-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||     

HOME   ଜିଲ୍ଲା

ଗାୟତ୍ରୀ ପରିବାର ର ଆସ ଗଢ଼ିବା ସଂସ୍କାର ବାନ ପିଢ଼ି

21-Apr-2024



ବଲାଙ୍ଗିର : ଗତ ଶୁକ୍ରବାର ଦିନ ଅପରାହ୍ନ ୩ ଘଣ୍ଟା ରେ ସ୍ଥାନୀୟ ମାରୱାଡ଼ି ସେବା ସଦନ ଠାରେ ଆସ ଗଢ଼ିବା ସଂସ୍କାର ବାନ ପିଢ଼ି ର ସଂଯୋଜକ ବିଚିତ୍ର କୁମାର ସହୁ ଙ୍କ ମାର୍ଗ ଦର୍ଶନ ରେ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଯାଇଛି। ମାରୱାଡ଼ି ସମାଜ ଓ ଗାୟତ୍ରୀ ପରିବାର ର ଦୁଇ ସତ ମହିଳା ଯୋଗଦେଇ ଥିଲେ। ଧର୍ମଗଡ ଗାୟତ୍ରୀ ପରିବାର ପ୍ରସିକ୍ଷିକl ଶ୍ରୀମତୀ ସରିତା ଅଗ୍ରୱାଲ ପାୱାର ପଏଣ୍ଟ ଜରିଆରେ ଗର୍ଭୋତ୍ସବ ସଂସ୍କାର , ଗର୍ଭ ଗ୍ୟନବିଜ୍ଞାନ ବିଷୟ ରେ ପର୍ଶିକ୍ଷଣ ଦେଇ ଏକ ସଂସ୍କାରବାନ ପିଢ଼ି ଭବିଷ୍ୟତ ରେ ଗଠାନ କରିବା ପାଇଁ ପ୍ରବର୍ତ୍ତାଇ ଥିଲେ। ଉକ୍ତ କାର୍ଯୟକ୍ରମରେ ବଲାଙ୍ଗିର ଗାୟତ୍ରୀ ପରିବାର ଜିଲ୍ଲା ସଂଯୋଜକ ସତ୍ୟ ନାରାୟଣ ଗୁପ୍ତା ଆଗାମୀଦିନରେ ଏକ ଏକ ଉନ୍ନତ ସମାଜ ସୃଷ୍ଟି ପାଈଁ ସଂସ୍କାର ଜରୁରୀ ଆବଶ୍ୟକ ବୋଲି ମତ ରଖିଥିଲେ। ମୂଖ୍ୟ ଉଦ୍ୟୋକ୍ତା ସଭାପତି ଶ୍ରୀମତୀ ଲକ୍ଷ୍ମୀ ଅଗ୍ରୱାଲ ଶ୍ରୀମତି ଜ୍ୟୋତି ଅଗ୍ରୱାଲ , ବବିତା, ନଳିନୀ, ମଧୁଛନ୍ଦା, ମୋକ୍ଷାଦା ଶର୍ମା, ମାଧୁଛନ୍ଦା, ବୀଣାପାଣି ଆଚାର୍ଯ୍ୟ, ସୁଶୀଳା ବିଶ୍ଵାଳ, ସଂଯୁକ୍ତା ମିଶ୍ର, କେବଟ ଭଉଣୀ ଓ ଭାଇ ମାନେ ଉକ୍ତ କାର୍ଯୟକ୍ରମ କୁ ସୁଚାରୁ ରୁପେ ସମ୍ପାଦନ ପାଈଁ ସହଯୋଗ କରି ଥିଲେ।


News Comment




Photo in News

Advertisment
Lastest News
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026

You Might Also Like