ ସରକାର ଗଢିବା ପାଇଁ ଦୁଇଟି ଦଳୀୟ ଚିହ୍ନରେ ଭୋଟ ଦେବାକୁ ଉପସ୍ଥିତ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ। ଏହି କାର୍ଯ୍ୟକ୍ରମରେ ବ୍ଲକଉପାଧ୍ୟକ୍ଷ ଟୁକୁରାମ ପାଣିଗ୍ରାହୀ,ଗମ୍ଭାରୀଗୁଡା ଗ୍ରାମପଞ୍ଚାୟତ ପିଙ୍କି ବେସରା, ଘୁନା ଗ୍ରାମପଞ୍ଚାୟତ ସରପଞ୍ଚ କବିତା ମହାନନ୍ଦ, ବିରାମୁଣ୍ଡା ଗ୍ରାମପଞ୍ଚାୟତ ସରପଞ୍ଚ ସଞ୍ଜୁକ୍ତା ପ୍ରଧାନ, ଗମ୍ଭୀରୀଗୁଡା , ଜାମୁଟ ଗ୍ରାମପଞ୍ଚାୟତ ସରପଞ୍ଚ ଭାବସିଂ ମାଝି, ସମିତିସଭ୍ଯ ଉଜ୍ଜ୍ବଳ ଭୋଇ, ବିଜେପିର ଜିଲ୍ଲା ଉପସଭାପତି ଦିନବନ୍ଧୁ ବେହେରା, ଗୁଡଭେଲା ମଣ୍ଡଳ ସଭାପତି ସତ୍ଯବାନ ବାଗ, ସମରା ମଣ୍ଡଳ ସଭାପତି ଭ୍ରମର ସେଠ, ବିଜେପି ନେତା ରଣୁ ଗୋପାଳ ସାହୁ, ବିଜେପି ଜିଲ୍ଲା ମହିଳା ମେର୍ଚ୍ଚା ଉପସଭାନେତ୍ରୀ ସୁଲୋଚନା ମଲ୍ଲିକ, ମହିଳା ମୋର୍ଚ୍ଚା ମଣ୍ଡଳ ସଭାନେତ୍ରୀ ମାଧୁରୀ ମୁଦୁଲି, ଓବିସି ମୋର୍ଚ୍ଚା ଜିଲ୍ଲା ସଭାପତି ଅକ୍ଷୟ ରଣା ମଞ୍ଚାସିନ ଥିଲେ। ବିଭିନ୍ନ ଦଳର ଶତାଧିକ କର୍ମୀ ପ୍ରଧାନମନ୍ତ୍ରୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ଭାଜପାରେ ଯୋଗଦାନ ଦେଇଥିବା ବେଳେ ନୂତନ ସମସ୍ତ କର୍ମୀଙ୍କୁ ଶ୍ରୀ ଜୈନ ଫୁଳମାଳ ଓ ଦଳୀୟ ଉତ୍ତରାୟଣ ଦେଇ ସ୍ବାଗତ କରିଥିଲେ ।  ରୁଷୁଡା,ରିଖିରିଆ, ବର୍ଲା, କନକପଦର, କପସିଲା ଆଦି ଗ୍ରାମରେ ନିର୍ବାଚନୀ ସଭା କରିବା ସହ ଶ୍ରୀ ଜୈନ ଭୋଟ ଭିକ୍ଷା କରିଥିଲେ। ଈଶ୍ବର ବାଗ, ମହେଶ କେଡିଆ, ମୁଲାରୀ କେଡିଆ, ଜିତେନ୍ଦ୍ର ମହାପାତ୍ର, ରମା ମହାପାତ୍ର ଆଦି ବହୁ କର୍ମୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026

You Might Also Like