-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ବିଜେଡି ର କର୍ମୀ ସମ୍ମିଳନୀ ଓ ମିଶ୍ରଣ ପର୍ବ

20-Apr-2024



ନବରଙ୍ଗପୁର(ମିହିର ଶଙ୍କର ପାତ୍ର) ଡାବୁଗାଁ ବ୍ଳକ ଡଙ୍ଗରିଗୁଡ଼ା ଗ୍ରାମ ପଞ୍ଚାୟତ ସଦର ମହକୂମା ରେ କର୍ମୀ ସମ୍ମିଳନୀ ଓ ବୋରିପଦର ରେ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି l ଏହି ଅବସରରେ ଡାବୁଗାଁ ବିଧାୟକ ତଥା ବିଧାୟକ ପ୍ରାର୍ଥୀ ମନୋହର ରନ୍ଧାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ସରକାରଙ୍କ ଯୋଜନା ଉପରେ ବ୍ୟାପକ ଆଲୋଚନା କରି କର୍ମୀମାନଙ୍କୁ ତଥା ଜନସାଧାରଣ ଙ୍କୁ ସୂଚନା ଦେଇଥିଲେ l ଆଗାମୀ ନିର୍ବାଚନରେ ଆମକୁ ଯେପରି ଅଧିକରୁ ଅଧିକ ଭୋଟ ମିଳିବ, ଶତ ପ୍ରତିଶତ ଜିତିବା ସେଥିପ୍ରତି ସଜାଗ ହେବା ପାଇଁ କର୍ମୀ ମାନଙ୍କୁ ପରାମର୍ଶ ଦେଇଥିଲେ l ଉକ୍ତ ଦୁଇଟି କାର୍ଯ୍ୟକ୍ରମ ରେ ଡାବୁଗାଁ ବିଜେଡି ବ୍ଳକ ସଭାପତି ସୁରେନ୍ଦ୍ର କୁମାର ମିଶ୍ର ଙ୍କ ସଭାପତିତ୍ବରେ ସାଂସଦ ପ୍ରତିନିଧି ଏମ୍ ଆପା ରାଓ, ବିଧାୟକ ପ୍ରତିନିଧି ଏମ୍ ବୁଲୁ ରାଓ, ପୂର୍ବତନ ଜିଲ୍ଲା ପରିଷଦ ସଭ୍ଯ ବିଜୟ ବେହେରା, ଜିଲ୍ଲା ପରିଷଦ ସଭ୍ୟ ଗୁପ୍ତ ବିଶୋୟୀ,ପଞ୍ଚାୟତ ସମିତି ଉପାଧ୍ଯକ୍ଷ ସଦାନନ୍ଦ ନାୟକ, ପୂର୍ବତନ ଡାବୁଗାଁ ସରପଞ୍ଚ ତଥା ଡାବୁଗାଁ ଗ୍ରାମ ପଞ୍ଚାୟତ ସଭାପତି ବରିଷ୍ଠ ନେତା ଜୀ ପ୍ରକାଶ ରାଓ, ଡଙ୍ଗରିଗୁଡ଼ା ସରପଞ୍ଚ ରାମ କୁମାର ଗଣ୍ଡ, ଟି ମୁରଲୀ ରାଓ ପ୍ରମୂଖ ବହୁ ସଂଖ୍ୟାରେ ଉପସ୍ଥିତ ରହି ଥିବାବେଳେ ଉକ୍ତ ଗ୍ରାମର ପଲିତ୍ ସୁନା ଙ୍କ ସହ ଚଉଦଟି ପରିବାର ବିଜେଡି ର ନୀତି ଆଦର୍ଶ ଓ ବିଧାୟକ ଶ୍ରୀ ରନ୍ଧାରୀ ଙ୍କ ଲୋକ ପ୍ରିୟତା ଦେଖି ଖୁସି ହୋଇ ଏହି ଦଳରେ ସାମିଲ ହୋଇଥିଲେ l ବିଧାୟକ ଙ୍କ ସହ ଅନ୍ୟ ଅତିଥି ମାନଙ୍କ ଦ୍ଵାରା ଉତ୍ତରୀୟ ଓ ପୁଷ୍ପମାଲ୍ଯ ଦେଇ ସମ୍ମାନୀତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like