-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||      ଓମ୍ଫେଡର ୨୯ତମ ସାଧାରଣ ପରିଷଦ ବୈଠକ ଶେଷ • ୨୦୨୬-୨୭ରେ ୧୩୦୦ କୋଟି ଟଙ୍କା କାରବାର ଲକ୍ଷ୍ୟ • ଦୁଗ୍ଧ ସଂଗ୍ରହ ଓ ବିପଣନ ବ୍ୟବସ୍ଥା ସମ୍ପ୍ରସାରଣ ଉପରେ ଗୁରୁତ୍ୱ · ଚାଷୀଙ୍କ ଆର୍ଥିକ ବିକାଶକୁ ପ୍ରାଥମିକତା   (01-Oct-2026)       ||      ମା କୁଶଙ୍ଗାଇ ଙ୍କ ଷୋହଳ ପୂଜା ପାଇଁ ପ୍ରସ୍ତୁତି ବୈଠକ   (01-Oct-2026)       ||      *ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମ*   (01-Oct-2026)       ||      ବରପାଲି ଗଙ୍ଗାଧର କଳା ପରିଷଦ ତରଫରୁ ନୁଆଁ ଖାଇ ଭେଟଘାଟ କାର୍ଯ୍ୟକ୍ରମ - ୨୦୨୬   (01-Oct-2026)       ||     

HOME   ଜିଲ୍ଲା

ଭିଜିଲାନ୍ସ ଜାଲରେ ବିଇଓ ଅଫିସ କିରାଣି

20-Apr-2024



ବୌଦ୍ଧ(ଜୟାନନ୍ଦ ମିଶ୍ର): ଜଣେ ଶିକ୍ଷୟିତ୍ରୀଙ୍କଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୌଦ୍ଧ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଛି। ଏହାସହିତ ବିଇଓ ଙ୍କୁ ପଚରାଉଚରା କରିଛି।ସୂଚନାନୁସାରେ  ହରଭଙ୍ଗା ବ୍ଲକ ବୁରୁଚୁଡା ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟିତ୍ରୀ ଅନସୂୟା ନାୟକଙ୍କ ନାମରେ ପ୍ରୋସିଡିଂ ହୋଇଥିଲା। ଉକ୍ତ ଫାଇଲକୁ କ୍ଲିଅର କରିବା ପାଇଁ ସେ ବହୁ ସମୟରେ ବିଇଓ ଅଫିସକୁ ଆସୁଥିଲେ । ଦୌଡ଼ି ଦୌଡ଼ି ନୟାନ୍ତ ହେବା ପରେ ବି କାମ ହୋଇ ନ ଥିଲା ଉକ୍ତ ଫାଇଲ କ୍ଲିୟର ପାଇଁ ବରିଷ୍ଠ କିରାଣି ରବୀନ୍ଦ୍ର ନାଥ ପାଢ଼ୀ କୁଆଡେ ତାଙ୍କୁ ୪୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। କିନ୍ତୁ ଶିକ୍ଷୟିତ୍ରୀ ଏ ନେଇ ବୌଦ୍ଧ ଭିଜିଲାନ୍ସର ଦ୍ଵାରସ୍ଥ ହୋଇଥିଲେ। ଯୋଜନା ମୁତାବକ ଶୁକ୍ରବାର ଶିକ୍ଷୟିତ୍ରୀଙ୍କ ଠାରୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ରବୀନ୍ଦ୍ରଙ୍କୁ ଭିଜିଲାନ୍ସ ଟିମ୍ ଧରିଥିଲା। ଏହାପରେ ତାଙ୍କ ବୁଟୁପାଲି ବାସ ଭବନରେ ଭିଜିଲାନ୍ସ ରେଡ୍ କରାଯାଇଛି । ହରଭଙ୍ଗା ବ୍ଲକ ଶିକ୍ଷାଅଧୂକାରୀ ଅଜୟ କୁମାର ଲୋହାଙ୍କୁ ମଧ୍ୟ ଫୁଲବାଣୀ ଭିଜିଲାନ୍ସ ଅଫିସରେ ପଚରା ଉଚରା କରାଯାଇଛି। ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026
  ଜିଲ୍ଲା  
ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   01-Oct-2026
  ଜିଲ୍ଲା  
ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା   01-Oct-2026
  ଜିଲ୍ଲା  
ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   01-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   01-Oct-2026

You Might Also Like