-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||     

HOME   ଜିଲ୍ଲା

‘ସ୍ବିପ୍ ଅଭିଯାନ’ରେ ଭୋଟର ସଚେତନତା:- ବାଇକ ସଚେତନତା ଶୋଭାଯାତ୍ରା ରେ ସାମିଲ ହେଲେ ଶତାଧିକ ନୂତନ ଭୋଟର ସହ ବୁଦ୍ଧିଜୀବୀ :- ଶତପ୍ରତିଶତ ମତଦାନ ଉପରେ ଗୁରୁତ୍ୱାରୋପ : ପ୍ରଶାସନ ର ବ୍ୟାପକ ପ୍ରଚାର ଓ ପ୍ରସାର ଯେପରି କେହି ଜଣେ ବି ଭୋଟର ମତଦାନ ରୁ ନିବୃତ ନ ରହିବେ :-

21-Apr-2024



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ ) ଜିଲ୍ଲା ରେ ଭୋଟ ହାର ବୃଦ୍ଧି ତଥା ଶତପ୍ରତିଶତ ମତଦାନ ପାଇଁ ଜନସାଧାରଣ ଓ ନୂତନ ଯୁବ ଭୋଟର ମଧ୍ୟରେ ସଚେତନ‌ତା ସୃଷ୍ଟି ଉପରେ ପ୍ରଶାସନ ପକ୍ଷରୁ ଗୁରୁତ୍ୱ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରଶାସନ ପକ୍ଷରୁ ସ୍ବିପ୍ ଅଭିଯାନରେ ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟକ୍ରମ ଅନୁଷ୍ଠିତ କରାଯାଉଛି । ବିଶେଷ କରି ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ପଥପ୍ରାନ୍ତ ନାଟକ, ଗୋଷ୍ଠୀ ବୈଠକ ଆୟୋଜନ, ସଚେତନତା ଶୋଭାଯାତ୍ରା କରାଯାଉଛି। ଜିଲ୍ଲାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ସଚେତନତା ସଭା ସହ ନିର୍ବାଚନ ସମ୍ୱନ୍ଧୀୟ ପୋଷ୍ଟର, ଚିତ୍ରାଙ୍କନ ଓ ବିଭିନ୍ନ ଶୈକ୍ଷିକ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଇ ସ୍ଥାନୀୟ ଯୁବ ତଥା ନୂତନ ମତଦାତାଙ୍କ ନିର୍ବାଚନ ରେ ସୁ ନିଶ୍ଚିତ ସାମିଲ କରାଯିବା ଉପରେ ଗୁରୁତ୍ୱାରୋପ କରାଯାଇ  ସକ୍ରିୟ ଭୋଟର ଅଂଶଗ୍ରହଣ ଉପରେ ଆଲୋଚନା କରାଯାଉଛି।
ଏହି ପରିପ୍ରେକ୍ଷୀରେ ଆଜି ସୋନପୁର ଉପଜିଲ୍ଲାପାଳ ତଥା ରିଟର୍ଣ୍ଣିଙ୍ଗ ଅଧିକାରୀ, ୬୫-ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଶ୍ରୀ ସୁରଜ କୁମାର ପଟ୍ଟନାୟକ ଙ୍କ ତତ୍ୱାବଧାନର ଅନ୍ତର୍ଗତ ସୋନପୁର ପୌରପରିଷଦ ଅଞ୍ଚଳରେ ଯୁବ ଭୋଟର, ଜିଲ୍ଲା ବଣିକ ସଂଘ ସଦସ୍ୟ, ବୁଦ୍ଧିଜୀବୀ ବିଭିନ୍ନ ସ୍ବେଛାସେବୀ ଅନୁଷ୍ଠାନ, ସରକାରୀ ଅଧିକାରୀ ପ୍ରମୁଖ ଶତାଧିକ ‘ସ୍ଵିପ୍ ଅଭିଯାନ'ରେ ସାମିଲ ପୂର୍ବକ ବାଇକ ରାଲି ରେ ବିଜୁ ପଟ୍ଟନାୟକ ଛକ ରୁ ବାହାରିଥିଲେ l ଏହି ରାଲି କୁ 
ଉପ ଜିଲ୍ଲାପାଳ ସୋନପୁର ସୁରଜ କୁମାର ପଟ୍ଟନାୟକ ସବୁଜ ପତାକା ପ୍ରଦର୍ଶନ ପୂର୍ବକ ଶୁଭାରମ୍ଭ କରିଥିଲେ l ଆଗକୁ ଜିଲ୍ଲାରେ ଶତ ପ୍ରତିଶତ ମତଦାନ ତଥା ନିରପେକ୍ଷ, ଅବାଧ ଓ ଶାନ୍ତି ଶୃଙ୍ଖଳା ସହ ନିର୍ବାଚନରେ ସାମିଲ ତଥା ସହଯୋଗ ପୂର୍ବକ ନିର୍ବାଚନ କୁ ସଫଳ କରିବା ନିମନ୍ତେ ପ୍ରଶାସନ ତରଫରୁ ଆଗକୁ ସ୍ୱିପ ଅଭିଯାନ ରେ ୱାକାଥନ୍, ସାଇକେଲ ରାଲି, ଦସ୍ତଖତ ଅଭିଯାନ, ପୋଷ୍ଟ କାର୍ଡ ମାଧ୍ୟମରେ ଚିଠି, ‘ନିର୍ବାଚନ ପାଠଶାଳା' , ଦଳଗତ ସଚେତନତା ଭିଭିକ କାର୍ଯ୍ୟକ୍ରମ  ଗ୍ରହଣ କରାଯାଇ ଭୋଟରଙ୍କୁ ନିଜ ମତଦାନ ସାବ୍ୟସ୍ତ ପାଇଁ ଅନୁପ୍ରାଣୀତ କରିବା ଏବଂ ଗଣତାନ୍ତ୍ରିକ ରାଷ୍ଟ୍ରରେ ଗୋଟିଏ ଭୋଟର ମହତ୍ତ୍ଵ ବାବଦରେ ବ୍ୟାପକ ଜନସଚେତନତା ସୃଷ୍ଟି ପାଇଁ ‘ସ୍ୱିପ' ଅଭିଯାନରେ ସାମିଲ ହେବାକୁ ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି। କାର୍ଯ୍ୟକ୍ରମ ଅବସରରେ କାର୍ଯ୍ୟ ନିର୍ବାହୀ ଅଧିକାରୀ ଇଂ ମନୋଜ କୁମାର ପଣ୍ଡା, ପୌର ପରିଷଦ ର କର୍ମଚାରୀ, ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ର ଆସିଷ୍ଟାଣ୍ଟ ଜିଲ୍ଲାପାଳ ନିର୍ବାଚନ ଅଜିତ କୁମାର ତ୍ରିପାଠୀ,ନିର୍ବାଚନ ସହାୟକ ନୀଳାମ୍ବର ଶତପଥୀ, ବଣିକ ସଂଘ ସଭାପତି ଧୀରେନ୍ଦ୍ର ପଟ୍ଟନାୟକ ତଥା ପ୍ରଶାସନିକ ସମ୍ପୃକ୍ତ ଅଧିକାରୀ, ସାମ୍ବାଦିକ ପ୍ରମୁଖ ସାମିଲ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026

You Might Also Like