-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ବିଦ୍ୟା ଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର

22-Apr-2024



ସଇଁତଳା (ପ୍ରେରଣା ଖବର ): ବିଦ୍ୟା ଶ୍ରୀ ପିଲାଙ୍କ ଭ୍ରାମ୍ୟମାଣ ପାଠାଗାର ଗୈାଡତୁଲା ଉ ପ୍ରା ସ୍କୁଲ୍ ଠାରେ ଅନୁଷ୍ଠିତ ହୋଇ ଥିଲା ଗ୍ରୀଷ୍ମ ଅବକାଶରେ ସମୟ ଅପଚୟ ନକରି ପୁସ୍ତକକୁ ବାରମ୍ବାର ପଢି ଜ୍ଞାନ ଆହରଣ କରି ବାକୁ ପାଠାଗାରର ପ୍ରତିଷ୍ଠାତା ବୃନ୍ଦାବନ କୁମ୍ଭାର ଛାତ୍ରଛାତ୍ରୀ ମାନଙ୍କୁ ପରାମର୍ଶ ଦେଇଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକଜୟନ୍ତ ବେହେରା ପୁସ୍ତକ ମନସ୍କ ହୋଇ ସମୟର ସୁବିନିଯୋଗ କରିବାକୁ ବୁଝାଇଥିଲେ ବିଦ୍ୟାଳୟର ସହକାରୀ ଶିକ୍ଷକ 
ସନ୍ତୋଷ କୁମାରବେହେରା ,ପ୍ରଶାନ୍ତ ସାହୁ ବିଭିନ୍ନ ଉଦାହରଣ ଦେଇ ବୁଝାଇ ଥିଲେ। ପାଠାଗାର ରପୁସ୍ତକ କୁ ନେଇ ପ୍ରତିଯୋଗିତା ହୋଇ କୃତୀ ଛାତ୍ରଛାତ୍ରୀ ମାନଙ୍କୁ ମାନପତ୍ର ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like