-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||     

HOME   ରାଜନୀତି

ରାଜନୈତିକ ରାଲିରେ ଯୋଗଦେଇଥିବା ଜୁନିୟର କ୍ଲର୍କ ସତ୍ୟନାରାୟଣ ଦନ୍ତା ନିଲମ୍ବିତ 

22-Apr-2024



କଣ୍ଟାମାଲ(ଜୟ କୁମାର ମହାରଣାଙ୍କ ରିପୋର୍ଟ ): ବୌଦ୍ଧ ଜିଲ୍ଲାପାଳଙ୍କ ବାରମ୍ବାର ତାଗିଦ ସତ୍ୱେ ଜିଲ୍ଲାରେ ଜଣେ ପରେ ଜଣେ ସରକାରୀ କର୍ମଚାରୀ ରାଜନୈତିକ କାର୍ଯ୍ୟକଳାପରେ ସାମିଲ ହୋଇ ନିର୍ବାଚନ ଆଚରଣବିଧି ଉଲ୍ଲଘଂନ ହେଉଥିବା ଦେଖାଯାଉଛି । ଏହାରି ମଧ୍ୟରେ କେବଳ ଶିକ୍ଷା ବିଭାଗର 3 ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ରାଜନୈତିକ କାର୍ଯ୍ୟ କଳାପରେ ସାମିଲ ଯୋଗୁଁ ନିଳମ୍ବିତ ଓ ବଦଳି କରାଯାଇଛି । ସମାନ ଅଭିଯୋଗରେ ପୂର୍ବରୁ ତିନିଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବାବେଳେ ଏକ ରାଜନୈତିକ ରାଲିରେ ସାମିଲ ହେବା ଯୋଗୁଁ ପୁଣିଥରେ ଆଉ ଜଣେ ଜୁନିୟର କ୍ଲର୍କ ଙ୍କୁ ଜିଲ୍ଲାପାଳ ନିଳମ୍ବିତ କରିଥିବା ଜଣାଯାଇଛି । ସୂଚନା ମୁତାବକ ବୌଦ୍ଧଜିଲ୍ଲା କଣ୍ଟାମାଳ ବ୍ଲକର ଲମ୍ବସରୀ ଗ୍ରାମରେ ଥିବା ରାଧାମାଧବ ଉଚ୍ଚ ବିଦ୍ୟାଳୟର ଜୁନିୟର କ୍ଲର୍କ ସତ୍ୟନାରାୟଣ ଦନ୍ତା ଏକ ରାଜନୈତିକ ଶୋଭାଯାତ୍ରାରେ ସାମିଲ ହୋଇଥିବା ଜଣାପଡିବା ପରେ ଜିଲ୍ଲାପାଳ ତାଙ୍କୁ ଆଜି ନିଳମ୍ବିତ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026

You Might Also Like