-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ମେଦନା ଗ୍ରାମରେ ଅବକାରୀ ବିଭାଗର ଚଢ଼ାଉ12 ଲିଟର ବିଦେଶୀ ମଦ ଜବତ,ଜଣ ଗିରଫ

20-Apr-2024



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,)
ଡାବୁଗାଁ ଥାନା ଅଧୀନ ମେଡ଼ନା ଗ୍ରାମରେ  ଅବକାରୀ ବିଭାଗ ଚଢ଼ାଉ କରି 12ଲିଟର ବିଅର  ମଦ ଜବତ କରିବା ଶହ ଜଣକୁ ଗିରଫ କରିଛି । ଅବକାରୀ ବିଭାଗ ଅଧିକ୍ଷକ ଅଭିରାମ ବେହେରାଙ୍କ ନିର୍ଦ୍ଦେଶ କ୍ରମେ ଏବଂ  ଅବକାରୀ ବିଭାଗ ନିରୀକ୍ଷକ ରଞ୍ଜୁଲତା ବାରିକଙ୍କ ତତ୍ତ୍ଵାବଧାନରେ ଆଜି ଅପରାହ୍ନ 3 ଘଣ୍ଟା ସମୟରେ ଏହି ଚଢ଼ାଉ କରାଯାଇଥିଲା।ଏହି ଚଢ଼ାଉ ରେ ଡାବୁଗାଁ ଅବକାରୀ ବିଭାଗ ଉପ ନିରୀକ୍ଷକ ବୁଲୁ ପାତ୍ର, ସହ ଉପ ନିରୀକ୍ଷକ ଏସ. କେ. ପଣ୍ଡା, ସୁରେଖା ଭତ୍ରା, ଶ୍ରୀକାନ୍ତ ବିଶୋଇ ପ୍ରମୁଖ ଉପସ୍ଥିତ ଥିଲେ । ଏନେଇ ମେଦାନ ଗ୍ରାମର ହିରେନ୍ଦ୍ର ଗୌଡ଼ଙ୍କ ନାମରେ ଡାବୁଗାଁ ଅବକାରୀ କାର୍ଯ୍ୟାଳୟ କେସ ନଂ 12/24-25 ରେ ମାମଲା ରୁଜୁ ହୋଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like