-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||     

HOME   ଜିଲ୍ଲା

ଶ୍ରୀ ଗୋପାଳ ଜି ଯୋଗlଳୟ ଠାରେ ପୁସ୍ତକ ଉନ୍ମୋଚନ ଉତ୍ସବ ଯୋଗ ଦେଲେ ମନ୍ତ୍ରୀ ଓ ବହୁ ବିଶିଷ୍ଟ ବ୍ୟକ୍ତି

21-Apr-2024



ସୋନପୁର  (ମନୋରଞ୍ଜନ ତ୍ରିପାଠୀ )
 ସୁବର୍ଣ୍ଣପୁର ଶ୍ରୀ ଗୋପାଳଜୀ ଯୋଗାଶ୍ରମ ଠାରେ କବି ଆର୍ତ୍ତତ୍ରlଣ ବାବୁ ଙ୍କ ଲିଖିତ ପୁସ୍ତକ ସୁବର୍ଣ୍ଣ ଐତିହ୍ୟ ଓ ସୁବର୍ଣ୍ଣ ସମ୍ଭାର ର ସମୀକ୍ଷା ଓ ଲୋକାର୍ପଣ ଉତ୍ସବ ମହା ସମାରୋହରେ ରେ ଅନୁଷ୍ଟିତ ହୋଇ ଯାଇଛି l ଡଃ ଜ୍ୟୋତି ରଞ୍ଜନ ବହିଦାର ଙ୍କ ସଭାପତିତ୍ବ ରେ ଅନୁଷ୍ଟିତ  ପ୍ରଥମ ଅଧିବେଶନ ସବର୍ଣ୍ଣ ଐତିହ୍ୟ ପୁସ୍ତକ ଲୋକାର୍ପଣ ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ଡଃ ପ୍ରଫୁଲ୍ଲ ରଥ ଯୋଗ ଦେଇ ପୁସ୍ତକ ଉନ୍ମୋଚନ କରି ଥିଲେ l ଅଧ୍ୟାପକ ଅନିରୁଦ୍ଧ କୁର କୁରିଆ ଙ୍କ ସଂଯୋଜନl ରେ ଅନୁଷ୍ଟିତ ଏହି ସଭାରେ ସମୀକ୍ଷକ ଭାବେ ଐତିହାସିକ ସୁଦାମ ନାଏକ ଯୋଗ ଦେଇଥିଲେ l ଆଇନଜୀବୀ ପ୍ରଦୀପ ପୁରୋହିତ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ବରିଷ୍ଠ ନାଗରିକ ଜ୍ୟୋତି ରଞ୍ଜନ ପଟ୍ଟନାୟକ ଧନ୍ୟବାଦ୍ ଅର୍ପଣ କରିଥିଲେ l ଗବେଷକ ଗୋରେଖ୍ ନାଥ ସାହୁ ଙ୍କ ସଭାପତିତ୍ବ ରେ ଅନୁଷ୍ଟିତ ଉତ୍ସବ ର ଦ୍ୱିତୀୟ ଅଧିବେଶନ ରେ ସୁବର୍ଣ୍ଣ ସମ୍ଭାର ପୁସ୍ତକ ଉନ୍ମୋଚନ ହୋଇ ଥିବା ବେଳେ ବ୍ରଜ ମୋହନ ଦାନୀ ଅତିଥି ଭାବେ ଯୋଗ ଦେଇଥିଲେ l ବକ୍ତା ଭାବେ ଶ୍ୟାମା ଓମ୍ ପ୍ରାସାଦ ମିଶ୍ର ଯୋଗ ଦେଇଥିବା ବେଳେ ପ୍ରାଧ୍ୟାପକ ଡଃ ଦେବାଶିଷ ପାଣ୍ଡିଆ ସମୀକ୍ଷକ ଭାବେ ଯୋଗ ଦେଇ ଏହି ପୁସ୍ତକ ର ସମୀକ୍ଷା କରିଥିଲେ l ଦ୍ଵିତି କ୍ରିଷ୍ଣା ପଣ୍ଡା ସଭା ସଂଯୋଜନା କରିଥିବା ବେଳେ କବି ଶ୍ରୀଧର ବାଗ ସ୍ବାଗତ ଭାଷଣ ଦେଇଥିଲେ l ଉଭୟ ପୁସ୍ତକ ର ରଚୟିତା କବି ଆର୍ତ୍ତ ତ୍ରlଣ ବାବୁ ସୁବର୍ଣ୍ଣପୁର ଇତିହାସ କୁ କବିତା ମାଧ୍ୟମ ରେ ଅତି ସରଳ ଭାଷା ରେ ପ୍ରକାଶ ପାଇଥିବା ପୁସ୍ତକ ଉପରେ ବର୍ଣ୍ଣନା କରିଥିଲେ l  ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୂଜାରୀ କାର୍ଯକ୍ରମ ର ଶେଷ ଭାଗ ରେ ଯୋଗ ଦେଇ ଆମ ସୁବର୍ଣ୍ଣପୁର ଇତିହାସ କୁ ପ୍ରଚାର ପ୍ରସାର କରୁଥିବା ପାଠକ,  ପୁସ୍ତକ ପ୍ରେମୀ ଙ୍କୁ ଓ ଆୟୋଜକ ଙ୍କୁ ଉଚ୍ଚ ପ୍ରଶଂସା କରିଥିଲେ l ଏହି ଉତ୍ସବ ରେ ଅଧ୍ୟାପକ ଲୋକେଶ ପଧାନ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026

You Might Also Like