-+91-9937148622 |

prerana_bgr@rediffmail.com |

  Tuesday 29th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (28-Sep-2026)       ||      କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   (28-Sep-2026)       ||      ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   (28-Sep-2026)       ||      ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   (28-Sep-2026)       ||      ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   (28-Sep-2026)       ||      ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ    (28-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   (28-Sep-2026)       ||      *ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   (28-Sep-2026)       ||      ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   (28-Sep-2026)       ||      ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   (28-Sep-2026)       ||      ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   (28-Sep-2026)       ||      ଗେଟସରୋବର ପଡ଼ା (ବି ଆର ଆମ୍ବେଦକର) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର    (28-Sep-2026)       ||      ସଇଁନ୍ତଲା ରେ "ବେଟି ବଚାଓ ବେଟି ପଢ଼ାଓ" ସଚେତନତା ଶିବିର    (28-Sep-2026)       ||      ନଅଗାଁ (କ) ରେ ସଫଳତାର ସହ ଅନୁଷ୍ଠିତ ହେଲା ମେଗା ସ୍ୱାସ୍ଥ୍ୟ, ରକ୍ତଦାନ ଓ ସହାୟକ ଉପକରଣ ବଣ୍ଟନ ଶିବିର   (28-Sep-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ପକ୍ଷରୁ ଅସହାୟଙ୍କୁ ଚାରିଟି ସାଇକେଲ ବଣ୍ଟନ    (28-Sep-2026)       ||      ପଂଚଭୁତରେ ବିଳୀନ ହେଲେ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବଳ କମାଣ୍ଡେଣ୍ଟ ଜଗଦିଶ ବିଶି   (28-Sep-2026)       ||      କଟକରେ ଚୋରା ପାଣି କନେକ୍ସନ ନେଇ ଅଭିଯୋଗ   (28-Sep-2026)       ||      ଅତିରିକ୍ତ ଜଜଙ୍କ ଠିକଣାରେ ଗଞ୍ଜେଇ ପାର୍ସଲ : ୩୨ ପ୍ୟାକେଟରୁ ପ୍ରାୟ ୪୦୦ କେଜି ଗଞ୍ଜେଇ ଜବତ   (27-Sep-2026)       ||      ବେଲେଶ୍ୱର ପୂଜା କମିଟିରେ ସାମିଲ ହେଲା କଣ୍ଟିଲୋ ଓ ନିୟୁ କଲୋନୀ ସାହି ଦଶହରା ପୂଜା ଓ ଭସାଣି ପାଇଁ ପ୍ରସ୍ତୁତି ବୈଠକ   (27-Sep-2026)       ||     

HOME   ଜିଲ୍ଲା

ଉଲୁଣ୍ଡା ବ୍ଲକ ଜିଲ୍ଲା ପରିଷଦ ୨ ନମ୍ୱର ଜୋନ ରେ ବିଜେଡ଼ିର ବିଶାଳ ସମାବେଶ - କର୍ମୀ ସମ୍ମିଳନୀ ରେ ଯୋଗ ଦେଲେ ସାଂସଦ ଓ ବିଧାୟକ ପ୍ରାର୍ଥୀ

22-Apr-2024



ସୋନପୁର/ ଉଲୁଣ୍ଡା (ମନୋରଞ୍ଜନ ତ୍ରିପାଠୀ )ସୁବର୍ଣ୍ଣପୁର ଜିଲ୍ଲା ବିରମହାରାଜ ପୁର  ନିର୍ବାଚନ ମଣ୍ଡଳୀ ଜିଲ୍ଲା ପରିଷଦ ୨ ନମ୍ୱର୍ ଜୋନ ର ଉଲୁଣ୍ଡା ବ୍ଲକ୍  ତିକୁଡ଼ା ଗ୍ରାମ ଝରିଆ ଠାରେ ବିଜୁ ଜନତା ଦଳର ର ନେତା ଓ କର୍ମୀ ମାନଙ୍କୁ ନେଇ  ଏକ ଜୋନ ସ୍ତରୀୟ କର୍ମୀ ସମ୍ମିଳନୀ ଓ ବିଶାଳ ସମାବେଶ ଅନୁଷ୍ଠିତ ହୋଇ ଯାଇଛି l ଏହି ବୈଠକ ରେ ବଲାଙ୍ଗିର ଲୋକ ସଭା ସାଂସଦ ପ୍ରାର୍ଥୀ ଶ୍ରୀ ସୁରେନ୍ଦ୍ର ସିଂ ଭୋଇ ଓ ବିଧାୟକ ପ୍ରାର୍ଥୀ ଶ୍ରୀ ପଦ୍ମ ନାଭ ବେହେରା, ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଝସ୍ କେତନ ବଘାର,  ଉଲୁଣ୍ଡା ବ୍ଲକ ଅଧ୍ୟକ୍ଷା ଶାନ୍ତି ଲତା ମିଶ୍ର, ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ ଦେହୁରୀ ଯୋଗ ଦେଇ  ଦଳୀୟ ଶୃଙ୍ଖଳା ଓ ଏକତା କୁ ବଜାୟ ରଖିବା ପାଇଁ ଏବଂ ବିଜୁ ଜନତା ଦଳ କୁ ବିପୁଳ ବିଜୟ କରାଇ ଓଡ଼ିଶା ର ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ଆସନ ରେ ବସାଇ ସାରା ଭାରତ ରେ ରେକର୍ଡ ସୃଷ୍ଟି କରିବା ପାଇଁ କର୍ମୀ ଓ ସଧାରଣ ଲୋକ ଙ୍କୁ ନିବେଦନ କରିଥିଲେ l ଆଉ ଗାଁ ଗାଁ ଘରେ ଘରେ ହିତାଧୀକାରୀ ମାନେ ବିଭିନ୍ନ ଯୋଜନା ରେ ପାଉଥିବା ଅନେକ ଗୁଡ଼ିଏ ବେନିଫିଟ ଓ ନବୀନ ସରକାର ଙ୍କ ନୂଆଁ ଯୋଜନା ଲୋକ ଙ୍କ ପାଖରେ ପହଞ୍ଚାଇବାକୁ ପରାମର୍ଶ କରିଥିଲେ l ଆଜି ଶ୍ରୀ ସାଂସଦ ଓ ବିଧାୟକ ପ୍ରାର୍ଥୀ ଉଭୟେ ଉଲୁଣ୍ଡା ବ୍ଲକ ର ମହଦା, କଳା ପଥର, ଜଲୋଏ, ମୁଣ୍ଡୋ ଘାଟ, ରକ୍ସା, ବିଶିପଡ଼ା ଓ ନିମ୍ନା ଗ୍ରାମ ପଞ୍ଚାୟତ ର  କର୍ମୀ ସମ୍ମିଳନୀ ରେ ଯୋଗ ଦେଇଥିଲେ l ସମସ୍ତ ପଂଚାୟତ ର ସରପଞ୍ଚ ଓ ସମିତି ସଭ୍ୟ ଯୋଗ ଦେଇ ନିଜ ନିଜ ର ଅଭିଭାଷଣ ରଖିଥିବା ବେଳେ  ବିଭିନ୍ନ ଗାଁ କୁ ବୁଲି ଲୋକ ଙ୍କ ସମସ୍ୟା ବୁଝି ଏହାର ତୁରନ୍ତ ସମାଧାନ ପାଇଁ ଶ୍ରୀ ଭୋଇ ଓ ବେହେରା ପଦକ୍ଷେପ ନେଇଥିଲେ l  ଓ ବିଜୁ ଜନତା ଦଳ କୁ ବିପୁଳ ବିଜୟ ପାଇଁ ଭୋଟ ଭିକ୍ଷା କରିଥିଲେ l ଏହି ୨ ନମ୍ୱର୍ ଜୋନ ର ପ୍ରତ୍ୟେକ ପଞ୍ଚାୟତ ରେ ଉଭୟ ନେତା ଶ୍ରୀ ଭୋଇ ଓ ଶ୍ରୀ ବେହେରା ଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇ ଥିବା ବେଳେ ଏ ଅଞ୍ଚଳ ର ବିଶିଷ୍ଟ କଣ୍ଠ ଶିଳ୍ପୀ ଶତ୍ରୁଘ୍ନ ଲୁହା,  ମହଦା ପଂଚାୟତ ର ପ୍ରତାପ ଶତପଥି ସମେତ ଏ ଅଞ୍ଚଳ ର ୩୦ ଜଣ କଂଗ୍ରେସ ଓ ବିଜେପି ଦଳ ର ପ୍ରମୁଖ ନେତା ଆଜି ବିଜୁ ଜନତା ଦଳ ରେ ସାମିଲ୍ ହେଲେ l ଶ୍ରୀ ଭୋଇ ଓ ଶ୍ରୀ ବେହେରା ଙ୍କ ଦ୍ବାରା ଏ ନୂତନ ସଭ୍ୟ ଙ୍କୁ ମିଶ୍ରଣ ପର୍ବ ରେ ସ୍ବାଗତ ସମ୍ବର୍ଧନା କରଯାଇଥିଲା l ଆଜିର ସଧାରଣ ସଭା ରେ ବରିଷ୍ଠ ବିଜେଡି ନେତା କୃତୀ ବାସ ମିଶ୍ର ସଂଯୋଜନା କରିଥିବା ବେଳେ ଅମିୟ ରଞ୍ଜନ ଦାଶ, ଆଶିଷ ବଡ ପଣ୍ଡା, ଗୋବିନ୍ଦ ମିଶ୍ର, କୃତିବାସ ଚାନ୍ଦ, ସୋମନାଥ ମିଶ୍ର, ରାଜ କୁମାର ମିଶ୍ର, ଗୌର ସାହୁ, ଉତ୍ତର ପାତ୍ର, ହରି ହର କର୍ଣ୍ଣ, ବିହାରୀ ଲାଲ୍ ମିଶ୍ର, କିଶlନ ଜଗଦଲା ପ୍ରମୁଖ ଯୁବ ଓ ବରିଷ୍ଠ ନେତା ସମସ୍ତ କାର୍ଯକ୍ରମ ରେ ସକ୍ରିୟ ଅଂଶ ଗ୍ରହଣ କରି ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   28-Sep-2026
  ଜିଲ୍ଲା  
କଣ୍ଟାମାଳ ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ୱିତୀୟ ମାତୃ ସମ୍ମିଳନୀ ଅନୁଷ୍ଠିତ   28-Sep-2026
  ଜିଲ୍ଲା  
ଯୁବଗୋଷ୍ଠୀଙ୍କ ପ୍ରୟାସରେ ଲୋକସଂସ୍କୃତିର ବିକାଶ ସମ୍ଭବ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍–୨୦୨୬   28-Sep-2026
  ଜିଲ୍ଲା  
ଆଜାଦ ଫୁଟବଲ ଏସୋସିଏସନ ଆନୁକୂଲ୍ୟରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ   28-Sep-2026
  ରାଜ୍ୟ  
ଅଳକା ଜେନାଙ୍କ ସ୍ମୃତିରେ ମେଧାବୀ ଛାତ୍ରୀଙ୍କୁ ସମ୍ମାନ "ସ୍ମୃତିରେ ଶିକ୍ଷାର ଆଲୋକ,ସଫଳତାରେ ଛାତ୍ରୀଙ୍କୁ ପ୍ରେରଣା"   28-Sep-2026
  ଅପରାଧ  
ତୁଳସୀନଗରରେ ଯୁବକଙ୍କୁ ଆକ୍ରମଣ ମାମଲା: ୪ ଅଭିଯୁକ୍ତ ଗିରଫ   28-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ରାଷ୍ଟ୍ରୀୟ ହିନ୍ଦୀ ଦିବସ ପାଳିତ   28-Sep-2026
  ଜିଲ୍ଲା  
*ପୁଷ୍ପଲତା ଗ୍ୟାସ ଏଜେନ୍ସୀରେ HP Navya ଗ୍ୟାସ ସିଲିଣ୍ଡର ଶୁଭାରମ୍ଭ କଲେ ଇଂ ରଘୁନାଥ ଜଗଦଲା*   28-Sep-2026
  ଜିଲ୍ଲା  
ଜିଲ୍ଲା ପ୍ରସାଶନ ପକ୍ଷରୁ ୧୫୫୬ ସେଣ୍ଟର ରେ ଆଙ୍ଗନ୍ କା ଉତ୍ସଵ ୨୦୨୬ ଶୁଭାରମ୍ଭ*-   28-Sep-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କୁ ଭେଟି ନ ପାରିବାରୁ ତାତିଲେ ମଦବିରୋଧୀ ମହିଳା ଗୋଷ୍ଠୀ, କଲେ ରାସ୍ତାରୋକ ,   28-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ଫୁଟବଲ ଚୟନ ଶିବିର ଉଦଯାପିତ   28-Sep-2026

You Might Also Like