-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ପଲସାଗୋରାରେ ବିଜେପିର ବଡ଼ ମିଶ୍ରଣ ପର୍ବ ଧର୍ମେନ୍ଦ୍ରଙ୍କ ଉପସ୍ଥିତିରେ ଶତାଧିକ ନେତା ଧରିଲେ ପଦ୍ମ

20-Apr-2024



କଣ୍ଟାମାଳ(ଜୟ କୁମାର ମହାରଣାଙ୍କ ରିପୋର୍ଟ): ବୌଦ୍ଧ ଜିଲ୍ଲା କଣ୍ଟାମାଳ ବିଧାନସଭା ନିର୍ବାଚନ ମଣ୍ଡଳୀର ପଲସାଗୋରା ଠାରେ ବିଜେପି ର ବିଶାଳ ଜନସମାବେଶ ସହିତ ମିଶ୍ରଣ ପର୍ବରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ   l  ଆୟୋଜିତ ସମାବେଶ ଓ ମିଶ୍ରଣ ପର୍ବରେ ମାନ୍ୟବର କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ସମସ୍ତଙ୍କ ସହଯୋଗ କାମନା କରିବା ସହିତ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନରେ ବିଜୟ ଲାଭ ନେଇ ସମ୍ପୂର୍ଣ ଆଶାବାଦୀ ବୋଲି ମତବ୍ୟକ୍ତ କରିଥିଲେ l ମକରପଡ଼ିଆ ଠାରେବିଶାଳ ଜନ ସମାବେଶଓ ଆୟୋଜିତ ଏକ ମିଶ୍ରଣ ପର୍ବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗ ଦେଇ ବିଜେଡିଦଳର ଅସନ୍ତୁଷ୍ଟ ଓ

କଂଗ୍ରେସ ଦଳର ଅସନ୍ତୁଷ୍ଟ ଅନେକ ନେତାଙ୍କୁ ବିଜେପି ଦଳରେ ସ୍ୱାଗତ କରିଥିଲେ l ବୌଦ୍ଧ ବ୍ଲକ ଅଧକ୍ଷ ପ୍ରିୟଦର୍ଶୀ ପ୍ରତ୍ୟୁଷ ରଥ, କିଶୋର ମେହେର , ଖଲିଆପାଲି ପଂଚାୟତ ର ସମିତିସଭ୍ୟ କେଦାର ସାହୁ,ସତ୍ୟନାରାୟଣ ମାଝୀ, ରମେଶ ସାହୁ, ବୀଣାପାଣି ସାହୁ, ଦପଳା ସରପଞ୍ଚ ଅନ୍ନପୂର୍ଣ୍ଣା ମହାକୁଡ଼, ସୁଶୀଲପୁରୋହିତ, ବିଜିତପ୍ରଧାନ, ରାମହରୀ ପ୍ରଧାନ,ରେଙ୍ଗାଲି ପଂଚାୟତ ର ପୂର୍ବତନ ସମିତିସଭ୍ୟପୁର୍ଣ ସାହୁସାରଥୀ ସାହୁ,ପୟୋଧର ମହାକୁଡ଼, ଖମନମୁଣ୍ଡାସରପଞ୍ଚ ଅଳକାପ୍ରଧାନ, ଜେମାକାନ୍ତ ନାୟକ, ଶିବଶଙ୍କର କର୍ଣ୍ଣ, ଶାନ୍ତନୁ ଥାର୍ଟି, ପଲସା ଗୋରା ପୂର୍ବତନ ସରପଞ୍ଚ ଗିରିଶ ଦଳବେହେରା ,ଙ୍କ ସମତେ ୭୫ ଜଣ ବିଜେପି ରେ ସାମିଲ ହୋଇଥିଲେ l ସାମିଲ ହୋଇଥିବା କର୍ମୀମାନଙ୍କୁ ପୁଷ୍ପଗୁଛ,ବିଜେପି ର ଉପଢୌକନଓ ଟୋପି ଦେଇ ବିଜେପିର ବରିଷ୍ଟନେତାମାନଙ୍କ ଦ୍ୱାରା ସମର୍ଦ୍ଧିତ କରାଯାଇଥିଲା l ଜିଲ୍ଲା ସଭାପତି ବିପ୍ରଚରଣ ମହାନ୍ତି ଙ୍କ ଅଧକ୍ଷତା ରେ ଆୟୋଜିତ ବିଶାଳ ଜନ ସମାବେଶଓ ମିଶ୍ରଣ ପର୍ବରେ ବିଜେପି ର ବିଧାୟକ ପ୍ରାର୍ଥୀ କହ୍ନେଇ ଚରଣ ଡାଙ୍ଗ, ସାଂସଦ ପ୍ରାର୍ଥୀ ସୁକାନ୍ତ ପାଣିଗ୍ରାହୀ, ଲୋକସଭା ପ୍ରଭାରୀ ନିରଞ୍ଜନ ମିଶ୍ର, ବିଧାନସଭା ପ୍ରଭାରୀ ପ୍ରେମାନନ୍ଦ ମିଶ୍ର, ଯୁବନେତା ଓମପ୍ରକାଶ ମିଶ୍ର, ରାକେଶ ତ୍ରିପାଠୀ,ଶେଷ କୁମାର ମେହେର ନବୀନ କୁମାର ମହାପାତ୍ର, ମାଗୁଣି ଗାଈଗୋଉରିଆ, ପଦ୍ମଚରଣ ଦାସ,ଚିତ୍ତରଞ୍ଜନ ପlତ୍ର, ଜିଲ୍ଲା ପରିଷଦ ସଭ୍ୟl ପଦ୍ମାଳୟା ପ୍ରଧାନ ମଞ୍ଚାସିନ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like