-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||     

HOME   ରାଜନୀତି

ଠକପାଲି ରେ ବିଜେଡି ର ମିଶ୍ରଣ ପର୍ବ :ଶତାଧିକ ବିଜେପି କର୍ମି ବିଜେପି ଛାଡି ବିଜେଡି ରେ ମିଶିଲେ

21-Apr-2024



ତରଭା(କପିଳାସ ସେଠ )ତରଭା ବ୍ଲକ  ଝାରତରଭା ପଂଚାୟତର ଠକପାଲି ଗ୍ରାମ ରେ ଶନିବାର ଦିନ ବିଜେଡି ବିରାଟ କର୍ମି ସମାବେଶ ରେ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଙ୍କ ଉପସ୍ଥିତି ରେ ବିଜୁ ଜନତାଦଳରେ ଶତାଧିକ ବିଜେପି କର୍ମି ଯୋଗଦାନ କରିଥିଲେ  I ବିଜେଡି ଦଳରକର୍ମି ସମାବେଶ ଓ ମିଶ୍ରଣ ପର୍ବ ଅବସରରେ ବିଜେଡି   ପର୍ଯ୍ୟବେକ୍ଷକ ଓ ଦଳୀୟ ନିର୍ବାଚିତ ପ୍ରତିନିଧି   ଯୋଗଦାନ କରିଥିଲେ  l ଏହି ସମାବେଶ ରେ   ଜିଲ୍ଲା ବିଜେଡି ସଭାପତି ତଥା ବ୍ଲକ ଚେୟାରମ୍ୟାନ ସରୋଜ କମ୍ପ ସଭାରେ ଅଧ୍ୟକ୍ଷତା କରିଥଲେ l ସୋନପୁର ନିର୍ବାଚନ ମଣ୍ଡଳୀ ବିଧାନସଭା ପ୍ରାର୍ଥୀ ନିରଞ୍ଜନ ପୂଜାରୀ ମୁଖ୍ୟ ଅତିଥଭାବେ ଯୋଗଦେଇ ଆଗାମୀ ଦିନରେ ଦଳକୁ ଆହୁରି ଅଧିକ ସଂଗଠିତ କରିବା ସହ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଙ୍କ ହାତମୁଠାକୁ ଟାଣ କରିବା ପାଇଁ ଆସନ୍ତା ନିର୍ବାଚନ ରେ ବିପୁଳ ଭୋଟ ରେ  ବିଜୟ ସୁନିଶ୍ଚିତ କରିବା ପାଇଁ ସମସ୍ତେ କାର୍ଯ୍ୟ  କରିବାକୁ ନିବେଦନ କରିଥଲେ l ବ୍ଲକ ର ବିଭିନ୍ନ ପଞ୍ଚାୟତ ରୁ ଆସିଥିବା ଦଳୀୟ କର୍ମି ନେତା, ନିର୍ବାଚିତ ଲୋକ ପ୍ରତିନିଧି ଦଳୀୟ ସଂଗଠନ କୁ ମଜଭୁତ କରିବା, ସରକାର ଙ୍କ ବିଭିନ୍ନ ଯୋଜନା ନେଇ କାର୍ଯ୍ୟ କରିବା ନେଇ ମତ ରଖିଥିଲେ I ସଭା ପରେ ବିଜେଡି ର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା,l  ଗତ ଜିଲ୍ଲାପରଷଦ ନିର୍ବାଚନରେ ତରଭା ବ୍ଲକ ଜୋନ ୨ରେ ବିଜେପି ପ୍ରାର୍ଥୀନୀ ଙ୍କ ସ୍ବାମୀ ଚିତ୍ତରଞ୍ଜନ ସେଠୀ, ବିଜେପି ର ସଂଗଠକ କମଶରl ର ମନୋଜ ପଣ୍ଡା, ସାରଥୀ ବଗର୍ତ୍ତୀ, ପୂର୍ଣ୍ଣ ଚନ୍ଦ୍ର  ବାଗ, ବଘିଆ ସରପଂଚ ପ୍ରାର୍ଥୀ ପ୍ରଭାତ  ସାହୁ ପ୍ରମୁଖଙ୍କ ସହ ତାଙ୍କ ସହ ଯୋଗୀ  ଶତାଧିକ  ବ୍ୟକ୍ତି ବିଜେଡି ରେ ଯୋଗଦାନ କରିଥିଲେ l  ଏହି ସଭାରେ ଅନ୍ୟ ମାନଙ୍କ ମଧ୍ୟରେ ଜିଲ୍ଳା ଉପସଭାପତି ରମେଶ ପୂଜାରୀ, ପୁର୍ବ ତନ ବ୍ଲକ ଚେୟାରମ୍ୟାନ ଶତ୍ରୁଘନ ପୃଷ୍ଟି, ମାନଭଞ୍ଜନ ମିଶ୍ର, ସୁବାସ ସେଠୀ, ବ୍ଲକ ସଭାପତି ହେମନ୍ତ ସାହୁ,,ଜନାର୍ଦନ ଥାନାପତି,   ହେମନ୍ତ ମାଝୀ, ଗଦୀଦାର କୁଆଁର, ଶିବପ୍ରସାଦ କୁଆଁର,ଗଗନ ଅଗ୍ରୱାଲ, ଗଣନାଥ ସାହୁଙ୍କ ସମେତ ହଜାର ଧିକ  ବିଜେଡି କର୍ମୀ   ଉପସ୍ଥିତ ଥିଲେ l 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026

You Might Also Like