-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ରାଜନୀତି

ବଲାଙ୍ଗୀର ସହରରେ ବିଜେଡି ଯୁବକାର୍ଯ୍ୟକର୍ତ୍ତାଙ୍କ ବିଶାଳ ବାଇକରାଲି

21-Apr-2024



ବଲାଙ୍ଗୀର,ଆଜି ବଲାଙ୍ଗୀର ସହରରେ ବିଜେଡିଦଳର ଯୁବକାର୍ଯ୍ୟକର୍ତ୍ତାମାନେ ଏକ ବିଶାଳ ବାଇକରାଲି କରି ଦଳର ଶକ୍ତିପ୍ରଦର୍ଶନ କରିଛନ୍ତି । ଏଥିରେ ବଲାଙ୍ଗୀର ବିଧାୟକ ପ୍ରାର୍ଥି କଳିକେଶନାରାୟଣ ସିଂଦେଓ,ସାଂସଦ ପ୍ରାର୍ଥି ସୁରେନ୍ଦ୍ର ସିଂଭୋଇ,ଯୁବନେତା ଅର୍କେଶନାରାୟଣ ସିଂଦେଓ , ଜିଲ୍ଲା ଯୁବବିଜୁଜନତାଦଳର ସଭାପତି ରାଜେନ୍ଦ୍ର ହୋତା ଓ ଛାତ୍ର ବିଜେଡିର ଜିଲ୍ଲା ସଭାପତି ସୁମନ ନନ୍ଦଙ୍‌କ ନେତୃତ୍ୱରେ ପ୍ରାୟ ୨୦୦୦ରୁ ଅଧିକ ଯୁବକ ବାଇକରାଲି କରି ସହର ପରିକ୍ରମା କରିଥିଲେ । ସ୍ଥାନୀୟ କୋସଲଛକଠାରୁ ଏହି ଶୋଭାଯାତ୍ରା ବାହାରି ମହିଳାକଲେଜଛକ,ଭାଗିରଥି ଛକ,ବିକ୍ରମଛକ,ମସଜିଦଛକ,ସୁଦପଡାଛକ,ପାଟଣେଶ୍ୱରୀମନ୍ଦିର ଦେଇ ଜିଲ୍ଲାପାଳ କାର୍ଯ୍ୟାଳୟଛକ ଓ ପରେ କଲେଜଛକ,ଶାନ୍ତିପଡା,ଆରଟିଓଅଫିସଛକ,ନୂତନ ବସଟର୍ମିନାଲ,ତୁଳସୀନଗର,ରୁଗୁଡିପଡା,ପେଲେସଲାଇନ ଦେଇ ପୁଣି ଶୈଳଶ୍ରୀ ପ୍ୟାଲେସକୁ ପହଞ୍ଚିଥିଲା । ଦୀର୍ଘ ପ୍ରାୟ ୧୫କିମି ରାସ୍ତାର ଏହି ବାଇକରାଲି ସହରପରିକ୍ରମା କରି ବିଜେଡିଦଳ ତାର ଶକ୍ତି ପ୍ରଦର୍ଶନ କରିଛି । ଆଜିର ବାଇକ ରାଲି ଫଳରେ ମୁଖ୍ୟତଃ ଯୁବକାର୍ଯ୍ୟକର୍ତ୍ତା ବେଶି ପରିମାଣରେ ଉତ୍ସାହିତ ହୋଇଛନ୍ତି ବୋଲି କଳିକେଶ କହିଛନ୍ତି । ଗତ କିଛିଦିନ ହେଲା ଉଭୟ କଂଗ୍ରେସ ଓ ବିଜେଡି ମଧ୍ୟରେ ଶକ୍ତିପ୍ରଦର୍ଶନ କରି ନିଜର ଅସ୍ତିତ୍ୱ ଦେଖାଉଛନ୍ତି । ଚଳିତଥର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବଲାଙ୍ଗୀର ଜିଲ୍ଲାର କଣ୍ଟାବାଞ୍ଜି ଆସନରୁ ପ୍ରତିଦ୍ୱନ୍ଦିତା କରୁଥିବାରୁ ବିଜେଡି କାର୍ଯ୍ୟକର୍ତ୍ତା ଉତ୍ସାହିତ ଅଛନ୍ତି । ସେଥିପାଇଁ ଦଳୀୟ ପ୍ରଚାରକୁ ମଧ୍ୟ ଦ୍ୱିଗୁଣିତ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like