-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ଜିଲ୍ଲା

ଭକ୍ତ ଙ୍କ ହାତମୁଠା ଟାଣ ବିଜେଡି ଶିବିର ଛାନିଆଁ

22-Apr-2024



ନର୍ଲା(ପ୍ରେରଣା ଖବର): କଳାହାଣ୍ଡି ଜିଲ୍ଲା ନର୍ଲା ନିର୍ବାଚନ ମଣ୍ଡଳୀ ଏକ ଗୁରୁତ୍ୱପୂର୍ଣ୍ଣ ଆସନ କହିଲେ ଅତୁକ୍ତି ହେବନାହିଁ । ଏହି ଆସନ ରୁ ୨୦୦୯ ନିର୍ବାଚନ ରେ କଂଗ୍ରେସ ପ୍ରାର୍ଥୀ ଭୂପିନ୍ଦର ସିଂ ବିଧାୟକ ଭାବରେ ନିର୍ବାଚିତ ହୋଇ ବିଧାନସଭାର ବିରୋଧୀ ଦଳ ନେତା ଭାବରେ ଆସନ ଅଳଙ୍କୃତ ହୋଇଥିଲେ । ୨୦୧୯ ନିର୍ବାଚନ ରେ ପୁଣି ନର୍ଲା ଆସନ ଟି ବିଜେଡି ହାତକୁ ଚାଲିଯାଇଥିଲା ବର୍ତ୍ତମାନ ୨୦୧୯ ରୁ କଂଗ୍ରେସ ଛାଡ଼ି ବିଜେଡି କୁ ଆସିଥିବା ବିଧାୟକ ଭୂପିନ୍ଦର ସିଂ ବର୍ତ୍ତମାନ ବିଜେଡି ବିଧାୟକ ଭାବରେ ଅବସ୍ଥିତ ଅଟନ୍ତି ।ଏହି ଆସନ ପାଇଁ ବିଧାୟକ ଭୂପିନ୍ଦର ସିଂ ଟିକେଟରୁ ବାଦ୍ ପଡ଼ିଥିବା ବେଳେ ଏହି ଆସନ ପାଇଁ ସର୍ବପ୍ରଥମେ ବିଧାୟକ ପ୍ରାର୍ଥୀ ଭାବରେ ବିଜେପି ତାର ପ୍ରାର୍ଥୀ ଘୋଷଣା କରି ଗତ ନିର୍ବାଚନରେ ଅଳ୍ପ ଭୋଟ ବ୍ୟବଧାନରେ ହାରିଥିବା ଅନିରୁଦ୍ଧ ପଧାନଙ୍କୁ ଦଳ ରିପିଟ କରିଛି। ଅପର ପକ୍ଷରେ କଂଗ୍ରେସରୁ କଳାହାଣ୍ଡିର ଟାଣୁଆ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଓ ଓଡ଼ିଶା ପ୍ରଚାର କମିଟି ଅଧକ୍ଷ ଭେଟେରାନ ଭକ୍ତ ଚରଣ ଦାସ ଙ୍କୁ ଏହି ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ କରିଛି । ସେହିପରି ବିଜେଡି ମଧ୍ୟ ଏହି ଆସନରୁ ତାର ପ୍ରାର୍ଥୀ ଭାବରେ ନର୍ଲା ପଞ୍ଚାୟତ ସମିତି ଅଧ୍ୟକ୍ଷା ମନୋରମା ମହାନ୍ତିଙ୍କୁ ମହିଳା କାର୍ଡ ଖେଳି ମଇଦାନକୁ ଓହ୍ଲାଇଛି । ନିର୍ବାଚନକୁ ଆଉ ମାତ୍ର କେଇଟା ଦିନ ଥିବାରୁ ରାଜନୈତିକ ମାହୋଲ ନର୍ଲା ରେ ବେଶ ସରଗରମ ହୋଇ ଉଠିଛି । ଏପରି ଘଡିସନ୍ଧି ମୁହୂର୍ତ୍ତରେ କିଛିଦିନ ପୂର୍ବରୁ ବିଜେଡିର ନର୍ଲା ନିର୍ବାଚନ ମଣ୍ଡଳୀର ସଭାପତି ତଥା ରାଜ୍ୟ ସମ୍ପାଦକ ଚିତ୍ତରଞ୍ଜନ ମଣ୍ଡଳ (ବାବୁଲି ମଣ୍ଡଳ) ଦଳର ଏକ ଛାତ୍ରବାଦ୍ ଶାସନ ଓ ମେରିରାୟ ନୀତି ଯୋଗୁଁ ଅସନ୍ତୋଷ ପ୍ରକାଶ କରି ଦଳରୁ ଇସ୍ତଫା ପ୍ରଦାନ କରିଥିବା ପ୍ରକାଶ କରିଥିଲେ । ସେ କେବଳ ସଂଗଠକ ନ ଥିଲେ ସେ ଜଣେ ଜିଲ୍ଲାର ଅଗ୍ରଣୀ ସମାଜସେବୀ ଭାବରେ ବେଶ୍ ପରିଚିତ ଅଟନ୍ତି ଏବଂ ସେ ଦିବାରାତ୍ରି ଲୋକଙ୍କ ସେବାରେ ନିଜକୁ ଉତ୍ସର୍ଗିତ କରି  ଜନମାନସର ଆସ୍ତା ଭାଜନ ହୋଇପାରିଥିଲେ ।  ତେଣୁ ତାଙ୍କ ଇସ୍ତଫା ଏକ ପ୍ରକାର ବିଜେଡିରେ କମ୍ପନ ସୃଷ୍ଟି କରିଛି ।  ତେଣୁ ଶ୍ରୀ ମଣ୍ଡଳଙ୍କୁ ସମର୍ଥନ କରି ନର୍ଲା ନିର୍ବାଚନ ମଣ୍ଡଳୀର ନର୍ଲା, ରାମପୁର , କର୍ଲାମୁଣ୍ଡା, କେସିଙ୍ଗା ଭଳି ଚାରିଗୋଟି ବ୍ଲକର ୬୬ ପଞ୍ଚାୟତରୁ ହଜାର ହଜାର ସଂଖ୍ୟାରେ ନେତା ଓ କର୍ମୀ ଆଜି ବିଜେଡିର ପୁଞ୍ଜିଭୂତ ଅସନ୍ତୋଷ ପ୍ରତିଫଳନ ସ୍ୱରୂପ ନର୍ଲା ରେକପୂର୍ ଛକ ଠାରୁ ବିଶାଳ ରୋଡ ଶୋ ଜରିଆରେ ଚିତ୍ତରଂଜନ ମଣ୍ଡଳଙ୍କ ନେତୃତ୍ୱରେ ମହା ପଟୁଆରରେ ଆସି ନର୍ଲା ବଜାର ଛକ ଧାନ ମଣ୍ଡି ପଡିଆରେ ବିରାଟ ଜନ ସମାବେଶରେ ଜାତୀୟସ୍ତରର ଭେଟେରାନ୍ ନେତା ଭକ୍ତ ଦାସ ଙ୍କ ଉପସ୍ଥିତିରେ ଜିଲ୍ଲାର ବରିଷ୍ଠ କର୍ମକର୍ତ୍ତାଙ୍କ ସହ ବିଧିବଦ୍ଧ ଭାବରେ କଂଗ୍ରେସରେ ଯୋଗଦାନ କରିଛନ୍ତି ଏବଂ ବିପୁଳ ଭୋଟରେ କଂଗ୍ରେସ ପ୍ରାର୍ଥୀ ଶ୍ରୀ ଭକ୍ତ ଦାସ ଙ୍କୁ ବିଜୟୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛନ୍ତି


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like