-+91-9937148622 |

prerana_bgr@rediffmail.com |

  Wednesday 30th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||      ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   (29-Sep-2026)       ||      *ସାହାଣୀ କପ୍ ଫୁଟବଲ୍    (29-Sep-2026)       ||      ଆଙ୍ଗନ କା ଉତ୍ସବ ପାଳିତ    (29-Sep-2026)       ||      ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଫୁଲମୁଠି ଅଙ୍ଗୱାର୍ଡ ରେ ଆଙ୍କନ କା ଉତ୍ସବ    (29-Sep-2026)       ||      ଜେସିଆଇ ଟିଟିଲାଗଡ଼ ସିଟି ପକ୍ଷରୁ ଚତୁର୍ଥ ଦିନରେ ପିତୃପକ୍ଷ ସେବା କାର୍ଯ୍ୟକ୍ରମ।   (29-Sep-2026)       ||      *ଡାବୁଗାଁ ଗୋଷ୍ଠୀ ସ୍ତରୀୟ ବିଦ୍ୟାଳୟ ସମୁହ ଖେଳ ଓ ଦୌଡକୁଦ ପ୍ରତିଯୋଗିତା ଉଦ୍ଘାଟିତ*   (29-Sep-2026)       ||      ବେଲପଡା ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା   (29-Sep-2026)       ||      *ମା ସୁରେଶ୍ଵରୀ ଙ୍କ ମନ୍ଦିର ରେ ଚଣ୍ଡୀ ଯଜ୍ଞ ପାଇଁ ଦ୍ୱିତୀୟ ପ୍ରସ୍ତୁତି ବୈଠକ*-   (29-Sep-2026)       ||      ଜୟ ଜଗନ୍ନାଥ ଫୂଟବଲ ଟୁର୍ନାମେଣ୍ଟ ୨୦୨୬ ଉଦଯାପିତ    (29-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||     

HOME   ଜିଲ୍ଲା

ପାଣି ପାଇଁ ଡହଳବିକଳ ଟିଟିଲାଗଡ ଉପଖଣ୍ଡବାସୀ

22-Apr-2024



ବଲାଙ୍ଗିର(ପ୍ରେରଣା ଖବର):ଟିଟିଲାଗଡ ଉପଖଣ୍ଡରେ ପାନୀୟ ଜଳଯୋଗାଣ ବ୍ୟବସ୍ଥା ଫେଲ୍ ମାରିଥିବା ନେଇ ଅଭିଯୋଗ ହୋଇଛି।ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଅନ୍ତର୍ଗତ ବିଭିନ୍ନ ପ୍ରକଳ୍ପ ଏ ଯାଏ ସମ୍ପୂର୍ଣ ହୋଇ ନ ଥିବା ବେଳେ ବିଭିନ୍ନ ପଞ୍ଚାୟତରେ ଜଳ କଷ୍ଟ ଚରମ ସୀମାରେ ପହଞ୍ଚିଛି।ଟିଟିଲାଗଡ ବ୍ଲକ ଅନ୍ତର୍ଗତ କୁଶକେଲା ପଞ୍ଚାୟତରେ ୪ ମାସରୁ ଉର୍ଦ୍ଧ୍ୱ ଧରି ଜଳ ଯୋଗାଣ ବ୍ୟବସ୍ଥା ବନ୍ଦ ହୋଇ ପଡ଼ିଛି।ସେହିପରି ବ୍ଲକ ଅନ୍ତର୍ଗତ ଡୁମେରବାହାଲ, ସିକୁଆଁ, ସିଲୁଆଁରେ ମଧ୍ୟ ଅନୁରୂପ ସ୍ଥିତି ଲାଗି ରହିଛି।ସଇଁତଳା ବ୍ଲକ ଟିକ୍ରାପଡା ପଞ୍ଚାୟତ ଅନ୍ତର୍ଗତ କୁଡ଼ାସିଙ୍ଗାରେ ଗତ ୨୦୨୧ ମସିହାରୁ ଜଳ ଯୋଗାଣ ପ୍ରକଳ୍ପ କାମ ସରିଥିଲେ ସୁଦ୍ଧା ଏ ଯାଏ ଜଳ ଯୋଗାଣ ଆରମ୍ଭ ହୋଇ ପାରି ନାହିଁ। ରାଜ୍ୟ ତଥା ଦେଶର ଉତ୍ତପ୍ତ ଅଞ୍ଚଳ ଭାବରେ ପରିଚିତ ଏହି ଉପଖଣ୍ଡରେ ପାରଦ ବୃଦ୍ଧି ସାଙ୍ଗକୁ ଜଳ କ୍ଳିଷ୍ଟ ଅଞ୍ଚଳବାସୀଙ୍କ ପ୍ରତି ବୋଝ ଉପରେ ନଳିତାବିଡା ସଦୃଶ ହୋଇଛି।ରାଜ୍ୟ ତଥା କେନ୍ଦ୍ର ସରକାର ସାଧାରଣ ଲୋକଙ୍କୁ ପାନୀୟ ଜଳ ଯୋଗାଣ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରି ବିଭିନ୍ନ ଯୋଜନା ଅନ୍ତର୍ଗତ ପ୍ରକଳ୍ପ ଆରମ୍ଭ କରିଥିବା ବେଳେ ସଂପୃକ୍ତ ବିଭାଗର ଅପାରଗତା ଯୋଗୁଁ ଅଞ୍ଚଳବାସୀ ମୌଳିକ ସୁବିଧାପାଇବାରୁ ବଞ୍ଚିତ ହେଉଛନ୍ତି। ଅଞ୍ଚଳବାସୀଙ୍କ ଅଭିଯୋଗ ପରେ ବିଭାଗୀୟ ଏସ.ଡି.ଓ ଓମ ପ୍ରକାଶ ଦେହୁରୀଙ୍କୁ ଦୃଷ୍ଟି ଆକର୍ଷଣ କରାଯାଇଥିବା ବେଳେ ସେ କେତେକ ସ୍ଥାନରେ ବିଦ୍ୟୁତ୍ ସରୋବରାହ ସମସ୍ୟା ଥିବା ଓ ଖୁବ୍ ଶୀଘ୍ର ଏହାର ସମାଧାନ କରାଯିବ ବୋଲି କହିଥିଲେ।ସେହିପରି ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ ଅତିରିକ୍ତ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ ରୋପ୍ୟ ରଞ୍ଜନ ବେହେରାଙ୍କୁ ଯୋଗାଯୋଗ କରାଯିବାରୁ ସେ ନୂତନ ଭାବରେ ଆସିଥିବା ଏବଂ ସମସ୍ତ ଅଭିଯୋଗ ଉପରେ ଦୃଷ୍ଟି ଦେଇ ସମାଧାନ ପାଇଁ ପଦକ୍ଷେପ ନେବେ ବୋଲି କହିଥିଲେ। ତେବେ ଗ୍ରୀଷ୍ମ ଋତୁରେ ପିଇବା ପାଣି ପାଇଁ ଅଞ୍ଚଳ ବାସି ଡ଼ହକବିକଳ ହେଉଥିବା ବେଳେ ବିଭାଗୀୟ ଅଧିକାରୀଙ୍କ ଉଦାସୀନତା ଯୋଗୁଁ ସରକାରୀ ଯୋଜନା ଫେଲ ମାରିଥିବା ସାଧାରଣ ରେ ଅଭିଯୋଗ ହେଉଛି l


News Comment




Photo in News

Advertisment
Lastest News
  ରାଜ୍ୟ  
ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   30-Sep-2026
  ଜିଲ୍ଲା  
ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   30-Sep-2026
  ଜିଲ୍ଲା  
ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   30-Sep-2026
  ଜିଲ୍ଲା  
"ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   30-Sep-2026
  ରାଜ୍ୟ  
ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ   30-Sep-2026
  ଜିଲ୍ଲା  
ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   29-Sep-2026
  ଜିଲ୍ଲା  
କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ   29-Sep-2026
  ଜିଲ୍ଲା  
କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ   29-Sep-2026
  ଜିଲ୍ଲା  
ଆଗଲପୁର ଅଙ୍ଗନୱାଡ଼ି କେନ୍ଦ୍ର ରେ ଆଙ୍ଗନ୍ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍   29-Sep-2026
  ଜିଲ୍ଲା  
ଆଙ୍ଗନ କା ଉତ୍ସବ ପାଳିତ   29-Sep-2026
  ଜିଲ୍ଲା  
ଫୁଲମୁଠି ଅଙ୍ଗନାୱାର୍ଡ କେନ୍ଦ୍ର ରେ ଆଙ୍କନ କା ଉତ୍ସବ   29-Sep-2026

You Might Also Like